Cp

ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସିପି ରାଧାକ୍ରିଷ୍ଣନ

ନୂଆଦିଲ୍ଲୀ : ସିପି ରାଧାକ୍ରିଷ୍ଣନ ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ଗଣତନ୍ତ୍ର ମଣ୍ଡପରେ ଶପଥ ଗ୍ରହଣ କରିଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ରାଷ୍ଟ୍ରପତି ଭବନର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗ୍ହମନ୍ତ୍ରୀ ଅମିତ ଶାହା, ରକ୍ଷାମନ୍ତ୍ରୀ ରାଜନାଥ ସିଂ ସମେତ ଅନ୍ୟ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ରହିଥିଲେ । ଗତକାଲି […]

Read More Text.
Spicejet 1

ଉଡ଼ାଣ ଭରିବା ବେଳେ ଖସିପଡ଼ିଲା ସ୍ପାଇସଜେଟ ବିମାନର ଚକ, ଅଳ୍ପକେ ବର୍ତ୍ତିଲା ୭୫ ଯାତ୍ରୀଙ୍କ ଜୀବନ

ଗୁଜରାଟ : ଗୁଜରାଟ କାଣ୍ଡଲାରୁ ମୁମ୍ବାଇ ଯାଉଥିବା ସ୍ପାଇସଜେଟ ବିମାନ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି । ବିମାନଟି ଉଡ଼ାଣ ଭରିବା ମାତ୍ରେ ଗୋଟିଏ ଚକ ଖସିପଡିଥିଲା । ବିମାନରେ ୭୫ ଜଣ ଯାତ୍ରୀ ରହିଥିଲେ । ତେବେ ବିମାନଟି ସୁରକ୍ଷିତ ଭାବେ ଅବତରଣ କରିଥିଲା । ଖବର ମୁତାବକ, ଗୁଜରାଟ କାଣ୍ଡଲାରୁ ମୁମ୍ବାଇ ଯାଉଥିବା ସ୍ପାଇସଜେଟ ବିମାନ Q400 ଉଡ଼ାଣ ଭରିବା ପରେ ଏକ ଚକ ରନୱେରେ ପଡିଥିବା ମିଳିଥିଲା । କିନ୍ତୁ ବିମାନଟି ମୁମ୍ବାଇକୁ ଉଡ଼ାଣ ଭରିଥିଲା […]

Read More Text.
Suprimecourt

ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟଙ୍କ ମନ୍ତବ୍ୟ, ସମଗ୍ର ଦେଶରେ ବାଣ ବନ୍ଦ କରାଯିବା ଉଚିତ

ନୂଆଦିଲ୍ଲୀ: ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ ଦେଇଛନ୍ତି ଏକ ବଡ଼ ମନ୍ତବ୍ୟ ।  ମୁଖ୍ୟ ବିଚାରପତି ବି ଆର ଗଭାଇ କହିଛନ୍ତି ଯେ ଯଦି ଏନସିଆର ସହରଗୁଡ଼ିକର ବାୟୁ ସଫା କରିବାର ଅଧିକାର ଅଛି, ତେବେ ଅନ୍ୟ ସହରର ଲୋକମାନଙ୍କୁ କାହିଁକି ନୁହେଁ ? ଯାହା ନୀତି ତିଆରି ହେବା ଉଚିତ, ତାହା ସମଗ୍ର ଭାରତ ସ୍ତରରେ ହେବା ଉଚିତ। ଆମେ କେବଳ ଦିଲ୍ଲୀ ପାଇଁ ନୀତି ତିଆରି କରିପାରିବୁ ନାହିଁ । ମୁଁ ଗତ ଶୀତ ୠତୁରେ […]

Read More Text.
Modi amit nadda

ବିହାର ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତ, କର୍ମୀମାନଙ୍କୁ ଉତ୍ସାହିତ କରିବେ ମୋଦି, ଅମିତ, ନଡ୍ଡା

