ଟ୍ରମ୍ପଙ୍କ ଟାର୍ଗେଟରେ ୟୁଏସଏଆଇଡି କର୍ମଚାରୀ; ଛଟେଇରେ ବଳି ପଡ଼ିବେ ପ୍ରାୟ ୨ ହଜାର ଚାକିରିଆ

ନୂଆଦିଲ୍ଲୀ: ୟୁଏସଏଆଇଡି କର୍ମଚାରୀଙ୍କୁ ଟ୍ରମ୍ପ ଛାଟ । ଚାକିରିରୁ ବାହାରିଲେ ଦୁଇ ହଜାର ସରକାରୀ ଚାକିରିଆ । ଦେଶରୁ ବେଆଇନ ପ୍ରବାସୀଙ୍କୁ ବାହାର କରିବା ପରେ ଏବେ ୟୁଏସ୍ ଏଜେନ୍ସି ଫର୍ ଇଣ୍ଟରନ୍ୟାଶନାଲ ଡେଭଲ୍ପମେଣ୍ଟର କର୍ମଚାରୀଙ୍କୁ ଛଟେଇ ପାଇଁ ନିଷ୍ପତ୍ତି ନେଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଏହାସହିତ ହଜାରେରୁ ଅଧିକ କର୍ମଚାରୀଙ୍କୁ ଛୁଟିରେ ପଠାଇବାକୁ ଅଧିସୂଚନା ଜାରି କରିଛନ୍ତି । ସୂଚନା ଅନୁଯାୟୀ, ଆମେରିକା ପ୍ରଶାସନ ଉପରୁ ଆର୍ଥିକ ବୋଝ କମାଇବାକୁ ଏଭଳି ଆକ୍ସନ ନେଇଛନ୍ତି ଡୋନାଲ୍ଡ […]

Read More Text.

ଚାମ୍ପିଅନ୍ସ ଟ୍ରଫିରେ ଆତଙ୍କୀ ଆକ୍ରମଣ ଭୟ ! ବିଦେଶୀ କ୍ରିକେଟ ପ୍ରେମୀଙ୍କୁ ଅପହରଣ ଯୋଜନା

ଦୀର୍ଘ ୨୯ ବର୍ଷ ପରେ ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରୁଛି । ସୁରକ୍ଷା ଏବଂ ଆତଙ୍କୀ ଆକ୍ରମଣ ଭୟରେ ପାକିସ୍ତାନରେ କିଛି ବର୍ଷ ହେଲାଣି କୌଣସି ଅର୍ନ୍ତରାଷ୍ଟ୍ରୀୟ ମ୍ୟାଚ ହୋଇନାହିଁ । ଏପରି ସ୍ଥଳରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆୟୋଜନ ପାକିସ୍ତାନକୁ ମିଳିଥିବା ବେଳେ ପୁଣିଥରେ ଆତଙ୍କୀ ଆକ୍ରମଣ ଭୟ ଦେଖାଦେଇଛି । ବିଦେଶୀ କ୍ରିକେଟ ପ୍ରେମୀଙ୍କୁ ଅପହରଣ ଯୋଜନା କରାଯାଇଥିବା ନେଇ ସୂଚନା ମିଳିଛି । ଏନେଇ ଖୋଦ ହାଇଆଲର୍ଟ ଜାରି କରିଛନ୍ତି ପାକିସ୍ତାନ […]

Read More Text.

ମହାକୁମ୍ଭର ସଫେଇ କର୍ମଚାରୀଙ୍କୁ ସମ୍ବୋଧିତ କରିବେ ଯୋଗୀ ଆଦିତ୍ୟନାଥ

ପ୍ରୟାଗରାଜ୍‌: ମହାକୁମ୍ଭରେ ପବିତ୍ର ବୁଡ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢିବାରେ ଲାଗିଛି । ରିପୋର୍ଟ ଅନୁସାରେ ୧୩ ଜାନୁଆରିରୁ ଏପର୍ଯ୍ୟନ୍ତ ୬୨ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇ ସାରିଛନ୍ତି। ପ୍ରତ୍ୟେକ ଦିନ ଶ୍ରଦ୍ଧାଳୁମାନଙ୍କର ବହୁସଂଖ୍ୟାରେ ଭିଡ ଥାଇ ମଧ୍ୟ ସଙ୍ଗମ ସ୍ଥଳ ସଫାସୁତୁରା ଏବଂ ଅନ୍ୟ ବ୍ୟବସ୍ଥା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଖୁବ୍‌ ଭଲରେ ପରିଚାଳନା ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ମହାକୁମ୍ଭରେ ସଫାସୁତୁରା କରୁଥିବା କର୍ମଚାରୀଙ୍କୁ ଖୁବ୍‌ ପ୍ରଶଂସା କରିଥିଲେ । ଏବେ […]

Read More Text.

