Pakistan 2

ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ, ୯ ସୈନିକ ମୃତ

ପାକିସ୍ତାନର ବେଲୁଚିସ୍ତାନରେ ପୁଣି ଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୯ ଜଣ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମଙ୍ଗଳବାର ଦିନ ଅଧିକାରୀମାନେ ଏହି ଆକ୍ରମଣ ବିଷୟରେ ସୂଚନା ଦେଇଛନ୍ତି । ୱାଶୁକ ଜିଲ୍ଲାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ଡଜନ ଡଜନ ଆତଙ୍କବାଦୀ ଏକ ପୋଲିସ ଷ୍ଟେସନ ଏବଂ ଏକ ସୀମା ବଳ କମ୍ପ୍ଲେକ୍ସ ଉପରେ ଆକ୍ରମଣ କରିଥିଲେ । ମିଡିଆ ରିପୋର୍ଟ ଅନୁସାରେ, ଅଧିକାରୀ […]

Read More Text.
Water

ଭାରତକୁ ପାକିସ୍ତାନର ଧମକ, ସିନ୍ଧୁ ନଦୀ ପାଣି ବନ୍ଦ କଲେ ପରିଣାମ ଭୟଙ୍କର ହେବ

ନୂଆଦିଲ୍ଲୀ: ପାଣି ପାଇଁ ବିଳିବିଳି ହେଉଛି ପାକିସ୍ତାନ । ଭାରତକୁ ପୁଣି ପାକିସ୍ତାନର ଧମକ । ସିନ୍ଧୁ ନଦୀ ପାଣି ବନ୍ଦ କଲେ ଭୟଙ୍କର ହେବ ପରିଣାମ । ଏଭଳି ଧମକ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍ । ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଆସିମ୍ ମୁନୀରଙ୍କ ଧମକ ପରେ ସରିଫଙ୍କ ବୟାନ ସାମ୍ନାକୁ ଆସିଛି । ସରିଫ୍ କହିଛନ୍ତି, ପାକିସ୍ତାନ ଅଂଶର ବୁନ୍ଦାଏ ବି ପାଣି ଛାଡ଼ିବୁନି । ଲକ୍ଷ ଲକ୍ଷ ଜୀବନକୁ ସଙ୍କଟରେ […]

Read More Text.
Jaunpur 1

ଜୌନପୁରରେ ଦୁର୍ଘଟଣା, ବସ୍-ଟ୍ରକ୍ ଧକ୍କାରେ ଚାଲିଗଲା ୫ ଜୀବନ

ଜୌନପୁର : ଜୌନପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁଘର୍ଟଣାରେ ୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭ ଜଣ ଆହତ ହୋଇଛନ୍ତି । ବସ୍ ଏବଂ ଟ୍ରକ୍ ଧକ୍କାରେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କର ବାତାବରଣ ଖେଳିଯାଇଥିବା ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ସୂଚନା ପାଇବା ମାତ୍ରେ ପୋଲିସ ଏବଂ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ସୂଚନାନୁଯାୟୀ, […]

Read More Text.
America 2

ଟେକ୍ସାସରେ ଭୟଙ୍କର ରେଳ ଦୁର୍ଘଟଣା, ୩୫ ବଗି ଲାଇନଚ୍ୟୁତ

ଆମେରିକା ଟେକ୍ସାସରେ ଭୟଙ୍କର ରେଳ ଦୁର୍ଘଟଣା । ୟୁନିଅନ ପ୍ୟାସିଫିକ ଟ୍ରେନର ୩୫ ବଗି ଲାଇନଚ୍ୟୁତ ହେବ । ଦୁର୍ଘଟଣା ଗାର୍ଡନ କସ୍ତବ ପୂର୍ବରେ ହୋଇଛି । ଏହି ଘଟଣାରେ କେହି ହତାହତ ହୋଇନାହାନ୍ତି । ଦୁର୍ଘଟଣା ପରେ ଭୟଙ୍କର ଫଟୋ ସାମ୍ନାକୁ ଆସିଛି । ଡ୍ରେନ ବଗିଗୁଡିକ ପରସ୍ପର ଉପରେ ଚଢିଯାଇଛି । ଦୁର୍ଘଟଣାକୁ ନେଇ ପେଲୋ ପିଣ୍ଟୋ କାଉଣ୍ଟି ଏମରଜେନ୍ସୀ ସର୍ଭିସେଜ ଡିଷ୍ଟ୍ରିକ୍ଟ ବିପଦପୂର୍ଣ୍ଣ ବୋଲି କହିଛି । ତେବେ ଏହି ଡ୍ରେନ ବଗିରେ […]

