ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେବେ ନୀତିଶ
ବିହାର: ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜଯ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ବୋଲି ଆଶା କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଏନଡିଏ ଶାସିତ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏହି ଉତ୍ସବରେ ଯୋଗଦେବେ । ଓଡ଼ିଶା ମୁଖ୍ୟମନ୍ତ୍ରୀ […]
Read More Text.