Col sofiya qureshi

କର୍ଣ୍ଣେଲ ସୋଫିୟା କୁରେଶିଙ୍କୁ ନେଇ ବିବାଦୀୟ ବୟାନ, ବିଜେପି ମନ୍ତ୍ରୀଙ୍କ ବିରୋଧରେ କୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: କର୍ଣ୍ଣେଲ ସୋଫିୟା କୁରେଶିଙ୍କ ମାମଲାରେ ଜବଲପୁର କୋର୍ଟ ମଧ୍ୟପ୍ରଦେଶର ମନ୍ତ୍ରୀ ବିଜୟ ଶାହଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ତାଙ୍କର ଏକ ବିବାଦୀୟ ବୟାନକୁ ନେଇ କୋର୍ଟ ସରକାରଙ୍କୁ ୪ ଘଣ୍ଟା ମଧ୍ୟରେ ଏଫଆଇଆର ଦାୟର କରି ରିପୋର୍ଟ ଦାଖଲ କରିବାକୁ  ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ଅତୁଲ ଶ୍ରୀଧର ଏବଂ ଜଷ୍ଟିସ୍ ଅନୁରାଧା ଶୁକ୍ଳା ଖଣ୍ଡପୀଠ ସ୍ୱତଃସତ୍ତ୍ୱେ ବିଚାର କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ମୋହନ ସରକାର ମଧ୍ୟ ମନ୍ତ୍ରୀ ବିଜୟ ଶାହଙ୍କ ବିରୋଧରେ […]

Read More Text.

ସୁପ୍ରିମକୋର୍ଟଙ୍କୁ ରାଷ୍ଟ୍ରପତିଙ୍କ ୧୪ଟି ପ୍ରଶ୍ନ

ନୂଆଦିଲ୍ଲୀ : ରାଷ୍ଟ୍ରପତି କିମ୍ବା ରାଜ୍ୟପାଳଙ୍କ ପାଇଁ ବିଲ୍‍ ଅନୁମୋଦନ ପାଇଁ କୌଣସି ସମୟସୀମା କ’ଣ ସୁପ୍ରିମକୋର୍ଟ ସ୍ଥିର କରିପାରିବେ । କିଛି ଏଭଳି ପ୍ରଶ୍ନ ପଚାରିଛନ୍ତି ରାଷ୍ଟ୍ରପତି । ପ୍ରକୃତରେ ତାମିଲନାଡୁ ସରକାରଙ୍କ ରାଜ୍ୟପାଳଙ୍କ ବିରୋଧରେ ଦାୟର ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ଏହି ପ୍ରଶ୍ନ ଉଠିବା ଆରମ୍ଭ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବେ ୮ ଏପ୍ରିଲରେ ଆସିଥିବା ଏହି ନିଷ୍ପତ୍ତି ଉପରେ ସୁପ୍ରିମକୋର୍ଟଙ୍କ ଠାରୁ ଆନୁଷ୍ଠାନିକ ମତାମତ ଲୋଡିଛନ୍ତି । […]

Read More Text.
Testing times ahead for indias new foreign minister s jaishankar

ସିନ୍ଧୁ ନଦୀ ଜଳ ଚୁକ୍ତି ରଦ୍ଦ ନିଷ୍ପତ୍ତି ବଳବତ୍ତର ରହିଛି: ଜୟଶଙ୍କର

ନୂଆଦିଲ୍ଲୀ : ପହଲଗାଓଁ ଆତଙ୍କବାଦୀ ଆକ୍ରମର ପରେ ଭାରତ ସିନ୍ଧୁ ନଦୀ ଜଳ ଚୁକ୍ତିକୁ ରଦ୍ଦ କରିଦେଇଥିଲା। ଚୁକ୍ତି ଅନୁସାରେ ଭାରତ ପକ୍ଷରୁ ପାକିସ୍ତାନକୁ ପାଣି ଛଡ଼ାଯିବ ନାହିଁ ବୋଲି ନିଷ୍ପତ୍ତି ହୋଇଥିଲା। ଅପରେସନ ‘ସିନ୍ଦୂର’ ସ୍ଥଗିତ ରହିବା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଜାରି ରହିଛି। ହେଲେ ସିନ୍ଧୁ ନଦୀ ଜଳ ଚୁକ୍ତି ରଦ୍ଦ ପ୍ରସଙ୍ଗରେ ପୁନର୍ବିଚାର କରିବା ଲାଗି ପାକିସ୍ତାନ ଭାରତକୁ ଅନୁରୋଧ କରିଥିବାବେଳେ ଏ ନେଇ କୌଣସି ଆଲୋଚନା ହେବ […]

Read More Text.

