ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀରେ ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ
ନୂଆଦିଲ୍ଲୀ : ଦିଲ୍ଲୀର ଜନ୍ତରମନ୍ତରରେ CJP Protest ଚାଲିଛି । ମଙ୍ଗଳବାର ରାତିରେ ଜନ୍ତର ମନ୍ତର ଏବଂ କନୋଟ ପ୍ଲେସ୍ ଅଞ୍ଚଳରେ ସିଜେପି ପ୍ରଦର୍ଶନକାରୀ ଉତ୍ତେଜନା କରିଥିଲେ । ଏହାପରେ ଦିଲ୍ଲୀ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଥିଲା । ଏହାରି ଭିତରେ ବଡ଼ ନିଷ୍ପତ୍ତି ନେଇଛି DMRC । ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ପକ୍ଷରୁ ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ ରହିବ ବୋଲି ସୂଚନା ମିଳିଛି । ସୂଚନା ମୁତାବକ, ରାଜୀବ ଛକ, ପଟେଲ ଛକ ମେଟ୍ରୋ […]
Read More Text.