କେନ୍ଦ୍ରମନ୍ତ୍ରୀ ରାମନାଥ ଠାକୁର ଅସୁସ୍ଥ, ଆଇସିୟୁରେ କରାଗଲା ଭର୍ତ୍ତି
ବିହାର : ବିହାର ବିଧାନସଭା ନିର୍ବାଚନ ୨୦୨୫କୁ ନେଇ ରାଜନୀତି ସରଗରମ ରହିଛି । ବିଜେପି ଏନଡିଏ ଗଠବନ୍ଧନ ଏବଂ ତେଜସ୍ବୀଙ୍କ ନେତୃତ୍ୱରେ ମହାଗଠବନ୍ଧନ ସିଟ୍ ଭାଗ ବଣ୍ଟାକୁ ନେଇ ଲଗାତାର ବୈଠକ ହେଉଛି। ଏହାରି ଭିତରେ ବିହାରର କେନ୍ଦ୍ରମନ୍ତ୍ରୀ ଏବଂ ଉଦୟୁର ରାଜ୍ୟସଭା ସାଂସଦ ରାମନାଥ ଠାକୁରଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିବା ଯୋଗୁଁ ହସପିଟାଲରେ ଆଡମିଟ୍ ହୋଇଛନ୍ତି । ଭାଗଲପୁରରେ ଏନଡିଏର ସମ୍ମେଳନ ପୂର୍ବରୁ ରାମନଥଙ୍କ ସ୍ବାସ୍ଥ୍ୟ ବିଗିଡିଯାଇଛି । ଏଥିପାଇଁ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । […]
Read More Text.