ଜେଲରେ ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଇମ୍ରାନ ଖାଁ, ଟ୍ରମ୍ପଙ୍କ ହସ୍ତକ୍ଷେପ ଲୋଡିଲେ ଇମ୍ରାନଙ୍କ ପୁଅ

ଲାହୋର : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ଜେଲରେ ଅଛନ୍ତି। ରିପୋର୍ଟ ଅନୁଯାୟୀ, ତାଙ୍କୁ ଡେଥ୍ ସେଲରେ ରଖାଯାଇଛି ଏବଂ ବର୍ତ୍ତମାନ ତାଙ୍କୁ ତାଙ୍କ ଓକିଲଙ୍କ ସହ କଥା ହେବାକୁ ମଧ୍ୟ ଅନୁମତି ନାହିଁ। ନିକଟରେ ତାଙ୍କ ମୃତ୍ୟୁର ଏକ ଗୁଜବ ମଧ୍ୟ ପ୍ରକାଶ ପାଇଥିଲା। ତଥାପି, ଏହା କୌଣସି ନିର୍ଭରଯୋଗ୍ୟ ସୂତ୍ରରୁ ନିଶ୍ଚିତ ହୋଇପାରି ନାହିଁ। ଏହି ସମୟରେ, ଇମ୍ରାନ ଖାନଙ୍କ ଉଭୟ ପୁଅ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ […]

Read More Text.
Ministry of foreign affr pakistan logo

ଆମ ପାରମ୍ପରିକ ଶକ୍ତି ଭାରତ ପାଇଁ ଯଥେଷ୍ଟ : ପାକ୍ ବୈଦେଶିକ ମନ୍ତ୍ରାଳୟ

ଇସ୍ଲାମାବାଦ : ପାକିସ୍ତାନରେ ଆଣବିକ ଅସ୍ତ୍ର ସୁରକ୍ଷିତ ନୁହେଁ ବୋଲି ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିବା ପରେ ତାହାର ଜବାବ ଦେଇଛି ପାକିସ୍ତାନ । ପାକିସ୍ତାନର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ରାଜନାଥଙ୍କ ବୟାନକୁ ନିନ୍ଦା କରାଯାଇଛି । ତାଙ୍କର ଏହି ବୟାନ ପାକିସ୍ତାନର ଆଣବିକ ଅସ୍ତ୍ର ପ୍ରତି ଭାରତର ଅସୁରକ୍ଷିତ ଭାବନାକୁ ଦର୍ଶାଉଛି । ପାକିସ୍ତାନର ପାରମ୍ପରିକ ଶକ୍ତି ଭାରତକୁ ରୋକିବାରେ ସକ୍ଷମ ବୋଲି ପାକ୍ ବୈଦେଶିକ ମନ୍ତ୍ରାଳୟ କହିଛି । ଏହା ପୂର୍ବରୁ […]

Read More Text.

ମୁଁ ଯୁଦ୍ଧବିରତି କରାଇନି, କେବଳ ସମସ୍ୟା ସମାଧାନ ଦିଗରେ ସହାୟତା କରିଥିଲି – ଟ୍ରମ୍ପ

ଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଥମ ଥର ପାଇଁ ସ୍ୱୀକାର କରିଛନ୍ତି ଯେ ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଆଣି ନାହାଁନ୍ତି। ଟ୍ରମ୍ପ ଆହୁରି ମଧ୍ୟ କହିଛନ୍ତି ଯେ ସେ ମଧ୍ୟସ୍ଥତା କରିନାହାଁନ୍ତି। ଟ୍ରମ୍ପ କହିଛନ୍ତି ଯେ ସେ ଭାରତ-ପାକିସ୍ତାନ ସମସ୍ୟାର ସମାଧାନ କରିବାରେ ସାହାଯ୍ୟ କରିଛନ୍ତି। ଆପଣଙ୍କୁ କହି ରଖୁଛୁ ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ସମ୍ପର୍କରେ, ଆମେରିକା ରାଷ୍ଟ୍ରପତି ପୂର୍ବରୁ ଦାବି କରିଥିଲେ ଯେ […]

Read More Text.
6exhqrzr7ttkm0mtiaur

ପ୍ରବେଶ ପାଇଁ ଅନୁମତି ଦେଉ ନଥିଲା ପ୍ରଶାସନ; ପଛପାର୍ଶ୍ବ ଦ୍ବାର ଦେଇ ଭିତରକୁ ପ୍ରବେଶ କରିଛି: ରାହୁଲ ଗାନ୍ଧି

ନୂଆଦିଲ୍ଲୀ: ଲୋକସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଗୁରୁବାର ବିହାରର ଦରଭଙ୍ଗାରେ ପହଞ୍ଚିଥିଲେ। ଦରଭଙ୍ଗାଗସ୍ତ କରି ରାହୁଲ ଆମ୍ବେଦକର ହଷ୍ଟେଲରେ ଏକ କାର୍ଯ୍ୟକ୍ରମରେ ଛାତ୍ରମାନଙ୍କୁ ସମ୍ବୋଧିତ କରିବାକୁ ଚାହିଁଥିଲେ କିନ୍ତୁ ପ୍ରଶାସନ ତାଙ୍କୁ ଅନୁମତି ଦେଇ ନଥିଲେ। ରାହୁଲ ପ୍ରଶାସନଙ୍କ ଅନୁମତି ବିନା ହଷ୍ଟେଲ ଭିତରକୁ ପ୍ରବେଶ କରିଥିବାର ଘଟଣା ସାମ୍ନାକୁ ଆସିଛି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ବିନା ଅନୁମତିରେ ଆମ୍ବେଦକର ହଷ୍ଟେଲରେ ପହଞ୍ଚି କହିଥିଲେ, ‘ ଆମେ ସଂସଦରେ […]

