ହୋଲି ପୂର୍ବରୁ ବଢ଼ିବ କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଚଳିତ ସପ୍ତାହରେ ଅର୍ଥାତ୍ ହୋଲି ପୂର୍ବରୁ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିପାରନ୍ତି। ମୂଳ ଦରମାର ୫୩%ରୁ ୫୫ ପ୍ରତିଶତ ପର୍ଯ୍ୟନ୍ତ ମହଙ୍ଗା ଭତ୍ତା ବଢ଼ିପାରେ। ଏହା ଦ୍ବାରା ପ୍ରାୟ ୧୨ ନିୟୁତ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ। ଗୋଟିଏ ବର୍ଷରେ କେନ୍ଦ୍ର ସରକାର ଦୁଇଥର ମହଙ୍ଗା ଭତ୍ତା ବୃଦ୍ଧି କରିଥାନ୍ତି। ସାଧାରଣତଃ, ମାର୍ଚ୍ଚରେ ବର୍ଷର ପ୍ରଥମ ବୃଦ୍ଧି ଘୋଷଣା କରାଯାଏ, ଯାହା ହୋଲି ପାଖାପାଖି ହୋଇଥାଏ ଓ […]

Read More Text.

ଆଇପିଏଲରେ ତମାଖୁ ଓ ମାଦକଦ୍ରବ୍ୟ ବିଜ୍ଞାପନ ନିଷେଧ

ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)ରେ କୌଣସି ପ୍ରକାର ତମାଖୁ ଏବଂ ମାଦକଦ୍ରବ୍ୟର ବିଜ୍ଞାପନ ପ୍ରସାରିତ ହେବ ନାହିଁ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆଇପିଏଲକୁ ନିର୍ଦେଶ ଦିଆଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସ୍ବାସ୍ଥ୍ୟ ସେବା ମହାନିର୍ଦେଶକ ଅତୁଲ ଗୋଏଲ ଏ ସଂକ୍ରାନ୍ତରେ ଆଇପିଏଲ ଅଧ୍ୟକ୍ଷ ଅରୁଣ ଧୁମାଲଙ୍କୁ ଚିଠି ଲେଖି ନିର୍ଦେଶନାମା ଜାରି କରିଛନ୍ତି। ଅତୁଲ ଲେଖିଛନ୍ତି, କ୍ରିକେଟ ଖେଳାଳିମାନେ ଭାରତୀୟ ଯୁବଗୋଷ୍ଠୀଙ୍କ ପାଇଁ ରୋଲ ମଡେଲ। ସେମାନେ […]

Read More Text.

ଅଧିକାରୀମାନେ ମୋ‌ତେ ଗାଳିଗୁଲଜ କରିବା ସହିତ ମାନସିକ ନିର୍ଯାତନା ଦେଇଛନ୍ତି

ନୂଆଦିଲ୍ଲୀ: ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ସୁନା ଚୋରା ଚାଲାଣ ମାମଲାରେ ଗିରଫ କରାଯାଇଛି। ଗିରଫ ପରେ ରାଣ୍ୟାଙ୍କୁ କୋର୍ଟରେ ହାଜର କରାଯିବା ସହ ତାଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ସୋମବାର ରାଣ୍ୟାଙ୍କୁ କୋର୍ଟରେ ହାଜର କରାଯାଇଥିଲା। କୋର୍ଟରେ ଶୁଣାଣି ସମୟରେ ରାଣ୍ୟା କାନ୍ଦିକାନ୍ଦି ବିଚାରପତିଙ୍କୁ କହିଥିଲେ,‘ ଡାଇରେକ୍ଟର ଅଫ ରେଭିନ୍ୟୁ ଇଣ୍ଟେଲିଜେନ୍ସ (ଡିଆରଆଇ)ର ଅଧିକାରୀମା‌ନେ ମୋତେ ମାଡ଼ ମାରି ନାହାନ୍ତି କିନ୍ତୁ ପ୍ରଚୁର ମାତ୍ରାରେ ମାନସିକ ନିର୍ଯାତନା […]

Read More Text.

