ନେପାଳରେ ଫସିଥିବା ଭାରତୀୟଙ୍କ ପାଇଁ ହେଲ୍ପଲାଇନ ନଂ ଜାରି କଲେ ଯୋଗୀ
ଉତ୍ତରପ୍ରଦେଶ : ଗତ ଦୁଇଦିନ ହେଲାଣି ନେପାଳ ସ୍ଥିତି ବିଗିଡିବାରେ ଲାଗିଛି । କାଠମାଣ୍ଡୁ ଠାରୁ ଆରମ୍ଭ କରି ଛୋଟ ବସ୍ତି ଯାଏଁ ଜେନ-ଜି ବିକ୍ଷୋଭକାରୀଙ୍କ ବିରୋଧ ହିଂସାର ରୂପ ନେଇଛି । ପରିସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି । ନେପାଳରେ ଅସ୍ଥିରତାର ପ୍ରଭାବ ଉତ୍ତରପ୍ରଦେଶ ସୀମାବର୍ତ୍ତୀ ଜିଲ୍ଲାରେ ପଡିବାକୁ ଲାଗିଛି । ତେଣୁ ନେପାଳ ସୀମାରେ ଥିବା ବହରାଇଚ, ଶ୍ରାବସ୍ତି, ଲକ୍ଷ୍ମୀପୁର ଏବଂ ମହାରାଜଗଂଜରେ ହାଇଆଲର୍ଟ ଜାରି ହୋଇଛି । ବେପାର, ପଢିବା ଏବଂ […]
Read More Text.