ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ମିଳିବ ଚାକିରି: ସୁପ୍ରିମକୋର୍ଟଙ୍କୁ ଜଣାଇଲେ ଏଜି

ନୂଆଦିଲ୍ଲୀ: ମୃତ ସରକାରୀ କର୍ମଚାରୀଙ୍କ ପରିବାରଙ୍କ ପ୍ରତି ଓଡିଶା ସରକାରଙ୍କ ସମ୍ବେଦନଶୀଳ। ୩ ହଜାରରୁ ଉଦ୍ଧ୍ୱର୍ ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ସରକାରୀ ଚାକିରି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ୍‌ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୋମବାର ସୁପ୍ରିମକୋର୍ଟରେ ଏହା କହିଛନ୍ତି। ସେ କହିଛନ୍ତି, ସଂଶୋଧିତ ଆଇନ ୨୦୨୫ ଅନୁଯାୟୀ ଜଣେ କାର୍ଯ୍ୟରତ ସରକାରୀ କର୍ମଚାରୀ ପ୍ରାଣ ହରାଇଲେ ତାଙ୍କ ପରିବାରର ଜଣେ ସଦସ୍ୟଙ୍କୁ ଓଡ଼ିଶା ସରକାର ସରକାରୀ ଚାକିରି ଦେବେ। ୨୦୨୦ରେ ପୂର୍ବତନ ସରକାର […]

Read More Text.

ପୁଣି ବିବାଦରେ ରାମଦେବ, ଚେତାବନୀ ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ: ପୁଣି ବିବାଦରେ ବାବା ରାମଦେବ। ହମଦର୍ଦ କମ୍ପାନୀର ସର୍ବତ ଉପରେ ରାମଦେବଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ତାଗିଦ୍‌ କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଜଷ୍ଟିସ୍ ଅମିତ ବଂଶଲ ଏକ କଡ଼ା ଆଦେଶ ଜାରି କରିବାକୁ ଚେତାବନୀ ଦେଇ କହିଛନ୍ତି ଯେ, ଏହା ନ୍ୟାୟାଳୟର ଅନ୍ତରାତ୍ମାକୁ ଆଘାତ ଦେଇଛି ଏବଂ ଏହାର କୌଣସି ଯଥାର୍ଥତା ନାହିଁ। ଅଦାଲତ ରାମଦେବଙ୍କ ପ୍ରତିନିଧିତ୍ୱ କରୁଥିବା ଓକିଲଙ୍କୁ ପରବର୍ତ୍ତୀ ଶୁଣାଣିରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯୋଗ […]

Read More Text.

ମନି ଲଣ୍ଡରିଂ ମାମଲା, ମହେଶବାବୁଙ୍କୁ ଇଡି ସମନ

ହାଇଦ୍ରାବାଦ : ମନି ଲଣ୍ଡରିଂ ମାମଲାରେ ଏପ୍ରିଲ ୨୮ ତାରିଖରେ ହାଜର ହେବାକୁ ଲଗୁ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)  ସମନ ଜାରି କରିଛି। ହାଇଦ୍ରାବାଦରେ ଏକ ରିଅଲ୍ ଇଷ୍ଟେଟ୍ ଠକେଇ ମାମଲାରେ ଟଲିଉଡ୍ ସୁପରଷ୍ଟାର ମହେଶ ବାବୁଙ୍କୁ  ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ ଜାରି କରିଛି। ହାଇଦ୍ରାବାଦର ଦୁଇଟି ରିଅଲ୍ ଇଷ୍ଟେଟ୍ ଗୋଷ୍ଠୀ କ୍ରେତାଙ୍କୁ ଠକିବା ଏବଂ ମନି ଲଣ୍ଡରିଂ କାର୍ଯ୍ୟରେ ଲିପ୍ତ ଥିବା ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ରିପୋର୍ଟ ଅନୁଯାୟୀ, ମହେଶ ଦୁଇଟି […]

Read More Text.

ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍‌ ଡାକ୍ତରଖାନାରେ ଭର୍ତ୍ତି

ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍‌ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ସୋମବାର ତାଙ୍କୁ ଇଷ୍ଟର୍ଣ୍ଣ କମାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଭବନର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ତାଙ୍କୁ ପୂର୍ବାହ୍ନ ପ୍ରାୟ ୧୦ଟା ସମୟରେ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତରମାନେ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି ଏବଂ ଆବଶ୍ୟକୀୟ ପରୀକ୍ଷା ପରେ ପରବର୍ତ୍ତୀ ପର୍ଯ୍ୟାୟ ଚିକିତ୍ସା ବିଷୟରେ ନିଷ୍ପତ୍ତି ନିଆଯିବ। ଅପରପକ୍ଷେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଡାକ୍ତରଖାନା […]

Read More Text.

