Zelesky

ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଜେଲେନସ୍କିଙ୍କ ଗୁରୁତ୍ବପୂର୍ଣ୍ଣ ବୟାନ, କହିଲେ ‘ଭାରତ ଆମ ପକ୍ଷରେ ରହିଛି’

ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ତିନି ବର୍ଷରୁ ଅଧିକ ସମୟ ଧରି ଚାଲିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ସଂଘର୍ଷ ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି । କିନ୍ତୁ ଏପର୍ଯ୍ୟନ୍ତ କୌଣସି ସମାଧାନ ବାହାରି ନାହିଁ । ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି । ଋଷ ସହିତ ସଂଘର୍ଷ ମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଯେ, ଭାରତ ଆମ ପକ୍ଷରେ ଅଛି । […]

Read More Text.
Typhone 1

ଫିଲିପାଇନ୍ସ ପରେ ତାଇୱାନରେ ଟାଇଫୁନ୍ ରାଗାସାର ତାଣ୍ଡବ, ୧୪ ମୃତ ଓ ୧୨୪ ନିଖୋଜ

ତାଇୱାନ : ତାଇୱାନରେ ଟାଇଫୁନ ରାଗାସା ପ୍ରଳୟଙ୍କାରୀ ତାଣ୍ଡବ ରଚିଛି । ଏହି କାରଣରୁ ବ୍ୟାପକ କ୍ଷୟକ୍ଷତି ଘଟିଛି । ପ୍ରବଳ ବର୍ଷା ହେବା ପରେ ଭୂସ୍ଖଳନ ଯୋଗୁଁ ଏକ ହ୍ରଦର କୂଳ ଭାଙ୍ଗି ଗୁଆଙ୍ଗଫୁ ଟାଉନସିପରେ ପାଣି ପଶିଯାଇଥିଲା । ଫଳରେ ପୂର୍ବ ତାଇୱାନର ହୁଆଲିଏନ୍ କାଉଣ୍ଟିରେ ୧୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି । ଏଥି ସହ ୧୨୪ ଜଣ ନିଖୋଜ ରହିଛନ୍ତି । ପରବର୍ତ୍ତୀ ସମୟରେ ମୃତ୍ୟୁସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । […]

Read More Text.
Medical college

ସରକାରୀ ମେଡିକାଲ କଲେଜରେ ବଢ଼ିଲା ୫ ହଜାର ସିଟ୍

ଦିଲ୍ଲୀ: ଲୋକଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ଡାକ୍ତରୀ ଶିକ୍ଷାକୁ ବିସ୍ତାର କରିବା ପାଇଁ, କେନ୍ଦ୍ର କ୍ୟାବିନେଟ ସାରା ଦେଶରେ ୫,୦୦୦ ନୂତନ ପିଜି ସିଟ୍ ଏବଂ ୫,୦୨୩ MBBS ସିଟ୍ ସୃଷ୍ଟି କରିବାର ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି । ସାମ୍ବାଦିକମାନଙ୍କୁ ସୂଚନା ଦେଇ ସୂଚନା ଏବଂ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ୧୫,୦୩୪ କୋଟି ଟଙ୍କା ବ୍ୟୟରେ […]

Read More Text.
Ladakh

ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବିରେ ଲଦାଖରେ ଜେନ-ଜିଙ୍କ ବିକ୍ଷୋଭ

ଲଦାଖ : ଲଦାଖରେ ନେପାଳ ଭଳି ସ୍ଥିତି । ରାସ୍ତାକୁ ଓହ୍ଲାଇଲେ ଯୁବପିଢ଼ି । ସୋନମ୍ ୱାଙ୍ଗଚୁକଙ୍କ ସମର୍ଥନରେ ଲେହରେ ଛାତ୍ରମାନେ କେନ୍ଦ୍ର ସରକାରଙ୍କ ବିରୋଧରେ ବଡ଼ ଧରଣର ପ୍ରତିବାଦ କରୁଛନ୍ତି । ଲଦାଖକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି କରି ପ୍ରଦର୍ଶନ କରାଯାଉଛି । ପୋଲିସ ଗାଡ଼ିକୁ ପୋଡ଼ି ଦେଇଛନ୍ତି ବିକ୍ଷୋଭକାରୀ । ବିଜେପି ଅଫିସରରେ ନିଆଁ ଲଗାଇ ଦେଇଛନ୍ତି । ସ୍ଥିତିକୁ ଦେଖି ସ୍ଥାନୀୟ ପୋଲିସ ପ୍ରଦର୍ଶନ ସ୍ଥାନରେ ଅତିରକ୍ତି ପୋଲିସ ବଳକୁ ନିୟୋଜିତ କରିଛି […]

Read More Text.
Capturebababa

ଆଶ୍ରମରେ ୧୭ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ; ଛାନଭିନ କରୁଛି ପୁଲିସ

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ଦିଲ୍ଲୀର ବସନ୍ତ କୁଞ୍ଜ ଅଞ୍ଚଳର ଏକ ଆଶ୍ରମର ନିର୍ଦ୍ଦେଶକଙ୍କ ଉପରେ ୧୭ଜଣ ଛାତ୍ରୀଙ୍କୁ ଯୌନ ନିର୍ଯାତନା ନେଇ ଅଭିଯୋଗ ହୋଇଛି । ପୁଲିସ ସୂଚନା ଅନୁଯାୟୀ ଆଶ୍ରମର ନିର୍ଦ୍ଦେଶକ ଚିନୟାମା ନନ୍ଦଙ୍କ ବିରୋଧରେ ୧୫ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି । ଅଭିଯୋଗ ଅନୁସାରେ ୱାର୍ଡେନ ଛାତ୍ରୀମାନଙ୍କୁ ଅଭିଯୁକ୍ତଙ୍କ ସହ ପରିଚୟ କରାଇଥିଲେ । ଅଭିଯୋଗ ହେବା ପରେ ପୁଲିସ ବସନ୍ତ କୁଞ୍ଜ ଉତ୍ତର ପୁଲିସ ଷ୍ଟେସନରେ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ […]

