ପ୍ରଥମ ବଜେଟ୍‌ରେ ଦିଲ୍ଲୀର ବସ୍ତି ବାସିନ୍ଦାଙ୍କୁ ବଡ଼ ଉପ‌ହାର ଦେଲେ ରେଖା ସରକାର

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ମଙ୍ଗଳବାର ଦିନ ତାଙ୍କ ପ୍ରଥମ ବଜେଟ୍‌ ଉପସ୍ଥାପନ କରିଛନ୍ତି। ସେ ତାଙ୍କର ପ୍ରଥମ ବଜେଟ୍‌ରେ ବସ୍ତି ଓ ଜେଜେ କଲୋନିରେ ରହୁଥିବା ବାସିନ୍ଦାଙ୍କୁ ବଡ଼ ଉପହାର ଦେଇଛନ୍ତି। ତାଙ୍କ କହିବା କଥା ହେଉଛି ଦିଲ୍ଲୀର ଏକ ବଡ଼ ଅଂଶ ଆଜି ବି ବସ୍ତିରେ ରହୁଛି। ପୂର୍ବରୁ ବଜେଟ୍‌ ହୋଇଛି ମାତ୍ର ଖର୍ଚ୍ଚ ହେଉନଥିଲା। ସେ ବସ୍ତି ଓ ଜେଜେ କଲୋନି ପାଇଁ ୬୯୬ କୋଟି ଟଙ୍କା ଆବଣ୍ଟନ ଘୋଷଣା କରିଛନ୍ତି। […]

Read More Text.

କ୍ରିକେଟ ମ୍ୟାଚ ବେଳେ ତାମିମ ଇକବାଲଙ୍କୁ ହୃଦଘାତ

ଢାକା ପ୍ରିମିୟର ଲିଗ(ଡିପିଏଲ) ମ୍ୟାଚ ସମୟରେ ବାଂଲାଦେଶୀ ଖେଳାଳି ତାମିମ ଇକବାଲ ହୃଦଘାତର ଶିକାର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଲାଇଫ ସପୋର୍ଟ ବ୍ୟବସ୍ଥା ମଧ୍ୟରେ ରଖି ଚିକିତ୍ସା କରାଯାଉଛି। ସୂଚନା ଅନୁସାରେ, ଡିପିଏଲରେ ମହମ୍ମଦାନ ସ୍ପୋର୍ଟିଂ କ୍ଲବ ଏବଂ ଶିନେପୁକୁର କ୍ରିକେଟ କ୍ଲବ ମଧ୍ୟରେ ମ୍ୟାଚ ଚାଲିଥିଲା। ଏହି ମ୍ୟାଚ ଚାଲିଥିବାବେଳେ ତାମିମ ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ତୁରନ୍ତ ଫାଜିଲାତୁନ୍ନେସା ଡାକ୍ତରଖାନାରେ […]

Read More Text.

ମନୁସ୍ମୃତି କଣ ମୁଁ ଜାଣେ: ମାୟାବତୀ

ନୂଆଦିଲ୍ଲୀ: ବହୁଜନ ସମାଜ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ମନୁସ୍ମୃତିକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ମାୟାବତୀ, ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମନୁସ୍ମୃତି ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ବାବା ସାହେବଙ୍କୁ ଏହା ବିଷୟରେ ପୂର୍ଣ୍ଣ ଜ୍ଞାନ ଥିଲା। ସେ ଲେଖିଛନ୍ତି ଯେ ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କୁ ମନୁସ୍ମୃତିର ସମ୍ପୂର୍ଣ୍ଣ ଜ୍ଞାନ ଥିଲା। ତାଙ୍କ ଅନୁଗାମୀ ଏବଂ ବିଏସପିର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ମଧ୍ୟ […]

Read More Text.

କୌଣସି ଅନୁତାପ ନାହିଁ; ମୁଖ୍ୟମନ୍ତ୍ରୀଙ୍କ ତାଗିଦ୍ ପରେ ବି କ୍ଷମା ମାଗିଲେନି କୁନାଲ

ମୁମ୍ବାଇ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଉପରେ ମନ୍ତବ୍ୟ ଦେଇ ବିବାଦରେ ଅଛନ୍ତି ହାସ୍ୟ ଅଭିନେତା କୁନାଲ କାମରା। ତାଙ୍କ ସୋ’ରେ କୁନାଲ ବଲିଉଡ୍ ଫିଲ୍ମ ‘ଦିଲ୍ ତୋ ପାଗଲ୍ ହେ’ ଗୀତର ଏକ ନକଲ କରିଥିଲେ, ଯେଉଁଥିରେ ସେ ସିନ୍ଦେଙ୍କୁ ଦେଶଦ୍ରୋହୀ ବୋଲି କହିଥିଲେ। ତାଙ୍କର ଏହି କମେଡିକୁ ନେଇ ଏବେ ବିବାଦ ଆରମ୍ଭ ହୋଇଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ତାଙ୍କୁ କ୍ଷମା ମାଗିବା ପାଇଁ କହିଥିବା ବ‌େଳେ ଏବେ କ୍ଷମା ମାଗିବି ନାହିଁ […]

Read More Text.