ପୋପ୍‌ଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ଭାଟିକାନ ସିଟିର ପୋପ୍‌ ଫ୍ରାନ୍‌ସିସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ଏହି ଅବସରରେ ପୋପ୍‌ଙ୍କ ସହ ସାକ୍ଷାତ ସମୟର ମୁହୂର୍ତ୍ତକୁ ମନେ ପକାଇ ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଲେଖିଛନ୍ତି, ପୋପ୍‌ ଫ୍ରାନସିସଙ୍କ ନିଧନ ତାଙ୍କୁ ଗଭୀର ଆଘାତ ଦେଇଛି। ଦୁଃଖ ଏବଂ ସ୍ମରଣର ଏହି ମୁହୂର୍ତ୍ତରେ ବିଶ୍ଵସ୍ତରର କ୍ୟାଥୋଲିକ ସମ୍ପ୍ରଦାୟ ପ୍ରତି ସେ ସମବେଦନା ଜଣାଉଛନ୍ତି। ପୋପ ଫ୍ରାନସିସଙ୍କୁ […]

Read More Text.

ପୁଣି ଭାରତକୁ ଆସିବ ୮ ଚିତା; ଆସନ୍ତା ମେ’ରେ ପ୍ରଥମ ପର୍ଯ୍ୟାୟରେ ଆସିବେ ୪

ଭୋପାଳ: ଆଗାମୀ ଦିନରେ ଦକ୍ଷିଣ ଆଫ୍ରିକାର ବୋତସୱାନାରୁ ଆଠଟି ଚିତା ଦୁଇଟି ପର୍ଯ୍ୟାୟରେ ଭାରତର ମଧ୍ୟପ୍ରଦେଶକୁ ଅଣାଯିବ। ମେ ମାସରେ ଚାରୋଟି ଚିତାବାଘ ଆସିବ, ତା’ପରେ ଆଉ ଚାରୋଟି ଚିତାବାଘ ଭାରତକୁ ଅଣାଯିବ। ପ୍ରୋଜେକ୍ଟ ଚିତା ଅଧୀନରେ, ସେମାନଙ୍କୁ ଏବେ ପର୍ଯ୍ୟାୟକ୍ରମେ ଗାନ୍ଧୀ ସାଗର ଅଭୟାରଣ୍ୟକୁ ସ୍ଥାନାନ୍ତରିତ କରାଯିବ। ଏନଟିସିଏ(NTCA) ଅଧିକାରୀମାନେ କହିଛନ୍ତି ଯେ, ପ୍ରୋଜେକ୍ଟ ଚିତା ଅଧୀନରେ ଏପର୍ଯ୍ୟନ୍ତ ୧୧୨ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ ହୋଇସାରିଛି। ଏହି ଟଙ୍କା ମଧ୍ୟରୁ ୬୭ ପ୍ରତିଶତ ମଧ୍ୟପ୍ରଦେଶରେ […]

Read More Text.

୪ ଦିନିଆ ଭାରତ ଗସ୍ତରେ ଆସି ଦିଲ୍ଲୀରେ ପହଞ୍ଚିଲେ ଆମେରିକାର ଉପ ରାଷ୍ଟ୍ରପତି

ୱାଶିଂଟନ୍‌: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ସୋମବାର ଦିନ ଭାରତ ଗସ୍ତରେ ଆସି ଦିଲ୍ଲୀରେ ଅବତରଣ କରିଛନ୍ତି। ଏହା ହେଉଛି ତାଙ୍କର ପ୍ରଥମ ସରକାରୀ ଭାରତ ଗସ୍ତ। ସେ ଭାରତ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସଂଗରେ ଆଲୋଚନା କରିବାର ଯୋଜନା ରହିଛି। ଦୁଇ ଦେଶ ମଧ୍ୟରେ ଏକ ବାଣିଜ୍ୟିକ ଚୁକ୍ତି ସ୍ବାକ୍ଷର ହେବ ବୋଲି ସୂଚନା ରହିଛି। ଭାନ୍ସଙ୍କ ସହିତ ତାଙ୍କର ଭାରତୀୟ ବଂଶୋଦ୍ଭବ ପତ୍ନୀ ଉଷା ଏବଂ ସେମାନଙ୍କର ତିନି […]

Read More Text.

