ଦିଶା ସାଲିଆନ ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ
ନୂଆଦିଲ୍ଲୀ : ଦିଶା ସାଲିଆନ ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ । ତଦନ୍ତରେ ମୁମ୍ବାଇ ପୋଲିସ ଅବହେଳା କରିଥିବା ଅଭିଯୋଗ ଆଣିଥିଲେ ଦିଶାଙ୍କ ବାପା । ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ବମ୍ବେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତଦନ୍ତ ପାଇଁ ଜଣେ ବରିଷ୍ଠ ସିବିଆଇ ଅଧିକାରୀଙ୍କୁ ତଦନ୍ତ ଭାର ଦିଆଯଇବାକୁ ମୁମ୍ୱାଇ ସିବିଆଇର ଜଏଣ୍ଟ ଡାଇରେକ୍ଟରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ପ୍ରମାଣ […]
Read More Text.