ଭାରତ ଆମ ଉପରେ ଆକ୍ରମଣ କରିନି: ତାଲିବାନ
କାବୁଲ : ନିଜର ମିଛ କହିବା ଅଭ୍ୟାସ ଛାଡ଼ିପାରିନାହିଁ ପାକିସ୍ତାନ । ଆଫଗାନିସ୍ତାନକୁ ନେଇ ପାକିସ୍ତାନ କହିଥିବା ମିଛର ପର୍ଦ୍ଦାଫାସ କରିଛି ଖୋଦ ତାଲିବାନ । ପାକିସ୍ତାନ ସେନା ନିଜର ସମ୍ବାଦିକ ସମ୍ମିଳନୀରେ କହିଥିଲା ଯେ ଭାରତ ଆଫଗାନିସ୍ତାନ ଉପରେ ଡ୍ରୋନ ଓ କ୍ଷେପଣାସ୍ତ୍ର ଆକ୍ରମଣ କରିଛି । କିନ୍ତୁ ଏହା ମିଛ ବୋଲି ତାଲିବାନ କହିଛି । ପାକିସ୍ତାନର ଏପରି ଦାବିକୁ ଆଫଗାନିସ୍ତାନ ମିଥ୍ୟା ବୋଲି କହିଛି। ତାଲିବାନ ପ୍ରତିରକ୍ଷା ମନ୍ତ୍ରାଳୟର ମୁଖପାତ୍ର ଏନାତୁଲ୍ଲା ଖାୱାରଜାମି […]
Read More Text.