ବିହାର : ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇଛି ବିଜେପି ।  ଗତ ସପ୍ତାହରେ ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟ ଦଳର ନେତାମାନଙ୍କ ସହ ଏକ ଲମ୍ବା ବୈଠକ କରିଥିଲେ ।  ବିଧାନସଭାଭିତ୍ତିକ ରଣନୀତି ଏବଂ ପ୍ରସଙ୍ଗଗୁଡ଼ିକ ସ୍ଥିର କରାଯାଇଛି ।  ସହଯୋଗୀ ଦଳଗୁଡ଼ିକ ସହିତ ଭୂମି ସ୍ତରରେ ସମନ୍ୱୟ ଉନ୍ନତ କରିବା ପାଇଁ କସରତ ଶେଷ ହୋଇଛି । ବିଜେପି ଏହାର ଶୀର୍ଷ ନେତାଙ୍କ ବିହାର ଗସ୍ତର ଏକ ବିସ୍ତୃତ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛି  । […]

Read More Text.
Air india 2

ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି, ୬ ଘଣ୍ଟା ବିଳମ୍ବରେ ଉଡ଼ିଲା ଦିଲ୍ଲୀରୁ ସିଙ୍ଗାପୁର ବିମାନ

ନୂଆଦିଲ୍ଲୀ : ନୂଆଦିଲ୍ଲୀ ଅର୍ନ୍ତଜାତୀୟ ବିମାନବନ୍ଦରରୁ ସିଙ୍ଗାପୁରୁକୁ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ଫଳରେ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଛି । ବିମାନ କ୍ୟାବିନରେ ତାପମାତ୍ରା ସମସ୍ୟା କାରଣରୁ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦେଇଥିଲେ କ୍ୟାବିନ କ୍ରୁ । ଆଉ ବିମାନଟି ଠିକ୍ ହେବା ପରେ ୬ ଘଣ୍ଟା ବିଳମ୍ବରେ ପୁଣି ଉଡ଼ାଣ ଭରିଥିଲା । ଖବର ମୁତାବକ, ଏୟାର ଇଣ୍ଡିଆ ବୋଇଂ ୭୮୭-୯ ଡ୍ରିମଲାଇନର ବିମାନ AI-2380 ରାତି ୧୧ଟା ସମୟରେ […]

Read More Text.
Mexico

ମେକ୍ସିକୋ ସିଟିରେ ଗ୍ୟାସ୍ ଟ୍ୟାଙ୍କର ବିସ୍ଫୋରଣ, ୩ ମୃତ, ୭୦ରୁ ଅଧିକ ଆହତ

ମେକ୍ସିକୋ : ମେକ୍ସିକୋ ସିଟିରେ  ବଡ଼ ଦୁର୍ଘଟଣା । ମେକ୍ସିକୋ ରାଜଧାନୀର ଦକ୍ଷିଣ ଭାଗ ରାଜପଥରେ ହଠାତ୍ ଏକ ଗ୍ୟାସ୍ ଟ୍ୟାଙ୍କର୍ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୦ ରୁ ଅଧିକ ଆହତ ହୋଇଛନ୍ତି । ଏନେଇ ମେକ୍ସିକୋ ସିଟିର ମେୟର ଏହି ଘଟଣା ବିଷୟରେ ବିସ୍ତୃତ ସୂଚନା ଦେଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ମେକ୍ସିକୋ ସିଟିର ମେୟର ଏହି ଘଟଣାକୁ […]

