ଜମ୍ମୁ କାଶ୍ମୀରର କଠୱାରେ ବାଦଲଫଟା ବର୍ଷା, ୪ ମୃତ ୬ ଆହତ
ଜମ୍ମୁ : କିସ୍ତୱାର ପରେ କଠୱାରେ ବାଦଲଫଟା ବର୍ଷା । ଜମ୍ମୁ କାଶ୍ମୀରର କଠୁଆ ଜିଲ୍ଲାରେ ବାଦଲ ଫଟା ବର୍ଷା ଯୋଗୁଁ ଅନେକ କ୍ଷୟକ୍ଷତି ଘଟିଛି । ରାଜବାଗ ଅଞ୍ଚଳରେ ଏକ ଦୁର୍ଗମ ଘାଟି ଅଞ୍ଚଳରେ ବାଦଲଫଟା ବର୍ଷା ହୋଇଛି । ଯେଉଁଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ ହୋଇଛନ୍ତି । ଯାହାର ସୂଚନା ରବିବାର ଦିନ ଅଧିକାରୀ ଦେଇଛନ୍ତି । ସୂଚନାନୁଯାୟୀ, ପ୍ରବଳ ବର୍ଷା କାରଣରୁ ରାଜପଥ କ୍ଷତିଗ୍ରସ୍ତ ହୋଇଛି । ପୋଲିସ […]
Read More Text.