ଲଳିତ ମୋଦୀଙ୍କ ନାଗରିକତା ରଦ୍ଦ କଲା ଭାନୁଆଟୁ

ନୂଆଦିଲ୍ଲୀ : ପଳାତକ ଭାରତୀୟ ବ୍ୟବସାୟୀ ଲଳିତ ମୋଦୀଙ୍କୁ ଦିଆଯାଇଥିବା ନାଗରିକତା ବାତିଲ କରିବାକୁ ଭାନୁଆଟୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତି ମାମଲାରେ ସେ ଭାରତରେ ୱାଣ୍ଟେଡ୍ ଅଛନ୍ତି। ପ୍ରଶାନ୍ତ ମହାସାଗରର ୮୦ରୁ ଅଧିକ ଦ୍ୱୀପକୁ ନେଇ ଗଠିତ ଦ୍ୱୀପରାଷ୍ଟ୍ର ଭାନୁଆତୁର ନାଗରିକତ୍ୱ ଲଳିତ ମୋଦୀ ପାଇଛନ୍ତି ବୋଲି ଭାରତ ସରକାର ନିଶ୍ଚିତ କରିବାର ତିନି ଦିନ ପରେ ଏହି ନିର୍ଦ୍ଦେଶ ଆସିଛି। ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପୂର୍ବତନ ମୁଖ୍ୟ ମୋଦୀ ବିଶ୍ୱର ସବୁଠାରୁ […]

Read More Text.

ଶରୀରର ଅତ୍ୟଧିକ ଓଜନ ମହିଳାଙ୍କୁ ନିର୍ଦ୍ଦୋଷ ବୋଲି ପ୍ରମାଣ କଲା

ନୂଆଦିଲ୍ଲୀ: ସୁସ୍ଥ ଓ ନିରୋଗ ଜୀବନଯାପନ କରିବାକୁ ସର୍ବଦା ଡାକ୍ତରମାନେ ପରାମର୍ଶ ଦେଇ ଆସିଛନ୍ତି। ଶରୀରର ଓଜନକୁ ନିୟନ୍ତ୍ରଣରେ ରଖି ପାରିଲେ ଏକ ସୁସ୍ଥ ଜୀବନ ବଞ୍ଚି ପାରିବା। ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଯାହା ଯେତେବେଳେ ମିଳିଲା ଆମେ ଖାଇଲେ। ଯେତେବେଳେ ପାରିଲେ ଶୋଇ ପଡ଼ିଲେ। ଏହାଦ୍ବାରା ଶରୀରରେ ମେଦବହୁଳ ସମସ୍ୟା ଦେଖା ଦେଇଥାଏ। ତେବେ ଏହି ମେଦବହୁଳକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଶରୀର ଅତ୍ୟଧିକ ଓଜନ ହେତୁ ଜଣେ ମହିଳା ଜେଲରୁ […]

Read More Text.

୨୦ ମିନିଟରେ ଲୁଟିନେଲେ ୨୫ କୋଟିର ଅଳଙ୍କାର

ଆରା: ବିହାରର ଆରାରେ ଥିବା ତନିସ୍କ ଶୋ’ରୁମକୁ ଟାର୍ଗେଟ କରିଛନ୍ତି ଡକାୟତ। ଭୋଜପୁର ଜିଲ୍ଲା ଆରା ବଜାରର ଗୋପାଳି ଛକରେ ଥିବା ତନିସ୍କ ଶୋ’ରୁମ୍ ରେ ଡକାୟତମାନେ ପଶି ସୋ’ରୁମ୍ କର୍ମଚାରୀଙ୍କୁ ବନ୍ଧକ ରଖି ମାତ୍ର ୨୦ ମିନିଟ୍ ମଧ୍ୟରେ ୨୫ କୋଟିରୁ ଅଧିକ ଟଙ୍କାର ଗହଣା ଲୁଟି ନେଇଛନ୍ତି। ଆଇନ ପ୍ରତି ଏହି ଅପରାଧୀମାନେ ଏତେ ବେପରୁଆ ଥିଲେ ଯେ କେହି ମୁହଁ ଲୁଚାଇବାକୁ ଚେଷ୍ଟା କରିନଥିଲେ କି ଘଟଣା ସମୟରେ କାହାକୁ ଡରୁନଥିଲେ। ଏପରିକି […]

Read More Text.