ବଢିଲା ସାଂସଦଙ୍କ ଦରମା ଓ ଭତ୍ତା

ନୂଆଦଲ୍ଲୀ : ପ୍ରାୟ ୭ ବର୍ଷ ପରେ ବଢିଛି ସାଂସଦଙ୍କ ଦରମା ଓ ଭତ୍ତା । ଏହା ସହିତ ସାଂସଦଙ୍କ ପେନସନ ମଧ୍ୟ ବୃଦ୍ଧି ପଇଛି । ସାଂସଦଙ୍କ ମୂଳ ଦରମା ୧ ଲକ୍ଷରୁ ୧ ଲକ୍ଷ ୨୪ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ସଂସଦର ଅଧିବେଶନ ଚାଲିଥିବାବେଳେ ଦୈନିକ ଭତ୍ତା, ଯାହାକି ଏବେ ୨୦୦୦ ଟଙ୍କା ଅଛି, ୨୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ପେନସନ ମାସିକ ୨୫ ହଜାର ଟଙ୍କାରୁ ୩୦ […]

Read More Text.

ଯିଏ ବିଶ୍ବାସଘାତକ ସିଏ ବିଶ୍ବାସଘାତକ.. କୁନାଲ କିଛି ଭୁଲ କରିନାହାନ୍ତି : ଉଦ୍ଧବ

ମୁମ୍ବାଇ: ବ୍ୟଙ୍ଗକାର କୁନାଲ କାମରାଙ୍କ ବ୍ୟଙ୍ଗଗୀତ ସମ୍ପର୍କରେ ୟୁବିଟି ମୁଖ୍ୟ ଉଦ୍ଧବ ଠାକରେ କହିଛନ୍ତି ଯେ ମୁଁ ଭାବୁନାହିଁ ଯେ କୁନାଲ କାମରା କିଛି ଭୁଲ କହିଛନ୍ତି। ଯିଏ ବିଶ୍ୱାସଘାତକ, ସେ ବିଶ୍ୱାସଘାତକ। ତାଙ୍କ ଗୀତରେ କୌଣସି ଭୁଲ ନାହିଁ। ସମ୍ପୂର୍ଣ୍ଣ ଗୀତଟି ଶୁଣନ୍ତୁ ଏବଂ ଅନ୍ୟମାନଙ୍କୁ ମଧ୍ୟ ଶୁଣାଇ ଦିଅନ୍ତୁ। ଉଦ୍ଧବ କହିଛନ୍ତି ଯେ ଏହି ଆକ୍ରମଣ ସହିତ ଶିବସେନାର କୌଣସି ସମ୍ପର୍କ ନାହିଁ। ଯେଉଁମାନଙ୍କ ରକ୍ତରେ ‘ଦେଶଦ୍ରୋହ’ ଅଛି, ସେମାନେ କେବେ ଶିବସୈନିକ ହୋଇପାରିବେ […]

Read More Text.

ହିଂସା ମାମଲାରେ ସମ୍ଭଲ ଜାମା ମସଜିଦ ମୁଖ୍ୟ ଗିରଫ

ସମ୍ଭଲ : ୟୁପିର ସମ୍ଭଲ ହିଂସା ମାମଲାରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଗିରଫଦାରୀ ହୋଇଛି। ଜାମା ମସଜିଦର ମୁଖ୍ୟ ଜାଫର ଅଲ୍ଲୀଙ୍କୁ ଗିରଫ କରାଯାଇଛି। ସମ୍ଭଲ ପୁଲିସର ସୂଚନା ଅନୁଯାୟୀ, ୨୪ ନଭେମ୍ବର ୨୦୨୪ରେ ଘଟିଥିବା ହିଂସା ଘଟଣାରେ ଜଫର ଅଲିଙ୍କୁ ଗିରଫ କରାଯାଇଛି। ପଚରାଉଚରା ପରେ ଗିରଫ କରାଯାଇଥିଲା। ଜାଫରଙ୍କୁ ଖୁବ୍‌ଶୀଘ୍ର ଚନ୍ଦୌସି କୋର୍ଟରେ ହାଜର କରାଯିବ। ଆଜି ରବିବାର ଅପରାହ୍ନରେ ପୁଲିସ ସଦର ଜାଫର ଅଲିଙ୍କୁ ହେପାଜତକୁ ନେଇଛି। ତାଙ୍କୁ ତାଙ୍କ ଘରୁ ଉଠାଇ […]

Read More Text.