Read More Text.
Celebi aviation indian armed forces jpg

ତୁର୍କୀ କମ୍ପାନି ଉପରୁ ସୁରକ୍ଷା ମଂଜୁରୀ ହଟାଇଲା ଭାରତ

ନୂଆଦିଲ୍ଲୀ : ଯୁଦ୍ଧ ବେଳେ ପାକିସ୍ତାନକୁ ସହାୟତା କରିବା ତୁର୍କୀକୁ ମହଙ୍ଗା କରିଛି । ଭାରତ ସରକାର ଭାରତୀୟ ଏୟାରପୋର୍ଟଗୁଡ଼ିକରେ ଗ୍ରାଉଣ୍ଡ ହାଣ୍ଡେଲିଂ କରୁଥିବା ତୁର୍କୀ କମ୍ପାନି ସେଲେବିର ସୁରକ୍ଷା କ୍ଲିୟରାନ୍ସ ବାତିଲ କରିଦେଇଛନ୍ତି । ଏହି ନିଷ୍ପତ୍ତି ବ୍ୟୁରୋ ଅଫ୍ ସିଭିଲ ଏଭିଏସନ୍ ସିକ୍ୟୁରିଟି ଦ୍ୱାରା ନିଆଯାଇଛି। ଗୁରୁତ୍ବପୂର୍ଣ୍ଣ କଥା ହେଉଛି ଏହି କମ୍ପାନି ସହ ତୂର୍କୀ ରାଷ୍ଟ୍ରପତି ରିକାବ ତେୟେବ ଏରଡୋଗାମଙ୍କ ଝିଅ ସୁମେୟିଙ୍କ ସଂପର୍କ ଥିବା କୁହାଯାଇଛି ।ଏକ ସରକାରୀ ବିବୃତ୍ତିରେ କୁହାଯାଇଛିସେଲିବି […]

Read More Text.
Arunabha ghose 750x430

ଅରୁଣଭା ଘୋଷ ସିଓପି-୩୦ର ଦକ୍ଷିଣ ଏସିଆ ପ୍ରତିନିଧି ନିଯୁକ୍ତ

ନୂଆଦିଲ୍ଲୀ : ଏସିଅର ଅଗ୍ରଣୀ ଥିଙ୍କ ଟ୍ୟାଙ୍କ୍‌ କାଉନସିଲ ଅନ୍‌ ଏନର୍ଜୀ, ଏନଭାଇରନମେଣ୍ଟ ଆଣ୍ଡ ଓ୍ବାଟର(ସିଇଇଡବ୍ଲ୍ୟୁ)ର ସିଇଓ ଡ. ଅରୁଣଭା ଘୋଷ ସିଓପି-୩୦(କୋଅପରେସନ ଅଫ୍‌ ପାର୍ଟିଜ)ର ଦକ୍ଷିଣ ଏସିଆ ପ୍ରତିନିଧି ଭାବେ ନିଯୁକ୍ତ ହୋଇଛନ୍ତି। ସିଓପି-୩୦ ଆସନ୍ତା ନଭେମ୍ବରରେ ବ୍ରାସିଲଠାରେ ଅନୁଷ୍ଠିତ ହେବ। ଏଥିରେ ନ୍ୟୁଜିଲାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀ ଜାସିଣ୍ଡା ଆର୍ଡମ, ମେକ୍ସିକୋର ପୂର୍ବତନ ବୈଦେଶିକ ବ୍ୟାପାର ସଚିବ ପାଟ୍ରିସିଆ ଏସପିନୋସା, ଫ୍ରାନ୍ସର ଜଳବାୟୁ ପରିବର୍ତ୍ତନ ଆମ୍ବାସାଡର ଲରେନ୍ସ ତୁବିଆନା, ସିଓପି-୨୮ ୟୁଏଇର ପ୍ରଥମ ମହାନିର୍ଦେଶକ ଆଦନାନ […]

Read More Text.
1747199125 0985

ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର. ଗବାଇ

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍‍ ବି.ଆର . ଗବାଇ । ପ୍ରଧାନ ବିଚାରପତି ଭାବେ ତାଙ୍କର କାର୍ଯ୍ୟକାଳ ପ୍ରାୟ ୬ମାସ ହେବ । ୨୩ ନଭେମ୍ବର ୨୦୨୫ରେ ଜଷ୍ଟିସ୍‍ ବି.ଆର. ଗବାଇ ଅବସର ନେବେ । ସେ ୧୯୬୦ ମସିହା ନଭେମ୍ବର ୨୪ରେ ମହାରାଷ୍ଟ୍ରରେ […]

Read More Text.