Read More Text.
Eci sets stage for bypolls rajya sabha contests before bihar vote 1068x601

୫ ରାଜ୍ୟସଭା ଆସନ ପାଇଁ ଘୋଷଣା ହେଲା ଉପନିର୍ବାଚନ ତାରିଖ

ନୂଆଦିଲ୍ଲୀ: ୫ଟି ରାଜ୍ୟସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ପଞ୍ଜାବରେ ଗୋଟିଏ ଏବଂ ଜମ୍ମୁ-କାଶ୍ମୀରରେ ଚାରୋଟି ଆସନ ଖାଲି ପଡିଥିବାରୁ ଏଠାରେ ଉପନିର୍ବାଚନ ହେବାକୁ ତାରିଖ ଘୋଷଣା କରାଯାଇଛି । ଆସନ୍ତା ଅକ୍ଟୋବର ୨୪ରେ ଏହି ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବ । ସାଂସଦ ସଞ୍ଜୀବ ଆରୋରାଙ୍କ ଇସ୍ତଫା ପରେ ପଞ୍ଜାବର ରାଜ୍ୟସଭା ଆସନ ଖାଲିପଡିଥିଲା । ସେପଟେ ୨୦୧୯ରେ ଯେତେବେଳେ ଧାରା ୩୭୦ ଉଚ୍ଛେଦ ହେଲା ସେବେଠାରୁ […]

Read More Text.
Rrrr

ପାଲେଷ୍ଟାଇନକୁ ଫ୍ରାନ୍ସର ସ୍ବୀକୃତି

ଜାତିସଂଘ: ମଙ୍ଗଳବାରଠାରୁ ଜାତିସଂଘ ସାଧାରଣ ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ଅବସରରେ ଫ୍ରାନ୍ସ ପକ୍ଷରୁ ପାଲେଷ୍ଟାଇନକୁ ସ୍ବାଧୀନ ରାଷ୍ଟ୍ରଭାବେ ସ୍ବୀକୃତି ପ୍ରଦାନ କରାଯାଇଛି। ଏଥିସହିତ ହମାସ୍‌ (ପାଲେଷ୍ଟାଇନରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ) ବିରୋଧରେ ଚାଲିଥିବା ଯୁଦ୍ଧ ବନ୍ଦ କରିବାକୁ ଏହି ଦୁଇ ରାଷ୍ଟ୍ର ଇସ୍ରାଏଲକୁ ଅନୁରୋଧ କରିଥିବା ଜଣାପଡିଛି। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ କହିଛନ୍ତି ଯେ ଉଭୟ ପାଲେଷ୍ଟାଇନ ଓ ଇସ୍ରାଏଲ ନାଗରିକମାନେ ପୃଥକ୍‌ ଭାବେ ବାସ କରୁଥିଲେ ସୁଦ୍ଧା ସେମାନଙ୍କ ମଧ୍ୟରେ […]

Read More Text.
Un assembly trump 90 1758638860590 1758638927382

ଭାରତ-ପାକ୍‌ ସମେତ ୭ ଯୁଦ୍ଧ ବନ୍ଦ କରିଛି: ଟ୍ରମ୍ପ

ନ୍ୟୁୟର୍କ: ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧ ସହିତ ବିଶ୍ବର ୭ଟି ଯୁଦ୍ଧକୁ ବନ୍ଦ କରିଥିବାର ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ମଙ୍ଗଳବାର ନ୍ୟୁୟର୍କରେ ଆୟୋଜିତ ଜାତିସଂଘ ସାଧାରଣ ପରିଷଦର ୮୦ତମ ସମାବେଶକୁ ସମ୍ବୋଧନ କାଳରେ ଟ୍ରମ୍ପ ଏହି ଦାବି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ୭ମାସ ମଧ୍ୟରେ ସେ ୭ଟି ଯୁଦ୍ଧକୁ ବନ୍ଦ କରିଛନ୍ତି। ଏହା ମଧ୍ୟରେ ଅନେକ ଯୁଦ୍ଧ ରହିଛି ଯାହା ଦୀର୍ଘ ତିନି ଦଶନ୍ଧି ଧରି ଲାଗି ରହିଥିଲା। […]

Read More Text.
Images

ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଟ୍ରମ୍ପ୍‌ଙ୍କ ପାଇଁ ଅଟକାଇଲା ଆମେରିକା ପୁଲିସ

ୱାଶିଂଟନ: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ କାରକୁ ଆମେରିକା ପୁଲିସ ଅଟକାଇଥିଲା । ସେ ଜାତିସଂଘ ସାଧାରଣ ପରିଷଦରେ ଯୋଗଦେବା ପାଇଁ ନ୍ୟୁୟର୍କରେ ପହଞ୍ଚିଥିଲେ। ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାରକାଡେକୁ ଦୃଷ୍ଟିରେ ରଖି ପୁଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ଫଳରେ ମାକ୍ରନ ରାସ୍ତାକୁ ଓହ୍ଲାଇ ଟ୍ରାଫିକ ପୁଲିସ ଅଧିକାରୀଙ୍କ ସହ କଥା ହୋଇଥିଲେ। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭାଇରାଲ ଭିଡିଓରେ, ଜଣେ ଅଧିକାରୀ ଟ୍ରମ୍ପ୍‌ଙ୍କ କାରକାଡେ ସେହି ରାସ୍ତାରେ […]

Read More Text.