ଶ୍ରୀଲଙ୍କାକୁ ଏକ୍ସପାୟାର ରିଲିଫ ସାମଗ୍ରୀ ପଠାଇଲା ପାକିସ୍ତାନ
ଶ୍ରୀଲଙ୍କା: ବନ୍ୟା ତଥା ଘୂର୍ଣ୍ଣିଝଡ଼ ଡିଟୱା ଦ୍ବାରା ପ୍ରଭାବିତ ହୋଇ ଶ୍ରୀଲଙ୍କା ଏବେ ସଙ୍କଟରେ ଗତି କରୁଛି । ଏଭଳି ସ୍ଥଳେ ପାକିସ୍ତାନ ଶ୍ରୀଲଙ୍କାକୁ ପଠାଇଥିବା ରିଲିଫ ସାମଗ୍ରୀକୁ ନେଇ ନୂଆ ବିବାଦ ଦେଖାଦେଇଛି । ପାକିସ୍ତାନ ପଠାଇଥିବା ରିଲିଫ୍ ସାମଗ୍ରୀ ସବୁ ଏକ୍ସପାୟାର ହୋଇଯାଇଛି । ଶ୍ରୀଲଙ୍କାକୁ ଏକ୍ସପାୟାର ହୋଇଯାଇଥିବା ରିଲିଫ୍ ସାମଗ୍ରୀ ପଠାଉଛି ପାକିସ୍ତାନ । ପାକିସ୍ତାନ ସୋସିଆଲ ମିଡିଆରେ ଏହି ସାମଗ୍ରୀର ଫଟୋ ପୋଷ୍ଟ କରି ପ୍ରଶଂସା ପାଇବାକୁ ଚେଷ୍ଟା କରୁଥିବା ବେଳେ ଫଟୋଗୁଡ଼ିକ […]
Read More Text.