ଆମେରିକାରେ ଭାରତୀୟ ବଂଶୋଦ୍ଭବ ବାପା-ଝିଅଙ୍କୁ ଗୁଳି କରି ହତ୍ୟା

ଓ୍ବାଶିଂଟନ: ଆମେରିକାରେ ଜଣେ ଭାରତୀୟ ବଂଶୋଦ୍ଭବ ଏବଂ ତାଙ୍କ ଝିଅକୁ ଗୁଳି କରି ହତ୍ୟା କରାଯାଇଛି। ଏକ ତେଜରାତି ଦୋକାନରୁ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ଦୁହେଁ ସେହି ତେଜରାତି ଦୋକାନରେ କାମ କରୁଥିଲେ। ଏହି ମାମଲାରେ ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ତେବେ ହତ୍ୟାକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅପରପକ୍ଷେ ଜଣେ ଭାରତୀୟ ବଂଶୋଦ୍ଭବ ଏବଂ ତାଙ୍କ ଝିଅର ହତ୍ୟା ଖବର ଶୁଣି ଆମେରିକାରେ ରହୁଥିବା ଭାରତୀୟ ବଂଶୋଦ୍ଭବ ଲୋକଙ୍କ ମଧ୍ୟରେ ଶୋକର […]

Read More Text.

ପାକିସ୍ତାନରେ ଚିନି କିଲୋ ୧୮୦ ଟଙ୍କା

ଇସଲାମାବାଦ : ପାକିସ୍ତାନରେ ଚିନି ମୂଲ୍ୟ ନିୟମିତ ବ୍ୟବଧାନରେ ବଢିଚାଲିଛି। ଚିନିର ବିକ୍ରି ମୂଲ୍ୟ ଉପରେ ସରକାର କଟକଣା ଲାଗୁ କରିଥିଲେ ସୁଦ୍ଧା ଏହା ପ୍ରଭାବଶୂନ୍ୟ ପ୍ରମାଣିତ ହୋଇଛି। ଖୋଲା ବଜାରରେ ଚିନି କିଲୋ ପିଛା ସର୍ବାଧିକ ୧୩୦ ଟଙ୍କାରେ ବିକ୍ରି କରାଯିବ ବୋଲି ନିର୍ଦେଶ ଦିଆଯାଇଥିଲା। ବର୍ତ୍ତମାନ ପାକିସ୍ତାନ ମାର୍କେଟରେ ଏହା କିଲୋ ପିଛା ୧୮୦ ଟଙ୍କାରେ ବିକ୍ରି କରାଯାଉଥିବା ଜଣାପଡିଛି। ମାର୍ଚ୍ଚ ପ୍ରଥମ ସପ୍ତାହରେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଚିନିର ବିକ୍ରି ମୂଲ୍ୟ ଉପରେ […]

Read More Text.

ଯୁଗ୍ମ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କେନ୍ଦ୍ରକୁ ୭ ପ୍ରସ୍ତାବ

ଚେନ୍ନଇ : ନିର୍ବାଚନମଣ୍ଡଳୀ ଲୋକସଭା ସୀମା ପୁନଃ ନିର୍ଦ୍ଧାରଣ ପ୍ରକ୍ରିୟାକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ଯେଉଁ ଉଦ୍ୟମ ଆରମ୍ଭ କରିଛନ୍ତି, ସେହି ପ୍ରସଙ୍ଗରେ ଶନିବାର ଡିଏମକେ ନେତୃତ୍ବାଧୀନ ଯୁଗ୍ମ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଚେନ୍ନଇଠାରେ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଯୋଗଦେଇଥିବା ଅଣ-ବିଜେପି ଶାସିତ ରାଜ୍ୟର ଅଧିକାଂଶ ରାଜନେତା ଏହି ପ୍ରସ୍ତାବକୁ ବିରୋଧ କରି ନିଜସ୍ବ ମନ୍ତବ୍ୟ ଦେଇଥିବାବେଳେ କମିଟି ପକ୍ଷରୁ କେନ୍ଦ୍ର ସରକାରଙ୍କୁ ସାତଟି ପ୍ରସ୍ତାବ ଦିଆଯାଇଛି। ଗଣତନ୍ତ୍ରର ବିଷୟବସ୍ତୁ ଓ ଚରିତ୍ରକୁ […]

Read More Text.