କଙ୍ଗୋ ବିମାନବନ୍ଦରରେ ରନୱେରେ ଅବତରଣ ବେଳେ ବିମାନରେ ଲାଗିଲା ନିଆଁ
କଙ୍ଗୋ : କଙ୍ଗୋ ବିମାନବନ୍ଦରର ଏକ ଭିଡିଓ ବର୍ତ୍ତମାନ ଖୁବ୍ ଜୋରରେ ଭାଇରଲ ହେଉଛି । ରନୱେରେ ଅବତରଣ କରିବା ସମୟରେ ବିମାନରେ ଅଗ୍ନିକାଣ୍ଡ ଘଟିଛି । ଯାହା ଭାଇରଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି । ଏଥିରେ କଙ୍ଗୋର ଜଣେ ସରକାରୀ ମନ୍ତ୍ରୀଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ, କୋଲୱେଜିର ରନୱେ ୨୯ରେ ଅବତରଣ କରିବା ସମୟରେ ବିମାନର ପଛ ଭାଗରେ ନିଆଁ ଲାଗିଯାଇଥିଲା । ଏହି ଦୁର୍ଘଟଣା ସମୟରେ ଦେଶର ଖଣି ମନ୍ତ୍ରୀ […]
Read More Text.