ଓ୍ବାକଫ୍ ନାଁରେ ଜମି ହଡ଼ପ କରାଯାଉଥିଲା : ଯୋଗୀ

ପ୍ରୟାଗରାଜ: ଗୁରୁବାର ଦିନ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୱାକଫ ବୋର୍ଡ ଉପରେ ସିଧାସଳଖ ଆକ୍ରମଣ କରି ଏହା ଉପରେ ଜମି ଜବରଦଖଲ କରିବାର ଅଭିଯୋଗ ଆଣିଛନ୍ତି ଏବଂ କହିଛନ୍ତି ଯେ ସାର୍ବଜନୀନ ଏବଂ ଐତିହାସିକ ସ୍ଥାନଗୁଡ଼ିକ ଉପରେ ଏହାର ମନମୁଖୀ ଦାବିକୁ ଅଧିକ ଦିନ ପର୍ଯ୍ୟନ୍ତ ବରଦାସ୍ତ କରାଯିବ ନାହିଁ। ଶ୍ରୀଙ୍ଗବେରପୁରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ସେ କହିଥିଲେ, “ଆପଣ ଏଠାରେ ନିଷାଦରାଜଙ୍କ ପୌରାଣିକ ଭୂମିର ଦଖଲ ଦେଖୁଛନ୍ତି। ସହରର ଅନେକ […]

Read More Text.

ମମତାଙ୍କୁ ସୁପ୍ରିମକୋର୍ଟ ଝଟକା, ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ରଦ୍ଦ ଆଦେଶ ବଳବତ୍ତର

ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ମିଳିଛି। ରାଜ୍ୟରେ ହୋଇଥିବା ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତିକୁ ରଦ୍ଦ କରିବା ଲାଗି କଲକାତା ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟଙ୍କ ରାୟ ବିରୋଧରେ ମମତା ବାନାର୍ଜୀ ସରକାର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା। ସମ୍ପୂର୍ଣ୍ଣ ନିଯୁକ୍ତି ପ୍ରକ୍ରିୟା କଳୁଷିତ ଉପାୟରେ ହୋଇଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ବିଚାରପତି ସଞ୍ଜୟ […]

Read More Text.

ପୁନମ ଗୁପ୍ତା ଆରବିଆଇ ଡେପୁଟି ଗଭର୍ଣ୍ଣର ନିଯୁକ୍ତ

ଅର୍ଥନୀତିଜ୍ଞ ତଥା ନ୍ୟାସନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ(ଏନସିଏଇଆର)ର ମହାନିର୍ଦେଶକ ପୁନମ ପାଣ୍ଡେଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର। ସେ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ। ଗତ ଜାନୁୟାରୀରେ ଆରବିଆଇ ଡେପୁଟି ଗଭର୍ଣ୍ଣର ଥିବା ଏମ.ଡି. ପାତ୍ରଙ୍କ କାର୍ଯ୍ୟକାଳ ସରିବା ପରଠାରୁ ଉକ୍ତ ପଦବୀଟି ଖାଲି ପଡ଼ିଥିଲା। ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ କମିଟି(ଏସିସି) ପୁନମଙ୍କ ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ତେବେ ପୁନମଙ୍କ […]

Read More Text.

୫୬୦୦ କିଲୋମିଟର ରାଜପଥ ନିର୍ମାଣ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ

ଜାତୀୟ ରାଜପଥ କର୍ତ୍ତୃପକ୍ଷ – ଏନ୍ଏଚ୍ଏଆଇ ୨୦୨୪-୨୫ ଆର୍ଥିକ ବର୍ଷରେ ୫ ହଜାର ୧୫୦ କିଲୋମିଟର ଜାତୀୟ ରାଜପଥ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରିଥିବା ବେଳେ ୫୬୦୦ କିଲୋମିଟରରୁ ଅଧିକ ଜାତୀୟ ରାଜପଥ ନିର୍ମାଣ କରିଛନ୍ତି। ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଆଜି ଏକ ବିବୃତିରେ କହିଛି ଯେ ଜାତୀୟ ରାଜପଥ ଭିତ୍ତିଭୂମିର ବିକାଶ ପାଇଁ ପୁଞ୍ଜି ବ୍ୟୟ ୨ ଲକ୍ଷ ୪୦ ହଜାର କୋଟି ଟଙ୍କାର ଲକ୍ଷ୍ୟ ଧାର୍ଯ୍ୟ ବ୍ୟୟ ତୁଳନାରେ ଅସ୍ଥାୟୀ ଭାବେ […]

Read More Text.

