ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାସ୍ଥଳରୁ ମିଳିଲା ପୁଳାପୁଳା ସୁନା, ଲକ୍ଷ ଲକ୍ଷ ଟଙ୍କା
ଅହମଦାବାଦ, ୧୯।୬: ଗତ ସପ୍ତାହରେ ଅହମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା (ଫ୍ଲାଇଟ AI-171) ସମଗ୍ର ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଦୁଃଖଦ ଘଟଣାରେ ୨୪୨ ଜଣ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କ ମଧ୍ୟରୁ ମାତ୍ର ଜଣେ ବ୍ରିଟିଶ ନାଗରିକ ବିଶ୍ୱାସ କୁମାର ରମେଶ ବଞ୍ଚିଥିବା ବେଳେ ଅନ୍ୟ ସମସ୍ତେ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣା ସ୍ଥଳରୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ସ୍ଥାନୀୟ ଲୋକମାନେ ଦୁର୍ଘଟଣା […]
Read More Text.