Read More Text.
Hydrogen train

ଖୁବଶୀଘ୍ର ଭାରତରେ ଗଡ଼ିବ ପ୍ରଥମ ହାଇଡ୍ରୋଜେନ ଟ୍ରେନ, ଭିଡିଓ ସେୟାର କଲା ରେଳ ମନ୍ତ୍ରଣାଳୟ

ନୂଆଦୀଲ୍ଲୀ: ଖୁବଶୀଘ୍ର ଭାରତରେ ଗଡ଼ିବ ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍ । ହାଇଡ୍ରୋଜେନ୍ ଟ୍ରେନ୍ ପ୍ରଥମ ଥର ପାଇଁ ଭାରତର ହରିୟାଣାରେ ଚାଲିବ । ଜିନ୍ଦରୁ ସୋନିପତ ଯାଏଁ ଗଡ଼ିବ ଟ୍ରେନ । ଏହି ଟ୍ରେନକୁ ଇନ୍ଧନ ଯୋଗାଇବା ପାଇଁ ଜିନ୍ଦରେ ଏକ ହାଇଡ୍ରୋଜେନ୍ ପ୍ଲାଣ୍ଟ ନିର୍ମାଣାଧୀନ ରହିଛି । ଭାରତ ବିଶ୍ୱର ପଞ୍ଚମ ଦେଶ ହେବ ଯେଉଁଠାରେ ଏହି ହାଇଡ୍ରୋଜେନ୍ ଟ୍ରେନ୍ ଚାଲିବ । ଏହି ଟ୍ରେନ୍ ପୂର୍ବରୁ ଜର୍ମାନୀ, ଫ୍ରାନ୍ସ, ସ୍ୱିଡେନ ଏବଂ ଚୀନରେ ଚାଲୁଛି […]

Read More Text.
Trump 1 750x430

ପାକିସ୍ତାନ ଟ୍ରମ୍ପ୍‌ଙ୍କୁ ଦେଖାଉଛି ନୋବେଲ ପୁରସ୍କାର ସ୍ୱପ୍ନ

ଇସଲାମାବାଦ/ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ନୋବେଲ ପୁରସ୍କାର ଦେବାକୁ ପାକିସ୍ତାନ ସମର୍ଥନ କରୁଛି। ପୂର୍ବତନ ଆମେରିକୀୟ ପ୍ରତିରକ୍ଷା ଅଧିକାରୀ ମାଇକେଲ ରୁବିନଙ୍କ ଦୃଷ୍ଟିରେ ଏହି ସମ୍ପୂର୍ଣ୍ଣ ମାମଲା ଠିକ୍ ନୁହେଁ। ସେ ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିରଙ୍କୁ ଆଧୁନିକ ଓସାମା ବିନ୍ ଲାଡେନ ବୋଲି ବର୍ଣ୍ଣନା କରିଛନ୍ତି। ଜେନେରାଲ ଅସୀମଙ୍କ ପରମାଣୁ ଆକ୍ରମଣର ସମ୍ପ୍ରତିକ ସଙ୍କେତକୁ ଅଣଦେଖା କରିବା ତାଙ୍କ ଦୃଷ୍ଟିରେ ଏକ ବଡ଼ ମୂର୍ଖତା ହେବ। ଏହା ଭବିଷ୍ୟତରେ ବିପଦପୂର୍ଣ୍ଣ ପ୍ରମାଣିତ […]

Read More Text.
Last

ଆମେରିକା ଇସାରାରେ ପାକିସ୍ତାନ…ସ୍ବୀକାର କରିବ କି ଡ୍ରାଗନ ?

ନୂଆଦିଲ୍ଲୀ: ଚୀନର ସବୁଦିନିଆ ବନ୍ଧୁ ସାଜିଥିବା ପାକିସ୍ତାନ ଏବେ ଆମେରିକା ଇସାରାରେ ଚାଲିଛି। ଯେଉଁ ପାକିସ୍ତାନର ସେନା ଦିନେ ଆମେରିକାର ସବୁଠୁ ବଡ଼ ଶତ୍ରୁ ଲାଦେନକୁ ଲୁଚାଇ ରଖିଥିଲା, ସେଇ ଦେଶର ସେନା ମୁଖ୍ୟ ଏବେ ଟ୍ରମ୍ପଙ୍କ ଅତିଥୀ। ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଓ ପାକ୍ ସେନାମୁଖ୍ୟ ଅସିମ ମୁନିରଙ୍କ ବ୍ରୋମାନ୍ସ ଏବେ ସାରା ବିଶ୍ବରେ ଚର୍ଚ୍ଚା ବଢାଇଛି। ଅପରେସନ୍ ସିନ୍ଦୂର ପରେ ଦୁଇ ଥର ଆମେରିକା ଯାଇଛନ୍ତି ମୁନିର। ପାକିସ୍ତାନର ନିର୍ବାଚିତ ସରକାରଙ୍କଠାରୁ ଅଧିକ […]

