Un assembly trump 90 1758638860590 1758638927382

ଭାରତ-ପାକ୍‌ ସମେତ ୭ ଯୁଦ୍ଧ ବନ୍ଦ କରିଛି: ଟ୍ରମ୍ପ

ନ୍ୟୁୟର୍କ: ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧ ସହିତ ବିଶ୍ବର ୭ଟି ଯୁଦ୍ଧକୁ ବନ୍ଦ କରିଥିବାର ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ମଙ୍ଗଳବାର ନ୍ୟୁୟର୍କରେ ଆୟୋଜିତ ଜାତିସଂଘ ସାଧାରଣ ପରିଷଦର ୮୦ତମ ସମାବେଶକୁ ସମ୍ବୋଧନ କାଳରେ ଟ୍ରମ୍ପ ଏହି ଦାବି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ୭ମାସ ମଧ୍ୟରେ ସେ ୭ଟି ଯୁଦ୍ଧକୁ ବନ୍ଦ କରିଛନ୍ତି। ଏହା ମଧ୍ୟରେ ଅନେକ ଯୁଦ୍ଧ ରହିଛି ଯାହା ଦୀର୍ଘ ତିନି ଦଶନ୍ଧି ଧରି ଲାଗି ରହିଥିଲା। […]

Read More Text.
Images

ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଟ୍ରମ୍ପ୍‌ଙ୍କ ପାଇଁ ଅଟକାଇଲା ଆମେରିକା ପୁଲିସ

ୱାଶିଂଟନ: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ କାରକୁ ଆମେରିକା ପୁଲିସ ଅଟକାଇଥିଲା । ସେ ଜାତିସଂଘ ସାଧାରଣ ପରିଷଦରେ ଯୋଗଦେବା ପାଇଁ ନ୍ୟୁୟର୍କରେ ପହଞ୍ଚିଥିଲେ। ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାରକାଡେକୁ ଦୃଷ୍ଟିରେ ରଖି ପୁଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ଫଳରେ ମାକ୍ରନ ରାସ୍ତାକୁ ଓହ୍ଲାଇ ଟ୍ରାଫିକ ପୁଲିସ ଅଧିକାରୀଙ୍କ ସହ କଥା ହୋଇଥିଲେ। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭାଇରାଲ ଭିଡିଓରେ, ଜଣେ ଅଧିକାରୀ ଟ୍ରମ୍ପ୍‌ଙ୍କ କାରକାଡେ ସେହି ରାସ୍ତାରେ […]

Read More Text.
Pulsur

ଜିଏସଟି ପ୍ରଭାବ ; ଏହି ଲୋକପ୍ରିୟ ବାଇକ୍‌ ୨୩,୦୦୦ ପର୍ଯ୍ୟନ୍ତ ଶସ୍ତା ହେଲା

ନୂଆଦିଲ୍ଲୀ : ବଜାଜ୍‌ ସେପ୍ଟେମ୍ବର ୨୨ରୁ ଲାଗୁ ହୋଇଥିବା ନୂଆ ଜିଏସଟି ଦର ଲାଗୁ ହେବା ପରେ କମ୍ପାନୀ ଏହାର ଲାଭ ସିଧାସଳଖ ନିଜ ଗ୍ରାହକଙ୍କ ନିକଟରେ ପହଞ୍ଚାଇବା ପାଇଁ ଘୋଷଣା କରିଛି । କମ୍ପାନୀ ନିଜର ଅତ୍ୟନ୍ତ ଲୋକପ୍ରିୟ ବାଇକ୍‌ ପଲ୍‌ସର୍‌ ରେଞ୍ଜ୍‌ର ଦାମ୍‌ ଖୁବ୍‌ କମ୍‌ କରିଛି । ଦାମ୍‌ କମ୍‌ କରିବା ସହ ଅଧିକରୁ ଅଧିକ ସୁବିଧା ସହ ନୂଆ ଦାମ୍‌ ଲଞ୍ଚ କରିଛି । ଜିଏସଟି ହ୍ରାସ ସହ କମ୍ପାନୀ ବୀମା […]

