ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ବ; ଆଣିଲା ସାଂଘାତିକ ଅଭିଯୋଗ
ନୂଆଦିଲ୍ଲୀ: ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି। ପ୍ରତିଦିନ ଏଭଳି ଘଟଣା ସାମ୍ନାକୁ ଆସୁଛି। ଏଭଳି ପରିସ୍ଥିତି ଦେଶ ଭିତରେ ଛବି ଖରାପ କରୁଥିବା ବେଳେ ଏବେ ବିଦେଶରେ ମଧ୍ୟ ଏହା ପହଞ୍ଚିଗଲାଣି। ଭାରତରୁ ରପ୍ତାନୀ ହେଉଥିବା ଉତ୍ପାଦନ ଉପରେ ସନ୍ଦେହ ପ୍ରକାଶ କଲେଣି ଆମଦାନୀ କରୁଥିବା ରାଷ୍ଟ୍ର। ନିକଟରେ ଜାପାନ ଭାରତରୁ କିଣୁଥିବା ଆମ୍ଭ […]
Read More Text.