Pakistan 2

ଖାଇବର ପଖତୁନଖ୍ୱାରେ TTP ଆକ୍ରମଣ, ୧୨ ପାକିସ୍ତାନୀ ସୈନିକ ମୃତ

ପେଶାୱାର: ପାକିସ୍ତାନର ଖାଇବର ପଖତୁନଖ୍ୱାରେ ତେହେରିକ-ଏ-ତାଲିବାନ ପାକିସ୍ତାନ ଦ୍ୱାରା ହୋଇଥିବା ଆକ୍ରମଣରେ ୧୨ ଜଣ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ ଘଟିଛି । ପାକିସ୍ତାନୀ ସେନା ନିଜେ ଏହି ସୂଚନା ଦେଇଛି । ପାକିସ୍ତାନ ସେନା କହିଛି ଯେ ଗତ ଚାରି ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଖାଇବର ପଖତୁନଖ୍ୱା ପ୍ରଦେଶରେ ଦୁଇଟି ପୃଥକ ଅପରେସନରେ ଅତି କମରେ ୧୨ ଜଣ ସୈନିକଙ୍କ ମୃତ୍ୟୁ ହୋଇଛି । ଏହି ସମୟରେ ପାକ୍ ସେନା ଟିଟିପିର ୩୫ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିବା […]

Read More Text.
K drama

ଫିଲ୍ମ ଦେଖିବା ପାଇଁ ଉତ୍ତର କୋରିଆବାସୀଙ୍କୁ ମିଳୁଛି ଭୟଙ୍କର ଦଣ୍ଡ

ଉତ୍ତର କୋରିଆରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଯାହା ସମସ୍ତଙ୍କୁ ଚକିତ କରିଛି । ବିଶେଷ କରି ସାଉଥ୍ କୋରିଆନ୍ ଡ୍ରାମା (କେ-ଡ୍ରାମା) ସେୟାର କରୁଥିବାରୁ ଲୋକଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉଛି । ଶୁକ୍ରବାର ସଂଯୁକ୍ତ ରାଷ୍ଟ୍ରର ମାନବଧିକାରୀଙ୍କୁ ଦାବି କରିଛନ୍ତି । ବିଦେଶୀ ଟିଭି ଶୋ ସେୟାର କରିବା ଭଳି ଅପରାଧ ପାଇଁ ମୃତ୍ୟୁଦଣ୍ଡ ଦିଆଯାଉଛି । ସୂଚନାନୁଯାୟୀ, ଉତ୍ତର କୋରିଆକୁ ବିଶ୍ୱର ସବୁଠାରୁ କଟକଣାଯୁକ୍ତ ଦେଶ କରିଛି । ୨୦୧୪ ପରଠାରୁ କାର୍ଯ୍ୟାନୁଷ୍ଠାନକୁ […]

Read More Text.
Bayusena

୧୧୪ ନୂଆ ରାଫେଲ କିଣିବା ପାଇଁ ବାୟୁସେନାର ଭାରତ ସରକାରଙ୍କୁ ପ୍ରସ୍ତାବ

ଦିଲ୍ଲୀ : ଭାରତୀୟ ବାୟୁସେନା ଏହି ସପ୍ତାହରେ ଫ୍ରାନ୍ସରୁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ପ୍ରସ୍ତାବ ପଠାଇଛି ।  ରିପୋର୍ଟ ଆସିଛି ଯେ ଭାରତ ମଧ୍ୟ ରୁଷର ପଞ୍ଚମ ପିଢ଼ିର ଯୁଦ୍ଧ ବିମାନ Su-୫୭ ଉପରେ ନଜର ରଖିଛି ।  ଏକ ରୁଷୀୟ ଦଳ ଖୁବ୍ ଶୀଘ୍ର ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL)ର ନାସିକ ପ୍ଲାଣ୍ଟ ପରିଦର୍ଶନ କରିବାକୁ ଯାଉଛି । ୧୧୪ ଯୁଦ୍ଧବିମାନ କ୍ରୟ ନିମନ୍ତେ ବାୟୁସେନା ରକ୍ଷା ମନ୍ତ୍ରାଳୟକୁ ପ୍ରସ୍ତାବ […]