ପାଟଣାରେ ଭୟଙ୍କର ଦୁର୍ଘଟଣା ; ଟ୍ରକ ଓ ଅଟୋ ମୁହାଁମୁହିଁ, ୭ ମୃତ

ମୁମ୍ଵାଇ : ପାଟଣାରେ ଭୟଙ୍କର ଦୁର୍ଘଟଣା । ଟ୍ରକ ଓ ଅଟୋ ମଧ୍ୟରେ ମୁଁହାମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଛି । ସେଥିରୁ ଅନେକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଅତି ସଙ୍କଟାପର୍ଣ୍ଣ ରହିଛି । ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକମାନେ ଶ୍ରମିକ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ, ବିହାର ପାଟଣାର ମସୌରିରୁ ଏକ […]

Read More Text.

ଆମେରିକାକୁ ନାଲି ଆଖି ଦେଖାଇଲା ପାକିସ୍ତାନ: ଆଫଗାନ ଶରଣାର୍ଥୀଙ୍କୁ ଫେରାଇବାକୁ ଧମକ

ଇସଲାମାବାଦ: ଆମେରିକାରେ ପୁନର୍ବାସ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଆଫଗାନ ନାଗରିକଙ୍କ ମାମଲା ଖାରଜ ହେଲେ କିମ୍ବା ସମୟ ମଧ୍ୟରେ ପ୍ରକ୍ରିୟାକରଣ ନ ହେଲେ ସେମାନଙ୍କୁ ଫେରାଇ ଦେବାକୁ ପାକିସ୍ତାନ ଧମକ ଦେଇଛି। ଭଏସ୍ ଅଫ୍ ଆମେରିକା ଅନୁଯାୟୀ ତୁର୍କୀର ସ୍ଥାନୀୟ ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇଶାକ ଡାର୍ କହିଛନ୍ତି, ଯଦି କୌଣସି ଶରଣାର୍ଥୀଙ୍କୁ ଅନ୍ୟ କୌଣସି ଦେଶ ଉଚିତ୍ ପ୍ରକ୍ରିୟା ପରେ ଗ୍ରହଣ କରିବାକୁ ପଡ଼େ। କିନ୍ତୁ ସେହି […]

Read More Text.

ବାଲାଜୀ ସରକାର କର୍କଟ ଡାକ୍ତରଖାନାର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦୁଇ ଦିନିଆ ମଧ୍ୟପ୍ରଦେଶ ଗସ୍ତରେ ଯାଇଥିବାବେଳେ ଛତରପୁରସ୍ଥିତ ବାଗେଶ୍ଵର ଧାମରେ ବାଲାଜୀ ସରକାର କର୍କଟ ଶିକ୍ଷାନୁଷ୍ଠାନ ଓ ଡାକ୍ତରଖାନାର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ଜନସଭାରେ ଉଦବୋଧନ ଦେଇଥିଲେ। ସେ କହିଥିଲେ, ବହୁତ କମ ଦିନରେ ସେ ୨ୟ ଥର ପାଇଁ ବୀରଙ୍କ ମାଟିରେ ପାଦ ରଖିବାର ସୌଭାଗ୍ୟ ମିଳିଲା। ଏଥର ବାଲାଜୀଙ୍କ ଡାକରା ଆସିଥିଲା। ଆସ୍ଥାର ଏହି କେନ୍ଦ୍ର ଏବେ ଆରୋଗ୍ୟର କେନ୍ଦ୍ର ହେବାକୁ ଯାଉଛି। ସେ […]

Read More Text.

ସଙ୍ଗମ ସ୍ଥଳରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ପ୍ରୟାଗରାଜ: ମହାକୁମ୍ଭରେ ବୁଡ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କ ପରିବାରଙ୍କ ସଙ୍ଗେ ପ୍ରୟାଗରାଜ ଯାଇଥିବା ବେଳେ, ପବିତ୍ର ମହାକୁମ୍ଭ ଅବସରରେ ସଙ୍ଗମ ଜଳରେ ମହାସ୍ନାନ କରିଛନ୍ତି । ମହାସ୍ନାନର ଶେଷ ସପ୍ତାହ । ଆଉ ଦୁଇ ତିନି ଦିନ ପରେ ଖାଁ ଖାଁ ହେବାକୁ ଯାଉଛି ସଙ୍ଗମ ସ୍ଥଳ । ୧୪୪ ବର୍ଷ ପରର ଏ ପବିତ୍ର ମୂହୂର୍ତ୍ତ ହାତରୁ ଖସିଯାଉଥିବାରୁ, ଏବେ ଆସ୍ତାର ବୁଡ ପାଇଁ, ଦେଶ […]

Read More Text.