ତୁଣ୍ଡରେ ଲଗାମ ଲଗାଅ: ଧର୍ମେନ୍ଦ୍ର ଓ ଷ୍ଟାଲିନ ମୁହାଁମୁହିଁ

ନୂଆଦିଲ୍ଲୀ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନର ଜବାବ ଦେଇ ତାଙ୍କୁ ‘ଅହଂକାରୀ’ ବୋଲି କହିଛନ୍ତି। ପୂର୍ବରୁ, କେନ୍ଦ୍ରମନ୍ତ୍ରୀ ତାମିଲନାଡୁ ସରକାରଙ୍କୁ ‘ବେଇମାନ’ ବୋଲି କହିଥିଲେ। ଲୋକସଭାରେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପିଏମ୍ ସ୍କୁଲ ଫର ରାଇଜିଂ ଇଣ୍ଡିଆ ଯୋଜନା (ପିଏମ୍ ଶ୍ରୀ) ଉପରେ ତାମିଲନାଡୁ ସରକାରଙ୍କୁ ଟାର୍ଗେଟ କରିଥିଲେ ଏବଂ ରାଜ୍ୟ ସରକାରଙ୍କୁ ‘ବେଇମାନ’ ବୋଲି କହିଥିଲେ। ପ୍ରଧାନ କହିଥିଲେ ଯେ ଏମକେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ତାମିଲନାଡୁ ସରକାର ପିଲାମାନଙ୍କ […]

Read More Text.

ଏମ୍ସ ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ତେବେ ଦିଲ୍ଲୀ ଏମ୍ସ କାର୍ଡିଓଲୋଜି ମୁଖ୍ୟ ଡାକ୍ତର ରାଜୀବ ନାରାଙ୍ଗଙ୍କ ତତ୍ତ୍ବାବଧାନରେ ଧନକଡଙ୍କୁ ଚିକିତ୍ସାରେ ରଖାଯାଇଛି । ତେବେ ଉପରାଷ୍ଟ୍ରପତିଙ୍କୁ ଦେଖିବାକୁ ଏମ୍ସ ଯାଇଥିଲେ ପ୍ରଧାନମନ୍ତ୍ରୀ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା […]

Read More Text.

ମହିଳାଙ୍କ ସୁରକ୍ଷା ପାଇଁ ବାର୍ତ୍ତା ଦେଲେ ମନ୍ତ୍ରୀ, କହିଲେ ପର୍ସରେ ରଖ ଛୁରୀ ଓ ଲଙ୍କା ଗୁଣ୍ଡ

ନୁଆଦିଲ୍ଲୀ : ମହାରାଷ୍ଟ୍ରର ମନ୍ତ୍ରୀ ଗୁଲାବରାଓ ପାଟିଲ କହିଛନ୍ତି ମହିଳାମାନେ ଆତ୍ମସୁରକ୍ଷା ପାଇଁ ନିଜ ପର୍ସରେ ଛୁରୀ, ଲଙ୍କା ପାଉଡର ସହିତ ଲିପଷ୍ଟିକ୍ ରଖିବା ଉଚିତ । ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ  ଶନିବାର ଦିନ  ସେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେଇଥିଲେ । ବରିଷ୍ଠ ଶିବସେନା ନେତା ମହିଳା ସଶକ୍ତିକରଣ ପାଇଁ ସରକାରଙ୍କ ଦ୍ୱାରା ନିଆଯାଇଥିବା ପଦକ୍ଷେପଗୁଡ଼ିକ ଉପରେ ମଧ୍ୟ ଆଲୋକପାତ କରିଥିଲେ ।  ଯେଉଁଥିରେ MSRTC ବସ୍ ଭଡ଼ା ଅଧା ହ୍ରାସ କରିବା , […]

Read More Text.

ଆତ୍ମନିର୍ଭର ମହିଳାଙ୍କ ଦ୍ବାରା ହୋଇପାରିବ ବିକଶିତ ଭାରତ: ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ‘ନାରୀଶକ୍ତି ମାଧ୍ୟମରେ ବିକଶିତ ଭାରତ’ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀକୁ ସମ୍ବୋଧନ କରି ରାଷ୍ଟ୍ରପତି କହିଛନ୍ତି ଯେ ମହିଳାଙ୍କ ସଫଳତାକୁ ସମ୍ମାନ ଦେବା, ସେମାନଙ୍କ ଅଧିକାର ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ଲିଙ୍ଗଗତ ସମାନତାକୁ ପ୍ରୋତ୍ସାହିତ କରିବା ପାଇଁ ନିଜକୁ ଉତ୍ସର୍ଗ କରିବାର ଏହା ଏକ ସୁଯୋଗ। ସେ […]

Read More Text.