ମହାକାଶରେ ଉଡ଼ିବ ତ୍ରିରଙ୍ଗା: ୧୯୮୪ରୁ ୨୦୨୫.. ୪୧ ବର୍ଷ ପରେ ମହାକାଶ ଗଲେ ୨ୟ ଭାରତୀୟ
ନୂଆଦିଲ୍ଲୀ: ୧୯୮୪ ମସିହା, ଏକ ଶୀତୁଆ ସକାଳରେ ମହାକାଶ ଯାତ୍ରା ପାଇଁ ପ୍ରସ୍ତୁତ ହେଉଥିଲେ ଭାରତୀୟ ବାୟୁସେନା ଅଧିକାରୀ ରାକେଶ ଶର୍ମା । ସୋୟୁଜ୍ ଟି-୧୧ ଇଞ୍ଜିନର ଗର୍ଜନ ସହ ସେ ଉପରକୁ ଉଠିବାକୁ ଲାଗିଲେ ଆଉ କିଛି ସମୟ ପରେ ସେ ପୃଥିବୀକୁ ଅତିକ୍ରମ କରି ମହାକାଶ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲେଟ୍ଟ ଏହି ଯାତ୍ରା ସହ ରାକେଶ ଶର୍ମା ବନିଗଲେ ପ୍ରଥମ ଭାରତୀୟ ମହାକାଶଚାରୀ । ବାସ୍ ତା ପରଠାରୁ ଦୀର୍ଘ ୪ ଦଶନ୍ଧି […]
Read More Text.