୯୦ ପ୍ରତିଶତ ଭାରତୀୟଙ୍କ ଶରୀରରେ ଲୁଚି ରହିଛି ବିପଜ୍ଜନକ ଭାଇରସ୍ : ୫୬ ପ୍ରତିଶତ ଏନେଇ ଅଜଣା
ନୂଆଦିଲ୍ଲୀ: ଆମ ମଧ୍ୟରୁ ଅଧିକାଂଶ ଲୋକ ଜାଣନ୍ତି ନାହିଁ ଯେ, ଆମ ଶରୀରରେ ଏକ ଭାଇରସ ଲୁଚି ରହିଛି, ଯାହା ବୟସ ବୃଦ୍ଧି ସହିତ ଏକ ବିପଜ୍ଜନକ ରୂପ ନେଇପାରେ। ଏକ ସଦ୍ୟତମ ସର୍ଭେ ଅନୁଯାୟୀ, ଏହି ଭାଇରସ ୫୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସର ୯୦ ପ୍ରତିଶତ ଭାରତୀୟଙ୍କ ଶରୀରରେ ରହିଛି। କିନ୍ତୁ ଆଶ୍ଚର୍ଯ୍ୟର କଥା ହେଉଛି ଯେ, ୫୬.୬ ପ୍ରତିଶତ ଲୋକଙ୍କ ପାଖରେ ଏହା ବିଷୟରେ କୌଣସି ସୂଚନା ନାହିଁ। ଏହି ଭାଇରସ୍ […]
Read More Text.