ମିଆଁମାରରେ ଭାରତୀୟ ସେନାର ସର୍ଜିକାଲ ଷ୍ଟ୍ରାଇକ୍ !
ନୂଆଦିଲ୍ଲୀ : ପଡ଼ୋଶୀ ଦେଶ ମିଆଁମାରରେ ଥିବା ଉଲଫା ବିଦ୍ରୋହୀଙ୍କ ଶିବିର ଉପରେ ଭାରତୀୟ ସେନା ଏକ ସର୍ଜିକାଲ ଷ୍ଟ୍ରାଇକ କରିଛି ବୋଲି ନିଜେ ଉଲଫା ଦାବି କରିଛି । ତେବେ ଭାରତୀୟ ସେନା ଏହି ଖବରକୁ ଏପର୍ଯ୍ୟନ୍ତ ନିଶ୍ଚିତ କରିନାହିଁ । ସୂଚନା ଅନୁସାନେ ଭାରତର ବିଚ୍ଛିନ୍ନତାବାଦୀ ସଂଗଠନ ୟୁନାଇଟେଡ୍ ଲିବରେସନ ଫ୍ରଣ୍ଟ ଅଫ ଆସୋମ (ଇଣ୍ଡିପେଣ୍ଡେଣ୍ଟ)-(ଆଇ) ବା ଉଲଫା-ଆଇ ପକ୍ଷରୁ ଦାବି କରାଯାଇଛି ଯେ ଭାରତୀୟ ସେନା ପକ୍ଷରୁ ଡ୍ରୋନା ପଠାଇ ମିଆଁମାରରେ ଥିବା […]
Read More Text.