ଜଳିଗଲା ବ୍ରହ୍ମପୁତ୍ର ଆପାର୍ଟମେଣ୍ଟ
ନୂଆଦିଲ୍ଲୀ : ଦିଲ୍ଲୀରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ସାଂସଦ ରହୁଥିବା ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ନିଆଁ ଲାଗି ବହୁ ଗାଡି ପୋଡି ପାଉଁଶ ହୋଇଯାଇଛି। ଏପରିକି ଆପାର୍ଟମେଣ୍ଟରେ ରହୁଥିବା କିଛି ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି। ଏହି ଆପର୍ଟମେଣ୍ଟରେ ଅନେକ ରାଜ୍ୟସଭା ସାଂସଦ ରୁହନ୍ତି। ଦ୍ଵିତୀୟ ମହଲାରୁ ପ୍ରଥମେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଉପର ମହଲାରୁୂ ଅନ୍ୟ ଆଡକୁ ନିଆଁ ବ୍ୟାପିଯାଇଥିଲା। ପରେ ୫ରୁ ଅଧିକ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଆପାର୍ଟମେଣ୍ଟକୁ ୨୦୨୦ […]
Read More Text.