୨୫ଟି ପୁସ୍ତକର ପ୍ରକାଶନ ଏବଂ ବିକ୍ରୟ ଉଭୟ ହେବ ବନ୍ଦ !
ଜମ୍ମୁ ଓ କଶ୍ମୀର: ଜମ୍ମୁ ଓ କଶ୍ମୀର ପ୍ରଶାସନ ୨୫ଟି ପୁସ୍ତକର ପ୍ରକାଶନ ଏବଂ ବିକ୍ରି ଉପରେ ରୋକ ଲଗାଇବାକୁ ନିଷ୍ପତ୍ତି ନେଇଛି। ଏ ପ୍ରସଙ୍ଗକୁ ନେଇ ସରକାର କହିଛନ୍ତି, ‘ଏହି ପୁସ୍ତକଗୁଡ଼ିକ ମିଥ୍ୟା ଆଲୋଚନାକୁ ପ୍ରୋତ୍ସାହିତ କରିବା ନେଇ ଅଭିଯୋଗ ହୋଇଥିଲା। ଏଥିସହିତ କିଛି ପୁସ୍ତକ ଯୁବପିଢ଼ିଙ୍କୁ ହିଂସା ଦିଗରେ ଉସୁକାଇବା ଏବଂ ଆତଙ୍କବାଦକୁ ସମର୍ଥନ କରିବା ଭଳି ଥିଲା।’ ଗୃହ ବିଭାଗ ଦ୍ୱାରା ଜାରି କରାଯାଇଥିବା ଆଦେଶରେ କୁହାଯାଇଛି, ‘ସରକାରଙ୍କ ଦୃଷ୍ଟିକୁ ଆସିଛି ଯେ […]
Read More Text.