Monsoon pti

୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନକୂଳ ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ମିଳିଛି । ଆଣ୍ଡାମାନ ସାଗର ଓ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବ ମୌସୁମୀ ବାୟୁ । ଭାରତରେ ମୌସୁମୀ ଋତୁର ଆରମ୍ଭକୁ ସୂଚିତ କରୁଥିବା, ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ମିଳିଥିବା ସୂଚନାନୁସାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ’ ୧୩ (ଆସନ୍ତାକାଲି) […]

Read More Text.

ପାକ୍ ଗୁଳିମାଡ଼ ଯୋଗୁଁ ଯେଉଁମାନେ ଘର ଛାଡିଛନ୍ତି ସେମାନେ ଏବେ ଫେରିପାରିବେ: ଜାମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ

ପୁଞ୍ଚ/ଜାମ୍ମୁ: ଜମ୍ମୁ କାଶ୍ମୀରରେ ସମ୍ପ୍ରତି ପାକିସ୍ତାନ ଗୁଳିମାଡ଼ ଏକ “ଯୁଦ୍ଧ ପରି ପରିସ୍ଥିତି” ସୃଷ୍ଟି ହୋଇଥିଲା। ଫଳରେ ପୁଞ୍ଚ ଜିଲା ସମେତ ରାଜ୍ୟର ଅନେକ ସ୍ଥାନ ଆକ୍ରମଣରେ ପ୍ରଭାବିତ ହୋଇଥିଲା। ଦୁଇ ଦେଶ ମଧ୍ୟରେ ଏକ ସାମରିକ ବୁଝାମଣା ଯୋଗୁଁ ପାକ ଗୁଳିମାଡ଼ ବନ୍ଦ ରଖାଯାଇଛି। ଫଳରେ ପାକ୍ ଗୁଳିମାଡ଼ ଯୋଗୁଁ ଯେଉଁମାନେ ଘର ଛାଡିଛନ୍ତି ସେମାନେ ଏବେ ଫେରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା କହିଛନ୍ତି। ଅବଦୁଲ୍ଲା ପାକିସ୍ତାନୀ ସେନାର ଚାଲିଥିବା ପ୍ରଚାରକୁ ମଧ୍ୟ ଖାରଜ […]

Read More Text.
India confirms downing pakistani mirage jet 768x432

“ଆକାଶରେ ଶତ୍ରୁଙ୍କୁ ନଷ୍ଟ କରିଛି ସେନା”: ପାକିସ୍ତାନୀ ମିରାଜ ଜେଟ୍ ଖସାଇଥିବା ନିଶ୍ଚିତ କଲା ଭାରତ

ନୂଆଦିଲ୍ଲୀ : ସୋମବାର ଭାରତ ନିଶ୍ଚିତ କରିଛି ଯେ ଅପରେସନ୍ ସିନ୍ଦୁର ସମୟରେ ଏକ ପାକିସ୍ତାନୀ ମିରାଜ ଯୁଦ୍ଧ ବିମାନ ଖସାଯାଇଛି। ଭାରତୀୟ ସେନା ଦ୍ୱାରା ଶେୟାର କରାଯାଇଥିବା ଏକ ଭିଡିଓରେ ପାକିସ୍ତାନୀ ମିରାଜର ଭଗ୍ନାବଶେଷ ଦେଖାଯାଇଛି। ନୂଆଦିଲ୍ଲୀରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ପ୍ରେସ ବ୍ରିଫିଂରେ, ଭାରତୀୟ ସେନା, ବାୟୁସେନା ଏବଂ ନୌସେନାର ବରିଷ୍ଠ କମାଣ୍ଡରମାନେ ଅପରେସନ୍ ସିନ୍ଦୁରର ଏକ ବିସ୍ତୃତ ବିବରଣୀ ପ୍ରଦାନ କରିଛନ୍ତି, ଯାହା ଏପ୍ରିଲ ୨୨ ତାରିଖରେ ଜମ୍ମୁ ଓ କାଶ୍ମୀରର ପହଲଗାମରେ […]