‘ମନ କି ବାତ୍’ର ୧୧୯ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତାଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ୍’ର ୧୧୯ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏଥିରେ ସେ ଦ୍ରୁତ ଗତିରେ ବଢୁଥିବା ସ୍ଵାସ୍ଥ୍ୟ ସମସ୍ୟା ‘ମୋଟାପଣ’ ଉପରେ ଚର୍ଚ୍ଚା କରିଛନ୍ତି। ଦେଶରେ ମୋଟାପଣ ଏବେ କିପରି ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନର ଚିନ୍ତା ପାଲଟିଛି ଏବଂ ଏଥିରୁ କିପରି ମୁକ୍ତି ପାଇବେ ସେନେଇ ଟିପ୍ସ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ସେ କହିଛନ୍ତି, ଏକ ସୁସ୍ଥ ରାଷ୍ଟ୍ର ନିର୍ମାଣ ପାଇଁ, ଆମକୁ […]

Read More Text.

ଶୁଟିଂ ପାଇଁ ଷ୍ଟଣ୍ଟ ସମୟରେ ଆହତ ହେଲେ ଗୁରୁ ରନ୍ଧୱା

ପଞ୍ଜାବୀ ଗାୟକ ଗୁରୁ ରନ୍ଧୱା ଏକ ଦୁର୍ଘଟଣାର ଶିକାର ହୋଇ ଆହତ ହୋଇଛନ୍ତି। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି। ଏ ସମ୍ପର୍କରେ ​‌ସେ ନିଜେ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସୂଚନା ଦେଇଛନ୍ତି। ନିଜ ଫିଲ୍ମ ଶୁଟିଂ ସମୟରେ ଏକ ଷ୍ଟଣ୍ଟ କରିବା ବେଳେ ସେ ଦୁର୍ଘଟଣାର ଶିକାର ହୋଇଥିଲେ। ନିକଟରେ ଗୁରୁ ରନ୍ଧୱା ‘ଶୌନ୍‌କୀ ସର୍ଦ୍ଦାର’ ଚଳଚ୍ଚିତ୍ରର ଶୁଟିଂ ସମୟରେ ଏକ ଷ୍ଟଣ୍ଟ ପ୍ରଦର୍ଶନ କରୁଥିଲେ। ଅସାବଧାନତା ବଶତଃ ସେ ଆଘାତପ୍ରାପ୍ତ ହୋଇଥିଲେ। ସେ […]

Read More Text.

ସିନ୍ଦେଙ୍କ ଗଡ଼ ଥାନେରେ ‘ଜନତା ଦରବାର’ କରିବେ ବିଜେପି ମନ୍ତ୍ରୀ ଗଣେଶ ନାଏକ

ଥାନେ: ମହାରାଷ୍ଟ୍ର ଜଙ୍ଗଲ ବିଭାଗ ମନ୍ତ୍ରୀ ଏବଂ ବିଜେପି ନେତା ଗଣେଶ ନାଏକ ସୋମବାର ଉପମୁଖ୍ୟମନ୍ତ୍ରୀ ଏବଂ ଶିବସେନା ଅଧ୍ୟକ୍ଷ ଏକନାଥ ସିନ୍ଦେଙ୍କ ଗଡ଼ ଥାନେରେ ‘ଜନତା ଦରବାର’ କରିବେ। ସେ ଥାନେରେ ମଧ୍ୟ ଜନ ଅଭିଯୋଗ ସଭା କରିବେ, ଯଦ୍ୱାରା ଏହି ଅଞ୍ଚଳରେ ସହଯୋଗୀ ସିନ୍ଦେଙ୍କ ଦଳର ପ୍ରାଧାନ୍ୟକୁ ଚ୍ୟାଲେଞ୍ଜ ପାଇଁ ବିଜେପିକୁ ସହଜ ହେବ। ଅପରପକ୍ଷରେ ‘ଜନତା ଦରବାର’ର ଏକମାତ୍ର ଉଦ୍ଦେଶ୍ୟ ହେଉଛି ଜନସାଧାରଣଙ୍କ ଅଭିଯୋଗର ସମାଧାନ କରିବା ବୋଲି ଶ୍ରୀ ନାଏକ ପ୍ରକାଶ […]

Read More Text.