ଦିଲ୍ଲୀ ମେୟର ନିର୍ବାଚନରୁ ଦୂରେଇ ରହିବ ଆପ୍‌

ଦିଲ୍ଲୀ ମେୟର ନିର୍ବାଚନରୁ ଦୂରେଇ ରହିବ ଆମ ଆଦମୀ ପାର୍ଟି(ଆପ୍‌)। ଦଳ ନିର୍ବାନରେ ଅଂଶଗ୍ରହଣ କରିବ ନାହିଁ ବୋଲି ସୋମବାର ଘୋଷଣା କରିଛି। ଆପ୍‌ର ଏହି ଘୋଷଣା ପରେ ଦିଲ୍ଲୀ ମହାନଗର ନିଗମ(ଏମସିଡି)ର ନିୟନ୍ତ୍ରଣ ବିଜେପି କବଜାକୁ ଯିବା ସ୍ପଷ୍ଟ ହୋଇଛି। ଆପ୍‌ର ଦିଲ୍ଲୀ ମୁଖ୍ୟ ସୌରଭ ଭରଦ୍ଵାଜ କହିଛନ୍ତି, ମେୟର ନିର୍ବାଚନରେ ଦଳ କୌଣସି ପ୍ରାର୍ଥୀ ଦେବ ନାହିଁ ବୋଲି ନିଷ୍ପତ୍ତି ନେଇଛି। ବିଜେପି ନିଜ ମେୟର ଚୟନ କରିବା ଉଚିତ। ଏହା ସହିତ ବିଜେପି […]

Read More Text.

ପୂର୍ବତନ ପୁଲିସ ଡିଜିଙ୍କୁ ହତ୍ୟା: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭଲ ନଥିଲା ସଂପର୍କ

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ଓମ୍‌ପ୍ରକାଶଙ୍କ କ୍ଷତବିକ୍ଷତ ମୃତଦେହ ରବିବାର ବେଙ୍ଗାଲୁରୁ ଏଚ୍ଏସ୍ଆର୍ ଲେଆଉଟ୍‌ସ୍ଥିତ ବାସଭବନରୁ ମିଳିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଓମ୍‌ପ୍ରକାଶଙ୍କୁ ହତ୍ୟା କରାଯାଇଥିବାବେଳେ ପତ୍ନୀ ପଲ୍ଲବୀଙ୍କୁ ପୁଲିସ ଅଟକ ରଖିଛି। ପଲ୍ଲବୀ ଜଣେ ପୂର୍ବତନ ପୁଲିସ ଅଧିକାରୀଙ୍କ ପତ୍ନୀଙ୍କୁ ଫୋନ କରି ‘ମୁଁ ଜଣେ ରାକ୍ଷସକୁ ମାରିଦେଇଛି’ ବୋଲି କହିଥିବା ଏବେ ଜଣାପଡ଼ିଛି। ଏଥିରୁ ଯାହା ଜଣାପଡୁଛି ଓମ୍‌ପ୍ରକାଶ ଓ ତାଙ୍କ ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୈବାହିକ ସଂପର୍କ ନଥିଲା। ସେମାନଙ୍କ […]

Read More Text.

୮୮ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍‌

ନୂଆଦିଲ୍ଲୀ: ଖ୍ରୀଷ୍ଟିଆନମାନଙ୍କ ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍‌ଙ୍କ ଦେହାନ୍ତ ହୋଇଛି। ସେ ୮୮ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବହୁତ ଦିନ ଧରି ସେ ଅସୁସ୍ଥ ଥିଲେ ବୋଲି ଜଣାପଡ଼ିଛି। କୁହାଯାଉଛି ଯେ,ତାଙ୍କର ଉଭୟ ଫୁସଫୁସରେ ନିମୋନିଆ ହୋଇଥିଲା, ଯାହା ଯୋଗୁଁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିଲା। ସେ ବହୁତ ଦିନ ଧରି ଡାକ୍ତରଖାନାରେ ଥିଲେ। ୩୮ଦିନ ଧରି ହସ୍ପିଟାଲରେ ରହିବା ପରେ କିଛି ଦିନ ତଳେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା। ହେଲେ […]

Read More Text.