Read More Text.
Images

 ଅନିଲ ଅମ୍ବାନୀଙ୍କ ବିରୋଧରେ ନୂଆ ଅର୍ଥ ହେରଫେର୍‌ ମାମଲା ରୁଜୁ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ମୁମ୍ବଇ: ଅନିଲ ଅମ୍ବାନୀଙ୍କ ସମସ୍ୟା ଥମିବାର ନାଁ ଧରୁନି। ପୂର୍ବରୁ ସିବିଆଇ ତାଙ୍କ ୟସ୍ ବ୍ୟାଙ୍କ ମାମଲାକୁ ବନ୍ଦ କରିବା ପାଇଁ ଆବେଦନକୁ ପ୍ରତ୍ୟାଖାନ କରିଥିଲା। ଆଉ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅନିଲ ଅମ୍ବାନୀ ଏବଂ ଆରକମ୍ ବିରୋଧରେ ନୂଆ ଅର୍ଥ ହେରଫେର୍‌ ମାମଲା ରୁଜୁ କରିଛି । ଅଗଷ୍ଟ ମାସରେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଅନିଲ ଅମ୍ବାନୀଙ୍କ କମ୍ପାନୀ ବିରୋଧରେ ୨୯୨୯ କୋଟି ଟଙ୍କାର ଠକେଇ କରିଥିବା ନେଇ ଅଭିଯୋଗ କରିଥିଲା । ଏହା […]

Read More Text.
111

ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ମୃତ

ଛତିଶଗଡ଼: ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାରେ ଟଳିଲେ ୧୦ ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ । ମୃତ ମାଓବାଦୀଙ୍କ ମଧ୍ୟରେ ମାଓ କମାଣ୍ଡର ବାଳକ୍ରିଷ୍ଣା ଓରଫ ଭାଷ୍କର ଥିବା ସୂଚନା । ଭାଲୁଡିହି ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓ-ସୁରକ୍ଷାକର୍ମୀ ହୋଇଥିଲେ ମୁହାଁମୁହିଁ । କନ୍ଧମାଳ-କଳାହାଣ୍ଡି-ବୌଦ୍ଧ-ନୟାଗଡ଼ ପାଇଁ କାମ କରୁଥିଲା । ଓଡ଼ିଶା ପୋଲିସ ପାଇଁ ମଧ୍ୟ ମୋଷ୍ଟ ୱାଣ୍ଟେଡ ଥିଲା ।

Read More Text.
Nepal

କିଏ ହେବେ ନେପାଳର ପ୍ରଧାନମନ୍ତ୍ରୀ, କୁଲମାନ ଘିସିଙ୍ଗଙ୍କୁ ନେଇ ଚର୍ଚ୍ଚା ଜୋର

କାଠମାଣ୍ଡୁ : ନେପାଳରେ କେପି ଶର୍ମା ଓଲିଙ୍କ ଇସ୍ତଫା  ଦେବା ପରେଏବେ ଅନ୍ତରୀଣ ସରକାରଙ୍କ ମୁଖ୍ୟଙ୍କ ନାମ ଉପରେ ଏକ ସହମତି ହୋଇଛି ।  ବାଲେନ ଶାହ ଏବଂ ପୂର୍ବତନ ମୁଖ୍ୟ ବିଚାରପତି ସୁଶୀଳା କାର୍କିଙ୍କ ପ୍ରତ୍ୟାହାର ପରେ, ନେପାଳର ଜେନ-ଜେଡ ଆନ୍ଦୋଳନକାରୀମାନେ କୁଲମାନ ଘିସିଙ୍ଗଙ୍କୁ ଅନ୍ତରୀଣ ସରକାରଙ୍କ ମୁଖ୍ୟ ଭାବରେ ସମର୍ଥନ କରିଛନ୍ତି । ସ୍ଥାନୀୟ ରିପୋର୍ଟ  ଅନୁସାରେ ଜେନ-ଜେଡ କହିଛନ୍ତି ଯେ କୁଲମାନ ଘିସିଙ୍ଗ ନେପାଳରେ ମଧ୍ୟବର୍ତ୍ତୀକାଳୀନ ସରକାରର ନେତୃତ୍ୱ ନେବା ଉଚିତ। ପୂର୍ବତନ ବିଦ୍ୟୁତ […]

Read More Text.