Husain dailwai 2025 11 17 20 00 25

ଲାଲକିଲ୍ଲା ବିସ୍ଫୋରଣ ଲାଗି ଆରଏସଏସକୁ ଦାୟୀ କଲା କଂଗ୍ରେସ

ମୁମ୍ବାଇ : ଲାଲକିଲ୍ଲା ନିକଟରେ ହୋଇଥିବା କାର୍ ବୋମା ବିସ୍ଫୋରଣ (Delhi Blast) ସମ୍ପର୍କରେ ମହାରାଷ୍ଟ୍ରର କଂଗ୍ରେସ ନେତା ହୁସେନ ଦଲୱାଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ ଏହି ଆକ୍ରମଣ ଲାଗି ଆରଏସଏସ(RSS)କୁ ଦାୟୀ କରିଛନ୍ତି । ସେ ଦାବି କରିଛନ୍ତି ଯେ କାଶ୍ମୀରରେ ହେଉଥିବା ଅନ୍ୟାୟ ଏବଂ ଅତ୍ୟାଚାର ଦିଲ୍ଲୀରେ ଅନୁଭୂତ ହେଉଛି। ସେ କହିଛନ୍ତି ଯେ ଯଦି କଶ୍ମୀର ଘାଟିରେ ଅତ୍ୟାଚାର ବୃଦ୍ଧି ପାଏ, ତେବେ ଦେଶର ଅନ୍ୟ ଅଂଚଳରେ ପ୍ରତିକ୍ରିୟା ଦେଖାଦେଇପାରେ। […]

Read More Text.
New project

ରସିଦ ଅଲି ଖୋଲିବ ବିସ୍ଫୋରଣର ରହସ୍ୟ: ୧୦ ଦିନିଆ ରିମାଣ୍ଡରେ ନେଲା NIA

ନୂଆଦିଲ୍ଲୀ : ସୁ ବମ୍ବର’ ଉମର ନବୀ । ୧୦/୧୧ ଦିଲ୍ଲୀ ବ୍ଲାଷ୍ଟକୁ ନେଇ ସାମ୍ନାକୁ ଆସିଛି ସୁ ବମ୍ବର ଥିଓରୀ । ନିଜ ଜୋତା ଭିତରେ ପ୍ରଚଣ୍ଡ ବିସ୍ଫୋରକ ଟ୍ରାଇଏସିଟୋନ୍ ଟ୍ରାଇପେରକ୍ସାଇଡ୍ -TATP ନେଇଥିଲା ଆତ୍ମଘାତୀ ବସ୍ଫୋରଣକାରୀ ଡାକ୍ତର ଉମର ନବୀ । ବିନା ଡେଟୋନେଟରରେ ଏହା ନିମିଷକେ IED କୁ ଟ୍ରିଗର କରିପାରେ । ଗାଡ଼ିର ଟାୟାର ସହ TATPର ସଂଘର୍ଷ କରାଇ ବିସ୍ଫୋରଣ ଘଟାଇଥିଲା ଆତଙ୍କୀ ଡାକ୍ତର । ସେପଟେ ବ୍ଲାଷ୍ଟରେ ବ୍ୟବହାର ହୋଇଥିବା […]

Read More Text.
Images 2025 11 17 15 41 53

ଗଣହତ୍ୟା ମାମଲାରେ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

ନୂଆଦିଲ୍ଲୀ: ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଗଣହତ୍ୟା ମାମଲାରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ-ICT ହସିନାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି । ଗତବର୍ଷ ଅଗଷ୍ଟରେ ବାଂଲାଦେଶର ତତ୍କାଳୀନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଜୋରଦାର ଛାତ୍ର ଆନ୍ଦୋଳନ ହୋଇଥିଲା । ଏଥିରେ୧୪ ଶହ ଜଣଙ୍କ ମୃତ୍ୟୁ ହୋଇଥିଲା । ହସିନାଙ୍କ ବିରୋଧରେ ହତ୍ୟା, ନିର୍ଯାତନା, ଷଡଯନ୍ତ୍ର ଓ ମାନବତା ବିରୋଧରେ ଅପରାଧ […]

