ଖାମଖିଆଲି ମନ୍ତବ୍ୟ ପାଇଁ ଆମେରିକା ରାଷ୍ଟ୍ରପତିଙ୍କୁ କଡ଼ା ନିନ୍ଦା କଲା ଜାପାନ
ଟୋକିଓ : ଇରାନ ଉପରେ ଆମେରିକୀୟ ବିମାନ ଆକ୍ରମଣକୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ହିରୋସିମା ଏବଂ ନାଗାସାକି ପରମାଣୁ ବୋମା ମାଡ଼ ସହିତ ତୁଳନା କରିଥିବାରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ କଡ଼ା ନିନ୍ଦା କରିଛି ଜାପାନ। ୧୯୪୫ ମସିହାରେ ଦୁଇଟି ଜାପାନୀ ସହର ଉପରେ ଆମେରିକା ପରମାଣୁ ବୋମା ପକାଇବା ସମୟରେ ପ୍ରାୟ ଏକ ଲକ୍ଷ ୪୦ ହଜାର ଲୋକଙ୍କ ମୃତ୍ୟୁ ହୋଇଥିଲା। ନାଗାସାକିର ମେୟର ଶିରୋ ସୁଜୁକି କହିଛନ୍ତି ଯେ ଟ୍ରମ୍ପଙ୍କ ମନ୍ତବ୍ୟ ଅତ୍ୟନ୍ତ […]
Read More Text.