Cloudbrust

ଉତ୍ତରକାଶୀରେ ବାଦଲଫଟା ବର୍ଷା; ୨୮ ପର୍ଯ୍ୟଟକ ନିଖୋଜ

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ବାଦଲଫଟା ବର୍ଷା ପରେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି । ପ୍ରାକୃତିକ ବିପର୍ଯ୍ୟୟରେ କେରଳର ୨୮ଜଣ ପର୍ଯ୍ୟଟକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ପର୍ଯ୍ୟଟକଙ୍କ ସମ୍ପର୍କୀୟ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କେରଳର ୨୮ ଜଣ ପର୍ଯ୍ୟଟକ ଗଙ୍ଗୋତ୍ରୀ ଧାମକୁ ବାହାରିଥିଲେ ଏବଂ ରାସ୍ତାରେ ଧରାଲି ଗାଁରେ ରହିଥିଲେ। ସେମାନେ ସକାଳେ ଗଙ୍ଗୋତ୍ରୀ ଯିବାର ଥିଲା, କିନ୍ତୁ ଏବେ ସେମାନଙ୍କର କୌଣସି ସନ୍ଧାନ ନାହିଁ। ନିଖୋଜ ପର୍ଯ୍ୟଟକଙ୍କ ସମ୍ପର୍କୀୟ କହିଛନ୍ତି, ଗୋଟିଏ […]

Read More Text.
Modi and kv

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

ଦିଲ୍ଲୀରେ ଗୁରୁତ୍ବପୂର୍ଣ୍ଣ ଭେଟଘାଟ୍ ।  ଓଡ଼ିଶାରେ ରାଜନୈତିକ ଉଷ୍ଣତା ।  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଉଭୟ ନେତାଙ୍କ ମଧ୍ୟରେ ୱାନ ଟୁ ୱାନ ଆଲୋଚନା ହୋଇଛି ।  ଭେଟଘାଟ୍ ବେଳେ କଣ ଆଲୋଚନା ହେଲା ତାହା ସ୍ପଷ୍ଟ ହୋଇନାହିଁ। ମୋଦିଙ୍କୁ ମହାପ୍ରଭୁଙ୍କ ମହାପ୍ରସାଦ ଦେଇଛନ୍ତି କେଭି ।  ମୋଦି-କେଭିଙ୍କ ସାକ୍ଷାତ ରାଜନୈତିକ ଦୃଷ୍ଟିକୋଣରୁ ବେଶ ଗୁରୁତ୍ବ ବହନ କରୁଛି ।  ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, […]

Read More Text.
Pti08 06 2025 000104b

‘କର୍ତ୍ତବ୍ୟ ଭବନ’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଦିଲ୍ଲୀରେ ଉଦଘାଟିତ ହେଲା ସେଣ୍ଟ୍ରାଲ ଭିଷ୍ଟାର ନୂଆ କୋଠା ‘କର୍ତ୍ତବ୍ୟ ଭବନ’ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କର୍ତ୍ତବ୍ୟ ପଥ ସ୍ଥିତ କର୍ତ୍ତବ୍ୟ ଭବନକୁ ଉଦଘାଟନ କରିଛନ୍ତି । ଏହି ଅବସରରେ କର୍ତ୍ତବ୍ୟ ଭବନ ବୁଲି ଦେଖିଛନ୍ତି ମୋଦୀ । ଆଜି ସନ୍ଧ୍ୟା ୬ଟା ୩୦ରେ ସେ କର୍ତ୍ତବ୍ୟ ପଥଠାରେ ଏକ ସାଧାରଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀଙ୍କ ଆଧୁନିକ, ଦକ୍ଷ ଏବଂ ନାଗରିକ-କୈନ୍ଦ୍ରିକ ଶାସନ ଦୃଷ୍ଟିକୋଣ ପ୍ରତି ସରକାରଙ୍କ ପ୍ରତିବଦ୍ଧତାରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ […]

Read More Text.
ମକ୍ତକ୍କମ

ଗ୍ରାଣ୍ଡ ରିସେପ୍ସନ ଦେଲେ ପିନାକୀ-ମହୁଆ

ନୂଆଦିଲ୍ଲୀ : ଜର୍ମାନୀରେ ବାହା ହେଲେ, ଆଉ ଦିଲ୍ଲୀରେ ରିସେପ୍ସନ ଦେଲେ । ଦେଶର ଏହି ଓଲ୍ଡ କପଲ୍ ବା ବୃଦ୍ଧ ଦଂପତ୍ତି ନିଜ ବାହାଘରକୁ ନେଇ ଗତ ମାସରେ ଖୁବ୍ ଚର୍ଚ୍ଚାରେ ସାଉଁଟିଥିଲେ । ଆଉ ମଙ୍ଗଳବାର ରାତିରେ ଏହି ପିନାକି-ମହୁଆ ଯୋଡ଼ି ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇ ପୁଣି ଚର୍ଚ୍ଚାରେ । ଦଳମତ ନିର୍ବିଶେଷରେ ଶହ ଶହ ହାଇ ପ୍ରୋଫାଇଲ୍ ରାଜନେତା , ନେତ୍ରୀମାନେ ଏହି ପାର୍ଟିରେ ଯୋଗ […]