Read More Text.
Upendra dwivedi

ଯେକୌଣସି ଯୁଦ୍ଧ ପାଇଁ ଭାରତ ସର୍ବଦା ପ୍ରସ୍ତୁତ: ଜେନେରାଲ ଦ୍ବିବେଦୀ

ନୂଆଦିଲ୍ଲୀ : ଶତ୍ରୁକୁ ଚେତାବନୀ । ଯେକୌଣସି ଯୁଦ୍ଧ ପାଇଁ ଭାରତ ପ୍ରସ୍ତୁତ । ଅପରେସନ ସିନ୍ଦୂର ଟ୍ରେଲର ମାତ୍ର । ବାକି ଅଛି ପୁରା ଫିଲ୍ମ । ଯଦି କେହି ଆତଙ୍କୀଙ୍କୁ ପ୍ରୋତ୍ସାହିତ କରେ, କଡ଼ା ଜବାବ ଦେବୁ। ଏମିତିକି ସୁଯୋଗ ମିଳିଲେ, ପଡ଼ୋଶୀକୁ କିପରି କରାଯାଏ ବ୍ୟବହାର ଶିଖାଇ ଦେବୁ । ପଡୋଶୀ ଦେଶକୁ ଜେନେରାଲ ଦ୍ବିବେଦୀଙ୍କ ଚେତାବନୀ । ଜେନେରାଲ ଦ୍ୱିବେଦୀ କହିଛନ୍ତି, ପାକିସ୍ତାନ ଗୁପ୍ତ ଭାବରେ ଆତଙ୍କବାଦକୁ ଯେତେ ପ୍ରୋତ୍ସାହିତ କରୁନା କାହିଁକି, […]

Read More Text.
Nitish kumar

ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ, ୨୦ରେ ଶପଥ ଗ୍ରହଣ ଉତ୍ସବ

ବିହାର : ବିହାରରେ ନୂଆ ସରକାର ଗଠନକୁ ନେଇ ହଲଚଇ ସୃଷ୍ଟି ହୋଇଛି । ଏହାରି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୋମବାର ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ୨୪୩ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୨୦୨ ଆସନ ଜିତି NDA ଐତିହାସିକ ବହୁମତ ହାସଲ କରିଛି । ନିର୍ବାଚନରେ ବିଜେପି ୮୯, ଜେଡିୟୁ ୮୫, ଏଲଜେଏପି (ରାମ ବିଳାସ) ୧୯ ଏବଂ ଅନ୍ୟାନ୍ୟ ସହଯୋଗୀ ଦଳ ୯ ଆସନ ଜିତିଥିଲା । […]

Read More Text.
Saudi arabia

ସାଉଦି ଆରବରେ ବସରେ ଲାଗିଗଲା ନିଆଁ, ୪୨ ଭାରତୀୟ ମୃତ !

ସାଉଦି ଆରବ: ସାଉଦି ଆରବରେ ବଡ଼ ଅଘଟଣ । ସାଉଦି ଆରବ ମଦିନାରେ ଦୁର୍ଘଟଣାରେ ଜଳିଗଲା ବସ୍ । ଏଥିରେ ୪୨ ଭାରତୀୟଙ୍କ ମୃତ୍ଯୁ ହୋଇଛି । ଡିଜେଲ ଟ୍ୟାଙ୍କର ସହିତ ବସ୍ ଧକ୍କା ହେବାରୁ ଜଳିଗଲା ବସ୍ । ଏମାନେ ମକ୍କାରୁ ମଦିନା ଯାଉଥିବା ବେଳେ ବସ ଦୁର୍ଘଟଣାର ଶିକାର ହୋଇଥିଲା । ସମସ୍ତ ମୃତକ ତେଲଙ୍ଗାନାର ହୋଇଥିବା ଜଣାପଡିଛି । ଖବର ମୁତାବକ, ସାଉଦି ଆରବ ମକ୍କାରୁ ମଦିନା ଯାଉଥିବା ବସ୍ ଡିଜେଲ ଟ୍ୟାଙ୍କର ସହିତ […]