ୱାକଫ ବିଧେୟକକୁ ସ୍ବାଗତ କଲେ ଦିଲ୍ଲୀ ହଜ୍‌ କମିଟି ଅଧ୍ୟକ୍ଷା

ୱାକଫ ସଂଶୋଧନ ବିଧେୟକ ବୁଧବାର ସଂସଦରେ ଆଗତ ହୋଇଛି। ଏହା ଉପରେ ୮ ଘଣ୍ଟା ଆଲୋଚନା ହେବ। ତେବେ ବିଧେୟକକୁ ବିରୋଧୀ ଦଳଗୁଡ଼ିକ ବିରୋଧ କରିଆସୁଛନ୍ତି। ଏହା ମଧ୍ୟରେ ବିଧେୟକକୁ ସ୍ବାଗତ କରିଛନ୍ତି ଦିଲ୍ଲୀ ହଜ୍‌ କମିଟି ଅଧ୍ୟକ୍ଷା କୌସର ଜାହାଁ। କୌସର କହିଛନ୍ତି, ବିଧେୟକକୁ ସେ ସ୍ବାଗତ କରିୁଛନ୍ତି। ଯେଉଁମାନେ ଦେଶର ମଙ୍ଗଳ ଚାହୁଁନାହାନ୍ତି, ସେମାନେ ହିଁ ଏହାକୁ ବିରୋଧ କରୁଛନ୍ତି। ସ୍ବଚ୍ଛତା, ଦାୟିତ୍ଵାଧୀନତା ଏବଂ ନିରପେକ୍ଷତା ଦିଗରେ ଏହା ଏକ ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ। ସାମ୍ପ୍ରତିକ […]

Read More Text.

୪ରେ ବ୍ୟାଙ୍କକ୍‌ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

ବେ ଅଫ୍‌ ବେଙ୍ଗଲ ଇନିସିଏଟିଭ ଫର ମଲ୍ଟି ସେକ୍ଟୋରାଲ ଟେକ୍ନିକାଲ ଆଣ୍ଡ ଇକୋନୋମିକ କୋଅପରେସନ(ବିମଷ୍ଟେକ) ଶିଖର ସମ୍ମେଳନ ଆସନ୍ତା ୪ ତାରିଖରୁ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଆୟୋଜିତ ହେବ। ଏହି ସମ୍ମିଳନୀ ପୂର୍ବରୁ ୨ ତାରିଖରେ ବରିଷ୍ଠ ଅଧିକାରୀଙ୍କ ବୈଠକ ଏବଂ ୩ ତାରିଖରେ ବିଦେଶ ମନ୍ତ୍ରୀମାନଙ୍କ ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବି ସମ୍ମିଳନୀରେ ସାମିଲ ହେବା ଲାଗି ଗୁରୁବାର ବ୍ୟାଙ୍କକ ଗସ୍ତରେ ଯିବେ। ପୂର୍ବ ସମ୍ମିଳନୀ ୨୦୨୨ ମାର୍ଚ୍ଚ ୩୦ରେ କଲୋମ୍ବୋରେ […]

Read More Text.

ପୁଣି ଏକ ଟ୍ରେନ୍ ଦୁର୍ଘଟଣା: ନାନ୍ଦେଡ-ସମ୍ବଲପୁର ଏକ୍ସପ୍ରେସ୍ ଲାଇନଚ୍ୟୁତ

ବିଜୟନଗରମ: ନାଗାବଳୀ ଏକ୍ସପ୍ରେସ ଲାଇନଚ୍ୟୁତ । ବିଜୟନଗରମ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହେଲା ନାନ୍ଦେଡରୁ ସମ୍ବଲପୁର ଯାଉଥିବା ନାଗାବଳୀ ଏକ୍ସପ୍ରେସ । ଟ୍ରେନର ପଛପଟେ ଥିବା ଦୁଇଟି କୋଚ୍ ଲାଇନଚ୍ୟୁତ ହୋଇଥିଲା । ଏକ୍ସପ୍ରେସଟି ବିଜୟନଗରମ୍ ଷ୍ଟେସନ ଛାଡିବା ପରେ ପରେ ହିଁ ଦୁର୍ଘଟଣାର ଶିକାର ହୋଇଥିଲା । ତେବେ ୧୧ଟା ରୁ ୧୨ ଭିତରେ ଏହି ଦୁର୍ଘଟଣା ହୋଇଥିବା ବେଳେ କୌଣସି କ୍ଷୟକ୍ଷତି ହୋଇନି କିମ୍ବା କୌଣସି ମୃତାହତ ହୋଇନି । ଲାଇନଚ୍ୟୁତ ପରେ ପରେ […]

Read More Text.

