ଇସ୍ତଫା ଦେବାକୁ ଘୋଷଣା କଲେ ଜାପାନ ପ୍ରଧାନମନ୍ତ୍ରୀ
ଜାପାନ : ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା ଅଚାନକ ପଦବୀରୁ ଇସ୍ତଫା ଦେବା ପାଇଁ ଘୋଷଣା କରିଛନ୍ତି । ସେ ନିଜ ପାର୍ଟି ଭିତରେ ଲଗାତାର ଚର୍ଚ୍ଚା ଏବଂ ଜୁଲାଇରେ ହୋଇଥିବା ସଂସଦୀୟ ନିର୍ବାଚନରେ ବଡ଼ ପରାଜୟ ପରେ ନେଇଛନ୍ତି । ଜାପାନୀ ଟିଭି ରିପୋର୍ଟସ ମୁତାବକ, ଦଳୀୟ ନେତାମାନେ ତାଙ୍କୁ ରାଜନୈତିକ ଦାୟିତ୍ୱ ନେବାକୁ ଦାବି କରିଥିଲେ । ଜାପାନର କୃଷି ମନ୍ତ୍ରୀ ଏବଂ ଜଣେ ପୂର୍ବତନ ପ୍ରଧାନମନ୍ତ୍ରୀ ଶନିବାର ରାତିରେ ଇଶିବାଙ୍କୁ ଭେଟି ନିଜେ ଇସ୍ତଫା […]
Read More Text.