Read More Text.
Lashkar e toiba

ସୁଧୁରିବନି ପାକିସ୍ତାନ, ବନ୍ୟା ସହାୟତା ନାଁରେ ଲସ୍କର-ଇ-ତଇବାକୁ ଯୋଗାଉଛି ପାଣ୍ଠି

ସୁଧୁରିବନି ପାକିସ୍ତାନ । ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତଇବାକୁ ଯୋଗାଉଛି ପାଣ୍ଠି । ଅପରେସନ ସିନ୍ଦୂର ବେଳେ ମୁରିଡକେ ସ୍ଥିତ ଲସ୍କର ହେଡକ୍ବାର୍ଟରକୁ ସଂପୂର୍ଣ୍ଣ ଧ୍ବଂସ କରି ଦେଇଥିଲା ଭାରତ । ମେ ୭ ତାରିଖରେ ଏୟାର ଷ୍ଟ୍ରାଇକ କରି ହେଡକ୍ବାର୍ଟର ବିଲ୍ଡିଂ କୁ ମାଟିରେ ମିଶାଇ ଦେଇଥିଲା । ହେଡକ୍ବାର୍ଟର ଅସ୍ତ୍ରାଗାର ମଧ୍ୟ ଧ୍ବଂସ ହୋଇ ଯାଇଥିଲା । ସୂଚନାନୁଯାୟୀ, ବର୍ତ୍ତମାନ ସେହି ହେଡ୍ କ୍ବାର୍ଟର ପୁନଃନିର୍ମାଣ ପାଇଁ ୪ କୋଟି ଟଙ୍କା ଅନୁମୋଦନ କରିଛି ପାକିସ୍ତାନ […]

Read More Text.
Earthquake 1

ଆସାମରେ ଭୂମିକମ୍ପ, ତୀବ୍ରତା ୫.୮

ଆସାମ: ଆସାମରେ ଭୂମିକମ୍ପର ପ୍ରବଳ ଝଟକା ଅନୁଭୂତ ହୋଇଛି । ଆଜି ଅପରାହ୍ନରେ ଭୂମିକମ୍ପର ଝଟକା ଲୋକଙ୍କୁ ଭୟଭୀତ କରିଦେଇଥିଲା । ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ଆସାମର ଅନ୍ୟ ଏକ ଜିଲ୍ଲା ଉଦଲଗୁରିରେ ଭୂପୃଷ୍ଠରୁ ପାଞ୍ଚ କିଲୋମିଟର ଗଭୀରତାରେ ରେକର୍ଡ କରାଯାଇଛି । ଲୋକମାନେ ଘର ଏବଂ ଦୋକାନ ଛାଡି ରାସ୍ତା ଏବଂ ଅନ୍ୟାନ୍ୟ ଖାଲି ସ୍ଥାନକୁ ଦୌଡ଼ି ପଳାଇଥିଲେ । ସୂଚନା ଅନୁଯାୟୀ, ଭୂମିକମ୍ପର ତୀବ୍ରତା ୫.୮ ଥିଲା। ଆସାମର ଉଦଲଗୁରି ଜିଲ୍ଲାରେ ଭୂମିକମ୍ପର ଝଟକା ଅନୁଭୂତ […]

Read More Text.
Delhi police logos discovery engine

ନାବାଳିକାଙ୍କୁ ଶାରୀରିକ ନିର୍ଯାତନା: ସ୍ପିଚ୍ ଥେରାପିଷ୍ଟ ଗିରଫ

ଦିଲ୍ଲୀ: ଦିଲ୍ଲୀର ରୋହିଣୀର ଏକ ଘରୋଇ ସ୍ପିଚ୍ ଥେରାପି ସେଣ୍ଟରରେ ଜଣେ ୬ ବର୍ଷୀୟ ଝିଅକୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଜଣେ ୩୨ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ।  ପୀଡିତାଙ୍କ ମାଆଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୋଲିସ ମାମଲାର ତଦନ୍ତ କରୁଛି । ସୂଚନା ଅନୁସାରେ ଝିଅର ମା ସମୟପୁର ବଦଲି ଥାନାରେ ଦାୟର କରିଥିବା ଏଫଆଇଆରରେ କହିଛନ୍ତି ଯେ ତାଙ୍କ ଝିଅକୁ କଥା […]