Read More Text.
Dsc 1019

ଇସ୍ରୋ ଅଧ୍ୟକ୍ଷଙ୍କ ବଡ଼ ସୂଚନା: ଶତ୍ରୁଙ୍କ ଉପରେ ନଜର ରଖିଛି ୧୦ ସାଟେଲାଇଟ୍‌

ମଣିପୁର,୧୨।୫: ମଣିପୁର ଇମ୍ଫାଲରେ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ଇସ୍ରୋ ଅଧ୍ୟକ୍ଷ ଭି ନାରାୟଣନ ଯୋଗଦେଇ ବଡ଼ ଦେଶବାସୀଙ୍କୁ ବଡ଼ ସୂଚନା ଦେଇଛନ୍ତି। ଇସ୍ରୋ ଭାରତର ସ୍ଥଳ ସୀମା ଏବଂ ଜଳ ସୀମା ଉପରେ ୨୪ ଘଣ୍ଟିଆ ନଜର ରଖିଥିବା ଇସ୍ରୋ ଅଧ୍ୟକ୍ଷ ପ୍ରକାଶ କରିଛନ୍ତି। ଇସ୍ରୋ ଅଧ୍ୟକ୍ଷ ଭି ନାରାୟଣନ କହିଛନ୍ତି ଯେ, ଭାରତର ସ୍ଥଳ ଓ ଜଳ ସୀମା ଉପରେ ଇସ୍ରୋର ୧୦ଟି ସାଟେଲାଇଟ ୨୪ ଘଣ୍ଟିଆ ନଜର ରଖିଛି । […]

Read More Text.
2er8azydcv3xsq0al20h

ଆତଙ୍କବାଦ ହେଉଛି କୁକୁରର ଲାଞ୍ଜ, ଯାହା କେବେ ସିଧା ହେବ ନାହିଁ: ଯୋଗୀ

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉତ୍ତରପ୍ରଦେଶର ଲକ୍ଷ୍ନୌରେ ବ୍ରହ୍ମୋସ କ୍ଷେପଣାସ୍ତ୍ର ନିର୍ମାଣ ପାଇଁ ବ୍ରହ୍ମୋସ ଏରୋସ୍ପେସ୍ ଇଣ୍ଟିଗ୍ରେସନ୍ ଏବଂ ପରୀକ୍ଷଣ ସୁବିଧାର ଉଦଘାଟନ କରିଛନ୍ତି। ଉଦଘାଟନୀ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମସ୍ତ ସୈନିକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଅପରେସନ ସିନ୍ଦୂର ପାଇଁ ଅଭିନନ୍ଦନ ଜଣାଇଥିଲେ। ଏଥିସହିତ କହିଥିଲେ, ବ୍ରହ୍ମୋସ କ୍ଷେପଣାସ୍ତ୍ର ପାଇଁ ୨୦୦ ଏକର ଜମି ଦେଇଛୁ। ଏବେ ଏଠାରେ ବ୍ରହ୍ମୋସ କ୍ଷେପଣାସ୍ତ୍ରର ନିର୍ମାଣ ଆରମ୍ଭ ହେବ। […]

Read More Text.
Dlszgzt6obqyzajbgg6d

ଟ୍ରେନରେ ବୋମା ରଖିଥିବାର ଧମକ ଦେଇଥିବା ଯୁବକକୁ ଧରିଲା ପୁଲିସ

ନୂଆଦିଲ୍ଲୀ: କର୍ଣ୍ଣାଟକ ଏକ୍ସପ୍ରେସ ଟ୍ରେନରେ ବୋମା ରଖିବାକୁ ଧମକ ଦେଇଥିବା ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ରେଳବାଇ ପୋଲିସଠାରୁ ମିଳିଥିବା ସୂଚନା ଅନୁଯାୟୀ, ମେ ୧୧ ରାତି ପ୍ରାୟ ୧:୧୦ ସମୟରେ, କାଲାବୁର୍ଗୀ ଜିଲ୍ଲା ନିୟନ୍ତ୍ରଣ କକ୍ଷକୁ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ ଏକ ଫୋନ୍ ଆସିଥିଲା, ଯିଏ ଦାବି କରିଥିଲେ ଯେ କର୍ଣ୍ଣାଟକ ଏକ୍ସପ୍ରେସ ଟ୍ରେନ ନମ୍ବର- ୧୨୬୨୮ରେ ଏକ ବୋମା ରଖାଯାଇଛି। ଏହି ଧମକ ପରେ ରେଳ ପ୍ରଶାସନ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପ୍ରାୟ ୧:୩୦ […]

Read More Text.
Untitled 1 copy

ଆସନ୍ତାକାଲି ସିବିଏସଇ ଦଶମ-ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ!

ନୂଆଦିଲ୍ଲୀ: ଆସନ୍ତାକାଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦଶମ ଏବଂ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇପାରେ। ମଙ୍ଗଳବାର ପୂର୍ବାହ୍ନ ୧୦ ଟା ସମୟରେ ଫଳ ପ୍ରକାଶନ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ଛାତ୍ରଛାତ୍ରୀ www.cbse.gov.in, cbseresults.nic.inରେ ରେଜଲ୍ଟ ଦେଖି ପାରିବେ । ଚଳିତବର୍ଷ ଦଶମ ଏବଂ ଦ୍ବାଦଶରେ ମୋଟ ୪୨ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଦଶମରେ ୨୪ ଲକ୍ଷ ୧୨ ହଜାର ଏବଂ ଦ୍ବାଦଶ ଶ୍ରେଣୀରେ ୧୭ ଲକ୍ଷ ୮୮ ହଜାର […]