Read More Text.
Kolkata rain

ପ୍ରବଳ ବର୍ଷାରେ ଉବୁଟୁବୁ କୋଲକତା, ଅତିକମରେ ୬୨ ବିମାନ ଉଡ଼ାଣ ବାତିଲ

କୋଲକତା : ଦୁର୍ଗାପୂଜା ପୂର୍ବରୁ କୋଲକତାରେ ପ୍ରବଳ ବର୍ଷା । ପ୍ରବଳ ବର୍ଷାରେ ଉବୁଟୁବୁ ହେଉଛି କୋଲକତା । କୋଲକାତାରେ ଗତକାଲି ରାତି ସାରା ପ୍ରବଳ ବର୍ଷା ହେତୁ ପାଣି ଜମି ରହିବା ସହିତ ସହରର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଯାହା ଫଳରେ ଯାତାୟାତ ବ୍ୟବସ୍ଥା ଠପ୍ ହୋଇଯାଇଛି । ଯାହାର ପ୍ରଭାବରେ କୋଲକାତା ବିମାନବନ୍ଦର ରନୱେ ଜଳପୂର୍ଣ୍ଣ ଥିବା ଦୃଶ୍ୟ ଦେଖାଯାଇଥିବାରୁ ୧୦୦ରୁ ଅଧିକ ବିମାନ ପ୍ରଭାବିତ ହୋଇଥିବା ବେଳେ ଅତି କମରେ ୬୨ଟି ବିମାନ […]

Read More Text.
Film award

ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଶ୍ରେଷ୍ଠ ନାୟକ ଶାହରୁଖ ଏବଂ ବିକ୍ରାନ୍ତ, ଶ୍ରେଷ୍ଠ ଅଭିନେତ୍ରୀ ରାଣୀ ମୁଖାର୍ଜୀ

ନୂଆଦିଲ୍ଲୀ : ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସାମରୋହ ଅନୁଷ୍ଠିତ ହୋଇଛି । ଏହି ସମାରୋହରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କଳାକାରଙ୍କୁ ସମ୍ମାନିତ କରିଛନ୍ତି । ୨୦୨୩ରେ ରିଲିଜ ହୋଇଥିବା ଫିଲ୍ମ ଆଧାରରେ ଆୱାର୍ଡ ଦିଆଯାଉଛି । ଶାହରୁଖ ଖାନ ଏବଂ ବ୍ରିକାନ୍ତ ମେସିଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି । ଫିଲ୍ମ ‘ଯବାନ’ ପାଇଁ ଶାହରୁଖ ଖାନ୍‌ଙ୍କୁ ଶ୍ରେଷ୍ଠ ଅଭିନେତା ସମ୍ମାନ ପାଇଥିବା ବେଳେ ’12th ଫେଲ୍‌’ ଫିଲ୍ମ ପାଇଁ ବିକ୍ରାନ୍ତ […]

Read More Text.
Azam khan

୨୩ ମାସ ପରେ ଜେଲରୁ ମୁକୁଳିଲେ ସପା ନେତା ଆଜମ ଖାନ

ଊତ୍ତରପ୍ରଦେଶ : ଉତ୍ତରପ୍ରଦେଶ ରାଜନୀତିର ଜଣାଶୁଣା ସମାଜବାଦୀ ପାର୍ଟି ନେତା ଆଜମ ଖାନ ଆଜି ଜେଲରୁ ମୁକୁଳିଛନ୍ତି । ତାଙ୍କ ନାମରେ ଥିବା ୭୨ ମାମଲାରେ ବେଲ୍ ମିଳିବା ପରେ ୨୩ ମାସ ପରେ ସୀତାପୁର ଜେଲରୁ ବାହାରିଛନ୍ତି ଆଜମ ଖାନ । ତାଙ୍କ ଉପରେ ୧୦୪ଟି କେସ୍ ରହିଛି । ଗତ ୨୩ ମାସ ଧରି ଉତ୍ତରପ୍ରଦେଶ ସୀତାପୁର ଜେଲରେ ବନ୍ଦୀ ଥିଲେ । ଜେଲରୁ ଆଜମ ମୁକୁଳିବା ପରେ ଜେଲ ବାହାରେ ତାଙ୍କ ସମର୍ଥକଙ୍କ ଭିଡ଼ […]

