ପରିବେଶ ସୁରକ୍ଷା ପ୍ରତି ସଚେତନ ହେବାକୁ ରାଷ୍ଟ୍ରପତିଙ୍କ ପରାମର୍ଶ
ନୂଆଦିଲ୍ଲୀ : ପରିବେଶ ସୁରକ୍ଷା ପ୍ରତି ସଚେତନ ହେବା ସହ ଏଥିପାଇଁ ଉଦ୍ୟମ କରିବାକୁ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଜ୍ଞାନ ଭବନରେ ପରିବେଶ ସମ୍ପର୍କିତ ଏକ ଜାତୀୟ ସମ୍ମିଳନୀରେ ଉଦ୍ବୋଧନ ଦେଇ ରାଷ୍ଟ୍ରପତି ମୁର୍ମୁ ପରିବେଶ ସୁରକ୍ଷା ଉପରେ ଗୁରୁତ୍ବାରୋପ କରିଥିଲେ। ପରିବେଶ ସୁରକ୍ଷା ଭାରତୀୟ ସଂସ୍କୃତିର ଅଂଶବିଶେଷ ବୋଲି ରାଷ୍ଟ୍ରପତି କହିଥିଲେ। ଦେଶର ବିଭିନ୍ନ ଅଞ୍ଚଳରେ ରହୁଥିବା ଜନଜାତି ସମ୍ପ୍ରଦାୟ ପରିବେଶ ସହ ତାଳମେଳ ରଖି ଚଳି ଆସୁଛନ୍ତି। ସେମାନେ ପରିବେଶ, […]
Read More Text.