ଉତ୍ତରାଖଣ୍ଡରେ ତାଣ୍ଡବ ରଚୁଛି ବାଦଲ ଫଟା ବର୍ଷା : ୧୫ ଜଣ ମୃତ, ୧୬ ଜଣ ନିଖୋଜ
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ଲଗାତାର ବାଦଲ ଫଟା ବର୍ଷା ତାଣ୍ଡବ କରୁଛି । ଅନେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଜଳମଗ୍ନ ରହିଛି । କିନ୍ତୁ ଡେରାଡୁନରେ ଅଧିକ କ୍ଷୟକ୍ଷତି ଘଟିଛି । ଏହି ବିପର୍ଯ୍ୟୟ ଯୋଗୁଁ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହ ୧୬ ଜଣ ନିଖୋଜ ରହିଛନ୍ତି । ସେହି ସମୟରେ ପ୍ରାୟ ୯୦୦ ଲୋକଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ, ସବୁଠାରୁ ଅଧିକ କ୍ଷୟକ୍ଷତି ଡେରାଡୁନରେ ଘଟିଛି […]
Read More Text.