Read More Text.
Zzz

ଉତ୍ତରାଖଣ୍ଡରେ ୮-୧୦ ଯବାନ ନିଖୋଜ

ଉତ୍ତରକାଶୀ: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଆଜି ହୋଇଥିବା ବାଦଲଫଟା ବର୍ଷା ଘଟଣା ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଜଣେ ଭାରତୀୟ ସେନା ଅଧିକାରୀ କହିଛନ୍ତି ଯେ ତଳ ହର୍ଷିଲ ଘାଟି ଅଞ୍ଚଳର ଏକ ସେନା ଶିବିରରୁ ୮-୧୦ ଜଣ ଭାରତୀୟ ସେନା ଯବାନ ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜିବା ପାଇଁ ଏକ ବଡ଼ ଧରଣର ତଲାସୀ ଅଭିଯାନ ଆରମ୍ଭ କରାଯାଇଛି । କେବଳ ସେନା ଯବାନ ନୁହନ୍ତି ନିଖୋଜ ଗ୍ରାମବାସୀଙ୍କ ତଲାସୀ ପାଇଁ ବଡ଼ ଅଭିଯାନ ଚାଲିଛି […]

Read More Text.

୩ ମାସରେ ୧୫ ଆତଙ୍କବାଦୀ ଶିବିର ତିଆରି କରିଛି ପାକିସ୍ତାନ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରର ୯୦ ଦିନ ମଧ୍ୟରେ ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)ରେ ୧୫ଟି ଆତଙ୍କାବାଦୀ ଶିବିର ତିଆରି ହୋଇଛି। ଏସବୁର ନିର୍ମାଣ ପାଇଁ ସହାୟତା ଯୋଗାଇ ଦେଇଛି ପାକିସ୍ତାନ। ପାକିସ୍ତାନୀ ଗୁଇନ୍ଦା ସଂସ୍ତା ଆଇଏସଆଇ ଏଥିପାଇଁ ପ୍ରଚୁର ଅର୍ଥ ବିନିଯୋଗ କରିଥିବା ନେଇ ଗୁଇନ୍ଦା ସୂଚନା ମିଳିଛି। ସୀମାପାର ଆତଙ୍କବାଦ ରୋକିବାକୁ ଭାରତୀୟ ସେନା ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉଥିବାବେଳେ ପାକିସ୍ତାନ ଆତଙ୍କବାଦକୁ ପ୍ରୋତ୍ସାହନ ଦେଇଆସୁଛି। ଅପରେସନ ସିନ୍ଦୂର ସମୟରେ ପିଓକେରେ ଥିବା ଅନେକ ଆତଙ୍କୀ […]

Read More Text.
Zz

ନୌସେନା ଓ ବାୟୁ ସେନା ପାଇଁ ଆସିବ ବ୍ରହ୍ମୋସ୍ ମିସାଇଲ୍, ଅପରେସନ୍ ସିନ୍ଦୂର ପରେ ସେନା ଦେବ ବଡ଼ ଅର୍ଡର

ନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂର ବେଳେ ପାକିସ୍ତାନର ବିଭିନ୍ନ ସୈନ୍ୟ ଠିକଣାକୁ ଭାରତ ବ୍ୟାପକ କ୍ଷତି ପହଞ୍ଚାଇଥିଲା । ଭାରତୀୟ ସେନା ଏବେ ଭାରତ-ରୁଷ ଦ୍ୱାରା ବିକଶିତ ବ୍ରହ୍ମୋସ ସୁପରସୋନିକ୍ କ୍ରୁଜ୍ ମିସାଇଲର ଏକ ବଡ଼ ଅର୍ଡର ଦେବାକୁ ଯାଉଛି । ଏଏନଆଇର ରିପୋର୍ଟ ଅନୁସାରେ, ପ୍ରତିରକ୍ଷା ଉପକରଣ କ୍ରୟ ନେଇ ଉଚ୍ଚ ସ୍ତରୀୟ ବୈଠକରେ ଭାରତୀୟ ବାୟୁ ନୌସେନାର ଯୁଦ୍ଧପୋତ ପାଇଁ ବହୁ ସଂଖ୍ୟାରେ ବ୍ରହ୍ମୋସ ମିସାଇଲ୍ କ୍ରୟକୁ ମଞ୍ଜୁରି ଦିଆଯାଇପାରେ । ଏହା ସହ ଭାରତୀୟ […]

