ପ୍ରକାଶ ପାଇଲା CBSE ଦ୍ବାଦଶ ପରୀକ୍ଷା ଫଳ, ଚଳିତବର୍ଷ ପାସ୍ ହାର ୮୫.୨୦%

ନୂଆଦିଲ୍ଲୀ : ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ରେଜଲ୍ଟ । cbse.gov.in କିମ୍ବା results.cbse.nic.in ଯାଇ ଚେକ୍ କରିପାରିବେ ଛାତ୍ରଛାତ୍ରୀ । ଡିଜି ଲକର୍ ଏବଂ ଉମଙ୍ଗ ଆପରେ ମଧ୍ୟ ରେଜଲ୍ଟ ପ୍ରକାଶିତ । ଏସବୁ ୱେବସାଇଟରେ ନିଜର ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ । ଚଳିତବର୍ଷ ରେଜଲ୍ଟ ହାର ୮୫.୨୦% । ଗତବର୍ଷ ତୁଳନାରେ ପରୀକ୍ଷା ପାସ୍ ହାର ୩.୧୯% କମ୍ । ଗତବର୍ଷ ପାସ୍ ହାର ୮୮.୯୩% ରହିଥିଲା । ଚଳିତବର୍ଷ ୧୭ ଲକ୍ଷରୁ […]

Read More Text.

ଦେଶବାସୀଙ୍କୁ ଅପିଲ୍ ପରେ ନିଜ କାରକେଡରେ ଗାଡ଼ି ସଂଖ୍ୟା ଅଧା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶବାସୀଙ୍କୁ ଅପିଲ୍ ପରେ ନିଜେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନିଜ ତରଫରୁ ସମସ୍ତଙ୍କୁ ଉଦାହରଣ ଦେଇଛନ୍ତି । ନିଜ କାରକେଡକୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କରିଛନ୍ତି ପିଏମ୍ ମୋଦି । ପ୍ରଧାନମନ୍ତ୍ରୀ ନିଜେ ବ୍ୟବହାର କରୁଥିବା କନଭୟ ବା ସୁରକ୍ଷା ଯାନବାହାନ ସଂଖ୍ୟା ଯଥେଷ୍ଟ ସୀମିତ କରିଦେଇଛନ୍ତି । ନିଜ ସୁରକ୍ଷାରେ ନିୟୋଜିତ ଗାଡ଼ିକୁ ୫୦ ପ୍ରତିଶତ ହ୍ରାସ କରିଛନ୍ତି ପ୍ରଧାନମନ୍ତ୍ରୀ । ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ […]

Read More Text.

ମୁଲାୟମ ସିଂହଙ୍କ ପୁଅ ପ୍ରତୀକ ଯାଦବଙ୍କ ଦେହାନ୍ତ

ଉତ୍ତରପ୍ରଦେଶ : ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂହଙ୍କ ପୁଅ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ବୟସ ହୋଇଥିଲା । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ହସ୍ପିଟାଲକୁ ନିଆଯିବା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ହସପିଟାଲରେ ଡାକ୍ତର ତାଙ୍କୁ ଆନୁଷ୍ଠାନିକ ଭାବରେ ମୃତ ଘୋଷଣା କରିଥିଲେ । ପ୍ରତୀକ ଯାଦବ ବିଜେପି ନେତା ଅପର୍ଣ୍ଣା ଯାଦବଙ୍କ ସ୍ୱାମୀ ଥିଲେ । ପ୍ରତୀକ ଯାଦବ ସ୍ବର୍ଗତ […]

Read More Text.

ଧାନର MSP ୭୨ ଟଙ୍କା ବୃଦ୍ଧି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ:ଧାନର MSP  କ୍ବିଣ୍ଟାଲ ପିଛା ୭୨ ଟଙ୍କା ବୃଦ୍ଧି କଲେ କେନ୍ଦ୍ର ସରକାର। ବୁଧବାର କେନ୍ଦ୍ର ସରକାର ୨୦୨୬-୨୭ ଖରିଫ ଋତୁ ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (MSP) କୁ ପ୍ରତି କ୍ୱିଣ୍ଟାଲ ୭୨ ଟଙ୍କା ବୃଦ୍ଧି କରିବାକୁ ଅନୁମୋଦନ  ହୋଇଛି। ଯାହା ପ୍ରତି କ୍ୱିଣ୍ଟାଲ ୨,୪୪୧ ଟଙ୍କାକୁ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟିର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସଂଶୋଧିତ ହାର ଅନୁଯାୟୀ, ସାଧାରଣ […]

Read More Text.

NEET UG ୨୦୨୬ ପରୀକ୍ଷା ବାତିଲ, ପ୍ରଶ୍ନପତ୍ର ଲିକ୍ ନେଇ NTAର ନିଷ୍ପତ୍ତି

ନୂଆଦିଲ୍ଲୀ : NEET UG ୨୦୨୬ ପରୀକ୍ଷା ବାତିଲ ହୋଇଛି । ପରୀକ୍ଷା ବାତିଲା କଲା ଏନଟିଏ । ପ୍ରଶ୍ନପତ୍ର ଲିକ୍ ନେଇ ଏନଟିଏ ଏଭଳି ନିଷ୍ପତ୍ତି ନେଇଛି । ପରୀକ୍ଷା ୩ ମଇ ୨୦୨୬ରୁ ଚାଲିଥିଲା । ପ୍ରଶ୍ନପତ୍ର ଲିକ୍ ମାମଲାର ତଦନ୍ତ କରିବ ସିବିଆଇ । ପରୀକ୍ଷାର୍ଥୀଙ୍କ ହିତ ଦୃଷ୍ଟିରୁ ଏନଟିଏ ଏଭଳି ନିଷ୍ପତ୍ତି ନେଇଛି । ପରୀକ୍ଷା ପୂର୍ବଦିନ ପ୍ରଶ୍ନପତ୍ର ବିକ୍ରି ହୋଇଥିବା ଅଭିଯୋଗ । ୩୦ ହଜାର ଟଙ୍କାରେ ପ୍ରଶ୍ନପତ୍ର ବିକ୍ରି ହୋଇଥିବା […]

Read More Text.

ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା

ଗୌହାଟୀ : ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା । ହିମନ୍ତ ବିଶ୍ବଶର୍ମା ଦ୍ବିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଗୌହାଟୀର ଖାନାପଡା ଭେଟନାରୀ କଲେଜ ଗ୍ରାଉଣ୍ଡରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି । ହିମନ୍ତ ବିଶ୍ବଶର୍ମାଙ୍କ ସହିତ ଅନ୍ୟ ୪ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ ଶାହ, ଯୋଗୀ ଆଦିତ୍ୟନାଥ, ଚିରାଗ ପାଶୱାନ, ନୀତିନ ଗଡକାରୀ, […]

Read More Text.

ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ, ୧୨ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ରାଜଗଢ ଜିଲ୍ଲାର ପଚୋରରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଗତକାଲି ରାତି ପ୍ରାୟ ୮ଟା ୩୦ ମିନିଟ ସମୟରେ ସହର ମଝିରେ ଥିବା ଏକ ଭାରତ ପେଟ୍ରୋଲିୟମ୍ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୧୨ ଜଣ ଲୋକ ଗୁରୁତର ଭାବେ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେମାନଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ଇନ୍ଦୋର ପଠାଯାଇଛି । ସୂଚନାନୁଯାୟୀ, ପେଟ୍ରୋଲ ପମ୍ପରେ ଏକ ଧାଡ଼ିରେ ଟ୍ରାକ୍ଟରରେ ଡିଜେଲ ଭର୍ତ୍ତି […]

Read More Text.

ଯୁଦ୍ଧ ପରିସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ: ‘ବର୍ଷେ ଯାଏଁ କିଣନି ସୁନା, ପେଟ୍ରୋଲ୍ ଡିଜେଲ୍ ସଞ୍ଚୟ କର’

ନୂଆଦିଲ୍ଲୀ: ବୈଦେଶିକ ମୁଦ୍ରା ସଞ୍ଚୟ ପାଇଁ ସୁନା, ଇନ୍ଧନ, ଖାଇବା ତେଲ, ସାର ଓ ବିଦେଶ ଯାତ୍ରା ଆଦି ବାବଦରେ ଖର୍ଚ୍ଚ କମ୍ କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ । ଏହାପରେ, ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । କିଛି ସ୍ଥାନରେ ପେଟ୍ରୋଲ ବିକ୍ରି କାଣ୍ଟଛାଣ୍ଟ କରାଯାଇଥିବା ଦେଖିବାକୁ ମିଳିଛି । ସେପଟେ ଏଭଳି ଅପିଲ୍‌କୁ ସ୍ୱାଗତ କରିବା ସହ ଏହାକୁ ସକାରାତ୍ମକ ଭାବେ ନେବା ଉଚିତ ବୋଲି ମତ ରଖିଛନ୍ତି ଅର୍ଥନୀତି ବିଶେଷଜ୍ଞ । […]

Read More Text.

ଜୁଲାଇ ପହିଲାରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ, ମିଳିବ ୧୨୫ ଦିନର ରୋଜଗାର ଗ୍ୟାରେଣ୍ଟି

ନୂଆଦିଲ୍ଲୀ:ଜୁଲାଇ ୧ରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ। ଏନେଇ କେନ୍ଦ୍ର ସରକାର ଅଧିସୂଚନା ଜାରି କରିଛନ୍ତି ।ନୂଆ ଆକ୍ଟ ଅନୁଯାୟୀ, ଜୁଲାଇ ୧, ୨୦୨୬ରୁ ସମଗ୍ର ଦେଶରେ ଲାଗୁ ହେବ ଭିବି-ଜିରାମ-ଜି। ଯାହା ପୂର୍ବରୁ ମହାତ୍ମା ଗାନ୍ଧୀ ରାଷ୍ଟ୍ରୀୟ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଅଧିନିୟମ ମନରେଗା ନାମରେ ଜଣାଶୁଣା ଥିଲା। ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା(ମନରେଗା)ରେ ବ୍ୟାପକ ଦୁର୍ନୀତି ଚାଲିଥିଲା। ଏଥିରେ ସଂସ୍କାର ଆଣିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିକଶିତ […]

Read More Text.

ବାଂଲାଦେଶ ସୀମାରେ ଲାଗିବ ତାରବାଡ଼, ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ନିଷ୍ପତ୍ତି

କୋଲକତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶୁଭେନ୍ଦୁ ଅଧିକାରୀ ଦାୟିତ୍ୱ ନେବା ପରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦୀର୍ଘଦିନ ଧରି ଥିବା ବାଂଲାଦେଶ ସୀମା ବିବାଦର ସମାଧାନର ବାଟ ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ଆଗାମୀ ୪୫ ଦିନ ଭିତରେ ଜମି ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ୪୫ ଦିନରେ ସମଗ୍ର ଅଞ୍ଚଳ ସୀମା ସୁରକ୍ଷା ବଳ (ବିଏସଏଫ) ଅଧୀନରେ ରହିବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ […]

Read More Text.