Read More Text.
Delhi taj

ହାଇକୋର୍ଟ ପରେ ତାଜ ପ୍ୟାଲେସ ହୋଟେଲକୁ ବୋମା ଧମକ, ଯାଞ୍ଚ କରୁଛି ପୋଲିସ

ନୂଆଦିଲ୍ଲୀ : ଦିଲ୍ଲୀ ଏବଂ ବମ୍ବେ ହାଇକୋର୍ଟକୁ ବୋମା ଧମକ ମିଳିବ ପରେ ଏବେ ଦିଲ୍ଲୀର ତାଜ ପ୍ୟାଲେସ ହୋଟେଲକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଖବର ମିଳିବା ପରେ ସଂପୂର୍ଣ୍ଣ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଏହାକୁ ନେଇ ଗୁଇନ୍ଦା ସଂସ୍ଥାଗୁଡ଼ିକ ସତର୍କ ହୋଇଯାଇଛନ୍ତି । ତାଜ ପ୍ୟାଲେସକୁ ଧମକଭରା ଇମେଲ ମିଳିଛି । ଯେଉଁଥିରେ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି । […]

Read More Text.
Screenshot 2025 09 13 111404 750x430

ନେପାଳ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ନେପାଳରେ ହିଂସା ପରେ, ସୁଶୀଳା କାର୍କି ଏବେ ଅନ୍ତରୀଣ ସରକାର ଭାବରେ ଦେଶର ଦାୟିତ୍ୱ ଗ୍ରହଣ କରିଛନ୍ତି। ଭାରତ ସୁଶୀଳା କାର୍କିଙ୍କୁ ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେବା ପାଇଁ ଅଭିନନ୍ଦନ ଜଣାଇଛି। ଏହାସହ ଭାରତ ଦୁଇ ଦେଶ ମଧ୍ୟରେ ଶାନ୍ତି ଏବଂ ସ୍ଥିରତା ବଜାୟ ରଖିବା ପାଇଁ ଆଶା ପ୍ରକାଶ କରିଛି। ଭାରତ କହିଛି ଯେ ସେମାନେ ଉଭୟ ଦେଶର ଲୋକଙ୍କ କଲ୍ୟାଣ ପାଇଁ ଏକାଠି କାମ କରିବେ। ପ୍ରକୃତରେ, ଯୁବକମାନେ ପ୍ରତିବାଦ କରିବା ପରେ, ନେପାଳର […]

Read More Text.
Boat picture2

କଙ୍ଗୋରେ ଡଙ୍ଗା ବୁଡ଼ି ୮୬ ମୃତ

କଙ୍ଗୋ: କଙ୍ଗୋରେ ଭୟଙ୍କର ବୋଟ ଟ୍ରାଜେଡି । ଯେଉଁଥିରେ ଅତି କମରେ ୮୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣା ବସନକୁସୁ ଅଞ୍ଚଳରେ ଘଟିଛି । ଅନ୍ୟ ୧୪୬ ଜଣଙ୍କ ନିଖୋଜ ଅଛନ୍ତି । ସେମାନଙ୍କୁ ଉଦ୍ଧାର ପାଇଁ ଅଭିଯାନ ଚାଲିଛି । ନର୍ଥୱେଷ୍ଟର୍ଣ୍ଣ ଇକ୍ୟୁଏଟର ପ୍ରୋଭିନସରେ ଏହି ଭୟଙ୍କର ବୋଟ ଦୁର୍ଘଟଣା ଘଟିଛି । ମାଲେଞ୍ଜି ଗାଁ ନିକଟ କଙ୍ଗୋ ନଦୀରେ ଡଙ୍ଗାରେ ୫ଶହରୁ ଅଧିକ ଯାତ୍ରୀ ଯାଉଥିବା ବେଳେ ହଠାତ ନିଆଁ ଲାଗିଯାଇଥିଲା । […]

Read More Text.
Hot air ballon

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ମୋହନ ଯାଦବ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ । ବଡ଼ ବିପଦରୁ ବର୍ତ୍ତିଗଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ । ମନ୍ଦସୋର ଜିଲ୍ଲାର ଗାନ୍ଧି ସାଗରରେ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଗାନ୍ଧିସାଗର ଫରେଷ୍ଟ ରିଟ୍ରିଟ୍ ର ଶୁଭାରମ୍ଭ ପାଇଁ ଯାଇଥିବା ବେଳେ ଅଘଟଣ । ସୂଚନା ଅନୁଯାୟୀ, ଶନିବାର ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ମନ୍ଦସୋରକୁ ଯାଇଥିଲେ । ଯେଉଁଠାରେ ମୁଖ୍ୟମନ୍ତ୍ରୀ ଗାନ୍ଧିସାଗର ଫରେଷ୍ଟ ରିଟ୍ରିଟରେ ହଟ୍ ଏୟାର ବେଲୁନରେ ଉଡ଼ିଥାନ୍ତେ […]

Read More Text.