Read More Text.
Terrorist

କାଶ୍ମୀର ପଣ୍ଡିତ ମହିଳାଙ୍କ ହତ୍ୟା ମାମଲାକୁ ନେଇ ୮ସ୍ଥାନରେ ଚଢାଉ

ଶ୍ରୀନଗର: ୧୯୯୦ ମସିହାରେ କାଶ୍ମୀର ପଣ୍ଡିତ ମହିଳାଙ୍କୁ ଅପହରଣ କରାଯାଇଥିଲା। ଅପହରଣ ପରେ ମହିଳାଙ୍କୁ ହତ୍ୟା କରାଯାଇଥିଲା। ସରଲା ଭଟ୍ଟଙ୍କ ଅପହରଣ ଏବଂ ହତ୍ୟା ମାମଲାରେ ରାଜ୍ୟ ତଦନ୍ତ ସଂସ୍ଥା (SIA) ମଙ୍ଗଳବାର ଦିନ ଶ୍ରୀନଗରର ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା। SIA ଟିମ୍ ଶ୍ରୀନଗରର ୮ଟି ସ୍ଥାନ ସ୍ଥାନରେ ଚଢାଉ କରୁଛି । ଜେଲରେ ଥିବା JKLF ମୁଖ୍ୟ ୟାସିନ ମାଲିକଙ୍କ ବାସଭବନ ମଧ୍ୟ ସାମିଲ ଅଛି। ଜଣେ ଅଧିକାରୀ କହିଛନ୍ତି ଯେ ପୋଲିସ ଏବଂ […]

Read More Text.
Asimmunir

ମୋଦି-ଟ୍ରମ୍ପଙ୍କୁ ନେଇ କହିଦେଲେ ବଡ କଥା ପୂର୍ବତନ ପେଣ୍ଟାଗନ ଅଧିକାରୀ: ଅସୀମ ମୁନିରଙ୍କୁ ଓସାମା ବିନ୍ ଲାଡେନ୍ ସହ କଲେ ତୁଳନା

ନୂଆଦିଲ୍ଲୀ: ଆମେରିକା ଏବଂ ରୁଷ ମଧ୍ୟରେ ହେବାକୁ ଥିବା ବୈଠକ ପୂର୍ବରୁ, ପୂର୍ବତନ ପେଣ୍ଟାଗନ ଅଧିକାରୀ ମାଇକେଲ ରୁବିନ୍ ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିରଙ୍କୁ ତାତ୍ସଲ୍ୟ କରିବା ସହ ଆମେରିକା ଶୁଳ୍କ ଧମକକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଭିମୁଖ୍ୟକୁ ପ୍ରଶଂସା କରିଛନ୍ତି । ପୂର୍ବତନ ପେଣ୍ଟାଗନ ଅଧିକାରୀ ମାଇକେଲ ରୁବିନ୍ ଏକ ବଡ଼ ବୟାନ ଦେଇଛନ୍ତି ଏବଂ ପାକିସ୍ତାନ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଓସାମା ବିନ୍ ଲାଡେନ୍ ବୋଲି କହିଛନ୍ତି। ରୁବିନ୍ କହିଛନ୍ତି, ଅସୀମ […]

Read More Text.
Bangladesh

ଜୁଟ୍ ବ୍ୟାଗ ସମେତ ଅନେକ ସାମଗ୍ରୀର ଆମଦାନୀ ଉପରେ ଲଗାଇଲା ରୋକ: ବାଂଲାଦେଶକୁ ଭାରତର ବଡ଼ ଝଟକା

ନୂଆଦିଲ୍ଲୀ: କିଛି ଦିନ ହେବ ବାଂଲାଦେଶ ଏବଂ ଭାରତ ମଧ୍ୟରେ ସମ୍ପର୍କରେ ଉତ୍ତେଜନା ଦେଖାଦେଇଛି। ଶେଖ ହସିନାଙ୍କ କ୍ଷମତାଚ୍ୟୁତ ପରେ ଉଭୟ ଦେଶ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହୋଇଛି। ଏବେ ଏହାର ପ୍ରଭାବ ଆମଦାନୀ ଉପରେ ମଧ୍ୟ ଦେଖାଯାଉଛି। ଉତ୍ତେଜନାପୂର୍ଣ୍ଣ ସମ୍ପର୍କ ଯୋଗୁଁ ଭାରତ ପୁଣି ଥରେ ବାଂଲାଦେଶରୁ ସ୍ଥଳପଥ ଦେଇ ଆମଦାନି ହେଉଥିବା କିଛି ଅଧିକ ଜୁଟ୍ ଉତ୍ପାଦ ଆମଦାନି ଉପରେ ନିଷେଧ କରିଛି। ଏହା ପରେ, ନିଷିଦ୍ଧ ସାମଗ୍ରୀ ତାଲିକାରେ ଅଧିକ ଜୁଟ୍ […]

Read More Text.