ବ୍ୟାଙ୍କ ଧର୍ମଘଟ ଡାକରା: ୪ ଦିନ ବ୍ୟାଙ୍କ ସେବା ବନ୍ଦ ରହିବ
ନୂଆଦିଲ୍ଲୀ/ଭୁବନେଶ୍ବର: ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ (ଆଇବିଏ) ସହିତ ଆଲୋଚନା ବିଫଳ ହେବା ପରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (ୟୁଏଫବିୟୁ ) ମାର୍ଚ୍ଚ ୨୪ ଏବଂ ୨୫ ରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି। ୟୁଏଫବିୟୁର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ନିଯୁକ୍ତି, ଚାକିରି ସୁରକ୍ଷା ଏବଂ ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଆଦି ରହିଛି। ବିଭିନ୍ନ ଦାବି ନେଇ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (ୟୁଏଫବିୟୁ ) ମାର୍ଚ୍ଚ ୨୪ଏବଂ ୨୫ ତାରିଖ ଦୁଇ ଦିନିଆ […]
Read More Text.