Read More Text.
Zgzka83okyri3mhymg0d

ମୋତେ ଯେତେଶୀଘ୍ର ପାରୁଛନ୍ତି ସୀମାକୁ ପଠାଇ ଦିଅନ୍ତୁ: ମୁଖ୍ୟ କନଷ୍ଟେବଳ

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ଉତ୍ତରପ୍ରଦେଶର ଲକ୍ଷ୍ନୌରୁ ଏକ ହୃଦୟସ୍ପର୍ଶୀ ଘଟଣା ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶର ପୁଲିସ ହେଡ୍ କନଷ୍ଟେବଳ ଚମନ ସିଂହ ପାକିସ୍ତାନ ବିରୋଧରେ ଚାଲିଥିବା ଲଢ଼େଇରେ ଯୋଗ ଦେବାକୁ ଇଚ୍ଛା ବ୍ୟକ୍ତ କରିଛନ୍ତି। ଉତ୍ତରପ୍ରଦେଶ ପୁଲିସର ହେଡ କନଷ୍ଟେବଳ ଚମନ ସିଂହ ଡିଜିପି ପ୍ରଶାନ୍ତ କୁମାରଙ୍କୁ ଚିଠି ଲେଖି କହିଛନ୍ତି, ‘ ମୁଁ ଏକେ-୪୭, ଇନସାସ ଏବଂ ଏସଏଲଆର ଭଳି ଆଧୁନିକ ଅସ୍ତ୍ରଶସ୍ତ୍ର ଚଳାଇବାରେ ସକ୍ଷମ। ମୁଁ ଦେଶ ପାଇଁ ନିଜ ଜୀବନ ଦେବାକୁ […]

Read More Text.

୧୦୦ରୁ ଅଧିକ ଆତଙ୍କବାଦୀ ନିପାତ ହୋଇଛନ୍ତି : ଭାରତୀୟ ସେନା

ନୂଆଦିଲ୍ଲୀ : ଆତଙ୍କବାଦ ବିରୋଧରେ ଥିଲା ଅପରେସନ ସିନ୍ଦୂର ଓ ତାହା ୧୦୦ ପ୍ରତିଶତ ସଫଳ ହୋଇଛି । ଏଥିରେ ୧୦୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଛନ୍ତି ବୋଲି ଭାରତୀୟ ସେନା କହିଛି । ରବିବାର ଭାରତର ତିନି ସେନା ଦ୍ୱାରା ଅପରେସନ ସିନ୍ଦୂର ଉପରେ ଏକ ପ୍ରେସ ବ୍ରିଫିଂ କରାଯାଇଥିଲା। ଭାରତୀୟ ସେନାର ଡିଜିଏମଓ ଲେଫ୍ଟନାଣ୍ଟ ଜେନେରାଲ ରାଜୀବ ଘାଇ ଅପରେସନ ସିନ୍ଦୂର ବିଷୟରେ କହିଛନ୍ତି, “୨୨ ଏପ୍ରିଲରେ ପହଲଗାମରେ ୨୬ ଜଣ ନିର୍ଦ୍ଦୋଷ ଲୋକଙ୍କୁ […]

Read More Text.

ପହଲଗାମ ଉତ୍ତେଜନା ମଧ୍ୟରେ ପୁଲଓ୍ବାମା ସତ ମାନିଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଉତ୍ତେଜନା ମଧ୍ୟରେ, ପାକିସ୍ତାନର ସାମରିକ ବାହିନୀ ଏବେ ଉଗାରିଛି ପୁଲଓ୍ବାମା ସତ । ୨୦୧୯ ମସିହାରେ ପୁଲୱାମା ଆଟାକରେ ୪୦ ଜଣ ଅର୍ଦ୍ଧସାମରିକ କର୍ମଚାରୀଙ୍କ ହତ୍ୟାରେ ପାକିସ୍ତାନ ଭୂମିକା ନେଇ ମୁଖା ଖୋଲିଛି ନିଜେ ପାକିସ୍ତାନୀ ସେନା । ପୁଲୱାମା ଆତଙ୍କବାଦୀ ଆକ୍ରମଣ ପାକିସ୍ତାନୀ ସେନାର ଏକ କୌଶଳଗତ ପ୍ରତିଭା ଥିଲା ବୋଲି ନିଜେ ସ୍ବୀକାର କରିଛି । ବର୍ଷ ବର୍ଷ ଧରି ପୁଲଓ୍ବାମାରେ ନିଜର ସ୍ଥିତି ଅସ୍ୱୀକାର କରିବା ପରେ ଏବେ ନିଜ […]

Read More Text.