ଭୁଟାନରୁ ଫେରି ହସପିଟାଲରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନରୁ ଫେରିବା ପରେ ସିଧାସଳଖ ଦିଲ୍ଲୀ ବିସ୍ଫୋରଣରେ ପୀଡିତ ଆହତଙ୍କୁ ଭେଟିଛନ୍ତି । ଦିଲ୍ଲୀ ସ୍ଥିତ ଏଲଏନଜେପି ହସପିଟାଲରେ ଆହତଙ୍କୁ ଭେଟିଛନ୍ତି । ଏହି ହସପିଟାଲରେ ଦିଲ୍ଲୀ ବିସ୍ଫୋରଣରେ ଆହତ ହୋଇଥିବା ବ୍ୟକ୍ତି ଚିକିତ୍ସିତ ହେଉଛନ୍ତି । ଭୁଟାନରୁ ଦୁଇଦିବସୀୟ ରାଜକୀୟ ଯାତ୍ରା କରିବା ପରେ ଫେରିଛନ୍ତି ପ୍ରଧାନମନ୍ତ୍ରୀ । ଦିଲ୍ଲୀ ପହଞ୍ଚିବା ବେଳେ ସିଧାସଳଖ ହସପିଟାଲରେ ପହ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ଆହତଙ୍କୁ ବ୍ୟକ୍ତିଗତ ଭାବେ ସାକ୍ଷାତ କରି ଶୀଘ୍ର ସୁସ୍ଥ […]
Read More Text.