Read More Text.
Isro 2

୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ, ଇସ୍ରୋର ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ : ୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ । କେନ୍ଦ୍ର ସରକାର ଏହି ମିଶନ ପାଇଁ ଅନୁମୋଦନ ଦେଇ ସାରିଥିବା ବେଳେ ଇସ୍ରୋ ଏଥିପାଇଁ ଉଦ୍ୟମ ଆରମ୍ଭ କରିଛି । ଏହି ମିଶନରେ ଚନ୍ଦ୍ରରୁ ନମୂନା ସଂଗ୍ରହ କରାଯିବାକୁ ଥିବାରୁ ଏହା ଏକ ଜଟିଳ ମିଶନ ହେବ । ଏପର୍ଯ୍ୟନ୍ତ କେବଳ ଆମେରିକା, ଚୀନ ଓ ଋଷ ସଫଳତାର ସହ ଚନ୍ଦ୍ରରୁ ନମୂନା ସଂଗ୍ରହ କରିଥିବା ବେଳେ ଭାରତ ନିଜର ଚନ୍ଦ୍ରଯାନ-୪ ମିଶନରେ ଏହି ସଫଳତା ହାସଲ […]

Read More Text.
Image 2025 11 17t124002.432

ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସମେତ ୪ ଅଭିନେତାଙ୍କୁ ବୋମା ଧମକ

ଚେନ୍ନାଇ: ତାମିଲନାଡୁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ରିପୋର୍ଟ ଅନୁସାରେ, ରବିବାର ରାତିରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ଅଭିନେତା ଅଜିତ କୁମାର, ଅରବିନ୍ଦ ସ୍ୱାମୀ ଏବଂ ଖୁସବୁଙ୍କ ଘରକୁ ବୋମା ଧମକ ଦିଆଯାଇଛି । ଏହି ଘଟଣା ଜଣାପଡ଼ିବା ମାତ୍ରେ ଆତଙ୍କ ଖେଳିଯାଇଛି ଏବଂ ପୋଲିସ ତଦନ୍ତ ଆରମ୍ଭ କରିଛି । ରିପୋର୍ଟ ଅନୁସାରେ, ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଏବଂ ଅଭିନେତା ଅଜିତ କୁମାର, ଅରବିନ୍ଦ ସ୍ୱାମୀ ଏବଂ ଖୁସବୁଙ୍କ ବାସଭବନକୁ ବୋମାରେ […]

Read More Text.
Barabati

ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ବାରବାଟି ମ୍ୟାଚ୍: ଡିସେମ୍ବର ୧ରୁ ଅନଲାଇନ୍ ଟିକେଟ ବିକ୍ରି

କଟକ : ଡିସେମ୍ବର ୯ ତାରିଖରେ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି୨୦ ମ୍ୟାଚ୍ ବାରବାଟି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ଏଥିପାଇଁ ଡିସେମ୍ବର ୧ ରୁ ଅନଲାଇନ୍ ଟିକେଟ ବିକ୍ରି ଆରମ୍ଭ ହେବ ।  ଡିସେମ୍ବର ୩ ଓ ୪ ତାରିଖରେ ଅନୁବନ୍ଧିତ ସଂସ୍ଥା ଓ କ୍ଳବ୍ ମାନଙ୍କୁ ଅଫଲାଇନ୍ ଜରିଆରେ ଟିକେଟ ବିକ୍ରି କରାଯିବ । ସେହିଭଳି ଡିସେମ୍ବର ୫ ତାରିଖରେ ସର୍ବସାଧାରଣଙ୍କ ପାଇଁ କାଉଣ୍ଟରରେ ଟିକେଟ ବିକ୍ରି କରାଯିବ । ମୋଟ ୬ ଟି […]

Read More Text.

ଗ୍ବାଲିୟରରେ ସଡ଼କ ଦୁର୍ଘଟଣା, ୫ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଫର୍ଚ୍ୟୁନର କାର୍, ବାଲି ବୋଝେଇ ଟ୍ରାକ୍ଟର ଏବଂ ଟ୍ରଲି ମଧ୍ୟରେ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ସୂଚନାନୁଯାୟୀ, ଗ୍ୱାଲିୟରର ମହାରାଜପୁରା ଅଞ୍ଚଳରେ ଏକ ଅନିୟନ୍ତ୍ରିତ ଫର୍ଚୁନର ଏବଂ ଏକ ଟ୍ରାକ୍ଟର ମଧ୍ୟରେ ଧକ୍କା ହେବା ଫଳରେ ପାଞ୍ଚ […]

Read More Text.