୩୦୨ ଓଡ଼ିଆ ଯୁବକଯୁବତୀଙ୍କୁ ମିଳିଲା ସରକାରୀ ଚାକିରି
ଭୁବନେଶ୍ୱର/ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବ୍ୟାପୀ ଆୟୋଜିତ ରୋଜଗାର ମେଳା କାର୍ଯ୍ୟକ୍ରମକୁ ଆଭାସୀ ମାଧ୍ୟମରେ ସମ୍ବୋଧିତ କରିବା ସହିତ ୫୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିଛନ୍ତି। ଏହି କ୍ରମରେ ଭୁବନେଶ୍ୱରସ୍ଥିତ ରେଳ ଅଡିଟୋରିୟମରେ ଆୟୋଜିତ ରାଜ୍ୟସ୍ତରୀୟ ରୋଜଗାର ମେଳା କାର୍ଯ୍ୟକ୍ରମରେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୩୦୨ ଜଣ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବିତରଣ କରିଛନ୍ତି। ନବନିଯୁକ୍ତ ପ୍ରାର୍ଥୀମାନଙ୍କୁ ଭାରତୀୟ ଡାକ ବିଭାଗ, ରେଳବାଇ, […]
Read More Text.