Read More Text.
Bride snake

ଯୌତୁକ ପାଇଁ ବୋହୂକୁ କାମୁଡ଼ିଲା ନାଗ, ବଞ୍ଚାଇବା ପରିବର୍ତ୍ତେ ହସୁଥିଲେ ଶ୍ୱଶୁର ଘର ଲୋକେ

କାନପୁର: କାନପୁରରେ ଏଭଳି ଏକ ଛାତିଥରା ଘଟଣା ଘଟିଛି ଯାହା ଜାଣିଲେ ଆପଣ ସ୍ତବ୍ଧ ହୋଇଯିବେ । ଯୌତୁକ ପାଇଁ ବୋହୂକୁ କାମୁଡ଼ିଲା ନାଗ । ଛଟପଟ ହେଉଥିଲେ ମହିଳା । ହସୁଥିଲେ ଶ୍ୱଶୁର ଘର ଲୋକେ । ବଞ୍ଚାଇବା ପରିବର୍ତ୍ତେ କୋଠରୀ ବନ୍ଦ କରିଦେଲେ । ଏହା କେବଳ ଘଟିଛି ପାଞ୍ଚଲକ୍ଷ ଟଙ୍କା ଯୌତୁକ ପାଇଁ । କାନପୁରରେ, ଯୌତୁକ ଲୋଭୀ ଶାଶୁଘର ଲୋକେ ଏପରି ଏକ କାର୍ଯ୍ୟ କରିଛନ୍ତି ଯାହା ଆପଣଙ୍କ ଛାତି ଥରାଇ […]

Read More Text.
H 1b visa 1

H-1B ଭିସା ନିୟମରୁ ବାଦ ପଡ଼ିପାରନ୍ତି ଡାକ୍ତର

ଆମେରିକା : ଟ୍ରମ୍ପ୍ ଙ୍କ H-1B ଭିସା ନିୟମରୁ ବାଦ ପଡ଼ିପାରନ୍ତି ଡାକ୍ତର । ଆମେରିକାର ଆଭ୍ୟନ୍ତରୀଣ ଅଞ୍ଚଳରେ ସ୍ବାସ୍ଥ୍ୟ ସମସ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ହ୍ବାଇଟ୍  ହାଉସ୍ । ଜାତୀୟତା ସ୍ବାର୍ଥ ଦୃଷ୍ଟିରୁ ଆବଶ୍ୟକତା ଅନୁଯାୟୀ ଡାକ୍ତର ଓ ମେଡିକାଲ୍  ଗ୍ରାଜୁଏଟ୍ ମାନଙ୍କୁ H-1B ଭିସାର ୯୦ ଲକ୍ଷ ଟଙ୍କା ନିୟମରୁ ବାଦ ଦିଆଯାଇପାରେ । ହ୍ୱାଇଟ ହାଉସର ମୁଖପାତ୍ର ଟେଲର ରଜର୍ସ ଏକ ଇମେଲରେ ଏହା ସ୍ପଷ୍ଟ କରିଛନ୍ତି । ତେବେ ବିଧିବଦ୍ଧ […]

Read More Text.
Ragasa

ଫିଲିପାଇନ୍ସରେ ତାଣ୍ଡବ ରଚିଛି ’ରାଗାସା’, ଅନ୍ୟ ୫ ଦେଶକୁ ସତର୍କ ଚେତାବନୀ

ଫିଲିପାଇନ୍ସ : ଫିଲିପାଇନ୍ସରେ ଶକ୍ତିଶାଳୀ ’ରାଗାସା’ତାଣ୍ଡବ ରଚିଛି । ’ରାଗାସା’ର ତାଣ୍ଡବ ମହାବତ୍ୟାଠାରୁ କମ୍ ନଥିଲା । ରାଗାସା ସ୍ଥଳଭାଗ ଛୁଇଁବା ପରେ ଘଣ୍ଟା ପ୍ରତି ୨୭୦ କିଲୋମିଟର ପବନ ବହିବା ଆରମ୍ଭ ହୋଇଥିଲା । ଏହି ଭୟାବହ ତୋଫାନକୁ ଦୃଷ୍ଟିରେ ରଖି ୧୦ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଥିଲା । ସୂଚନାନୁଯାୟୀ, ରାଗାସା ପ୍ରଭାବରେ ଫିଲିପାଇନ୍ସରେ ଅନେକ ଘରଦ୍ବାର ଭାଙ୍ଗିବା ସହିତ ବିରାଟ ବିରାଟ ଗଛ ଉପୁଡ଼ି ପଡ଼ିଛି । ଏହାରି ମଧ୍ୟରେ […]

Read More Text.