ପାକିସ୍ତାନ କ୍ବେଟା ସେନା ମୁଖ୍ୟାଳୟରେ ବିସ୍ଫୋରଣ, ୧୦ ମୃତ
ପାକିସ୍ତାନ : କ୍ୱେଟାରେ ଥିବା ପାକିସ୍ତାନୀ ସେନା ମୁଖ୍ୟାଳୟରେ ବଡ଼ ବିସ୍ଫୋରଣ ହୋଇଛି । ପୂର୍ବ କ୍ୱେଟାରେ ଫ୍ରଣ୍ଟିୟର୍ କର୍ପସ୍ ମୁଖ୍ୟାଳୟ ନିକଟରେ ବଡ଼ ବିସ୍ଫୋରଣ ହୋଇଛି । ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ବର୍ତ୍ତମାନର ପରିସ୍ଥିତି ଦେଖି ଅଧିକାରୀ ସହରରେ ଥିବା ସମସ୍ତ ହସପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି । ଆଗକୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି । ବିସ୍ଫୋରଣ ସମୟର ଭିଡିଓ ସିସିଟିଭିରେ କଏଦ ହୋଇଛି । […]
Read More Text.