ପାକିସ୍ତାନ ସଂସଦରେ ମୋଦିଙ୍କୁ ପ୍ରଶଂସା କଲେ ଶେହବାଜଙ୍କ ଏମପି, କହିଲେ ପାକ୍ ପ୍ରଧାନମନ୍ତ୍ରୀ ଶୃଗାଳ
ଇସଲାମବାଦ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ସଂସଦରେ ଜଣେ ଏମପି ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ସାରା ବିଶ୍ୱରେ ଚହଳ ପକାଇଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କୁ ‘କାପୁରୁଷ’ ଓ ‘ଶୃଗାଳ’ ବୋଲି ଆଖ୍ୟା ଦେଇ ଜଣେ ଏମପି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ପ୍ରଶଂସା କରିଛନ୍ତି। ଏହି ଘଟଣା ପାକିସ୍ତାନର ରାଜନୀତି ଓ ସାମରିକ ମହଲରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ପାକିସ୍ତାନ ସଂସଦରେ ଏମପି ଜଣକ କହିଛନ୍ତି, […]
Read More Text.