ଶୁଭାଂଶୁ ଶୁକ୍ଲାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଲାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆକ୍ସିଅମ୍- ୪ ମିଶନର ଅଂଶ ଭାବରେ ଆନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS)ରେ ଅଛନ୍ତି ଭାରତର ଦ୍ୱୀତିୟ ମହାକାଶଚାରୀ ଶୁଭାଂଶୁ। ବୁଧବାର ISSକୁ ଐତିହାସିକ ଯାତ୍ରାରେ ଉଡ଼ାଣ ଭରିଛନ୍ତି। ୪୧ ବର୍ଷର ବ୍ୟବଧାନ ପରେ ଭାରତର ନାଗରିକ ଭାବେ ମହାକାଶକୁ ଯାଇଛନ୍ତି ଶୁଭାଂଶୁ। ଆମେରିକାର ଚାରି ସଦସ୍ୟ ବିଶିଷ୍ଟ ବହୁ-ଦେଶୀୟ କ୍ରୁ ସହିତ ଆକ୍ସିଅମ୍ ତାର ମହାକାଶ ଯାତ୍ରା ଆରମ୍ଭ କରିଛି। ଶୁଭାଂଶୁଙ୍କ […]
Read More Text.