Read More Text.
2 179 1754404278432

୩ ବର୍ଷ ପୂର୍ବେ ଆମେରିକା ଚାହୁଁଥିଲା ରୁଷଠାରୁ ତେଲ କିଣୁ ଭାରତ ! ଏବେ ମିଛ ପ୍ରଚାର କରୁଛନ୍ତି ଟ୍ରମ୍ପ

ନୂଆଦିଲ୍ଲୀ: ରୁଷଠାରୁ ତେଲ କିଣିବାକୁ ନେଇ ଭାରତ ଉପରେ ଟାରିଫ୍ ଲଗାଇବ ବୋଲି ଆମେରିକା ଧମକ ଦେଉଛି । ଟ୍ରମ୍ପ ଧମକକୁ ନୂଆଦିଲ୍ଲୀ ଜୋରଦାର ବିରୋଧ କରିବା ସହ ନିଜ ଅଭିମୁଖ୍ୟକୁ ସ୍ପଷ୍ଟ କରିଛି । ଭାରତ ନିଜ ହିତ ରକ୍ଷା ପାଇଁ ରୁଷର ବାଣିଜ୍ୟିକ ଅଂଶୀଦାର ହେବ ବୋଲି ଏକ ପ୍ରକାର ସୂଚାଇ ଦେଇଛି । ଏହାରି ଭିତରେ ଭାରତରେ ଆମେରିକାର ପୂର୍ବତନ ରାଷ୍ଟ୍ରଦୂତ ଏରିକ୍ ଗାର୍ସେଟୀଙ୍କ ଏକ ପୁରୁଣା ଟିପ୍ପଣୀ ଭାଇରାଲ୍ ହେବାରେ ଲାଗିଛି […]

Read More Text.
15 07 2024 bihar up flood 23759168

ବନ୍ୟାରେ ୧୭ଟି ଜିଲା ପ୍ରଭାବିତ, ୧୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ମୌସୁମୀ ବର୍ଷା ଯୋଗୁଁ ଉତ୍ତରପ୍ରଦେଶ-ବିହାରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବିହାରର ମୁଙ୍ଗେର ବକ୍ସର, ପୂର୍ଣ୍ଣିୟା, ଭୋଜପୁର, ପାଟନା ସମେତ ଅନେକ ଜିଲାରେ ଶହଶହ ଗାଁ ବନ୍ୟା ପାଣିରେ ବୁଡି ଯାଇଛି । ବିହାରର ପୂର୍ଣ୍ଣିୟାରେ ୩୮ବର୍ଷ ପରେ ରେକର୍ଡ ଭାଙ୍ଗିଛି ବର୍ଷା । ରବିବାରଠାରୁ ସୋମବାର ପର୍ଯ୍ୟନ୍ତ ଏଠାରେ ୨୭୦.୬ମିମି ବର୍ଷା ହୋଇଥିଲା । ପୂର୍ବରୁ ୧୯୮୭ମସିହାରେ ୨୯୪.୯ମିମି ବର୍ଷା ରେକର୍ଡ କରାଯାଇଥିଲା । ସେହିପରି ଉତ୍ତରପ୍ରଦେଶର ପ୍ରୟାଗରାଜ, ବାରାଣସୀ ସମେତ […]

Read More Text.
Article 1068x601

ଟ୍ରମ୍ପଙ୍କୁ ଜବାବ ଦେଲା ଭାରତୀୟ ସେନା

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶୁଳ୍କକୁ ନେଇ ଭାରତ ଏବଂ ଆମେରିକାର ସମ୍ପର୍କ ଖରାପ ହେବାରେ ଲାଗିଛି। ରୁଷଠାରୁ ତୈଳ କିଣିବା ବନ୍ଦ କରାଯିବ ନାହିଁ ବୋଲି ଭାରତ ରୋକଠୋକ ଶୁଣାଇବା ପରେ ଟ୍ରମ୍ପ ଅଧିକ ବିରକ୍ତ ହୋଇଯାଇଛି। ଏପରି କି ଭାରତ ଉପରେ ଅଧିକ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ତେବେ ଟ୍ରମ୍ପଙ୍କ ଏହି ଧମକର ଜବାବ ଦେଇଛି ଭାରତୀୟ ସେନା। ସେନା ପକ୍ଷରୁ ୧୯୭୧ର ଖବରକାଗଜର ଏକ ପୁରୁଣା କ୍ଲିପ୍(ପ୍ରକାଶିତ […]

Read More Text.