ବୁଲା କୁକୁରଙ୍କୁ ନେଇ ନିଜ ରାୟ ଦୋହରାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଆଜି ପୁଣି ଥରେ ସୁପ୍ରିମକୋର୍ଟ ବୁଲା କୁକୁର ମାମଲାର ଶୁଣାଣି କରିଛନ୍ତି । କୋର୍ଟ ପୂର୍ବ ଶୁଣାଣିରୁ ନିଜର ମତ ବଜାୟ ରଖିଛନ୍ତି। ଏଥିରେ କୁହାଯାଇଛି ଯେ କୁକୁର କେତେବେଳେ କାମୁଡ଼ିବ ତାହା ନିର୍ଣ୍ଣୟ କରିବା ପାଇଁ କେହି ତା’ର ମନ ପଢ଼ିପାରିବ ନାହିଁ। କୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଯେଉଁ ରାଜ୍ୟଗୁଡ଼ିକ ଏସମ୍ପର୍କରେ ପ୍ରତିକ୍ରିୟା ଦେଇନାହାଁନ୍ତି ସେମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହା ଉଲ୍ଲେଖନୀୟ ଯେ ବୁଲା କୁକୁରଙ୍କ ସମ୍ପର୍କରେ […]
Read More Text.