ବିଗିଡ଼ିଲା ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ପାଇଁ ଯିବେ ଦିଲ୍ଲୀ ଏମ୍ସ

ପାଟନା: ବିଗିଡ଼ିଲା ଆରଜେଡି ନେତା ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା। ଦିଲ୍ଲୀ ଯିବାକୁ ପରାମର୍ଶ ଦେଲେ ପାଟନା ଡାକ୍ତର। କୁହାଯାଉଛି ଯେ, ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଲାଲୁ ଯାଦବ ଦିଲ୍ଲୀ ଯିବାକୁ ଘରୁ ବାହାରିଥିଲେ। କିନ୍ତୁ ବିମାନବନ୍ଦର ଯିବା ପରିବର୍ତ୍ତେ ସେ ହଠାତ୍ ପାରସ ହସ୍ପିଟାଲରେ ପହଞ୍ଚିଥିଲେ। ସେଠାରୁ ସେ ବିମାନବନ୍ଦରକୁ ଯିବେ ବୋଲି ଜଣାପଡ଼ିଛି। ଆରଜେଡି ମୁଖ୍ୟଙ୍କ ସହିତ ତାଙ୍କ ପତ୍ନୀ ରାବଡୀ ଦେବୀ ଏବଂ ତେଜସ୍ୱୀ ଯାଦବ ଉପସ୍ଥିତ ଥିବା […]

Read More Text.

ଲୋକସଭାରେ ୱାକଫ୍ ସଂଶୋଧନ ବିଲ୍ ଆଗତ ପରେ ହଙ୍ଗାମା

ନୂଆଦିଲ୍ଲୀ : ୱାକଫ ସଂଶୋଧନ ବିଲ୍ ଲୋକସଭାରେ ଉପସ୍ଥାପିତ ହୋଇଛି। ଏହି ବିଲ୍ ଆଗତ ହେବା ମାତ୍ରେ କଂଗ୍ରେସ ପକ୍ଷରୁ ଲୋକସଭାରେ ବିରୋଧ ପ୍ରଦର୍ଶନ କରାଯାଇଛି । କଂଗ୍ରେସ ଅଭିଯୋଗ କରିଛି ଯେ, ସେମାନେ ଏପ୍ରିଲ ପହିଲା (ସୋମବାର) ଅପରାହ୍ନରେ ଏହି ବିଲ୍ ଗ୍ରହଣ କରିଛନ୍ତି, ଯେଉଁଥିପାଇଁ ସେମାନେ ସଂଶୋଧନ ଦାଖଲ କରିବାକୁ ସମୟ ପାଇନାହାଁନ୍ତି। ଲୋକସଭାରେ କଂଗ୍ରେସ ସାଂସଦ କେ.ସି ଭେନୁଗୋପାଲ କହିଛନ୍ତି, “ଆପଣ ଏହି ପ୍ରକାର ବିଲ୍ ଯାହାକୁ ଆପଣ ଗୃହରେ ଆଣୁଛନ୍ତି, ଅନ୍ତତ […]

Read More Text.

ନକ୍ସଲବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ଜିଲ୍ଲା ସଂଖ୍ୟା ୬କୁ ହ୍ରାସ ପାଇଛି: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ନକ୍ସଲ ମୁକ୍ତ ଭାରତ ଗଠନ ଦିଗରେ ଏକ ବିଶାଳ ପଦକ୍ଷେପ ଗ୍ରହଣ କରି ଆମ ଦେଶ ବାମପନ୍ଥୀ ଉଗ୍ରବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଥିବା ଜିଲ୍ଲା ସଂଖ୍ୟା ୧୨ରୁ ମାତ୍ର ୬କୁ ହ୍ରାସ କରି ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛି। ସାମାଜିକ ଗଣମାଧ୍ୟମ ଏକ୍ସ ପୋଷ୍ଟରେ ଅମିତ ଶାହ କହିଛନ୍ତି ଯେ ମୋଦୀ ସରକାର ନକ୍ସଲବାଦ ପ୍ରତି କଠୋର ଆଭିମୁଖ୍ୟ ସହିତ […]

Read More Text.