ଦିଲ୍ଲୀ ହାରିବା ପରେ ଏବେ ଆପକୁ ଘାରିଛି ପଞ୍ଜାବ ଚିନ୍ତା

ନୂଆଦିଲ୍ଲୀ: କେଜ୍ରିଓ୍ବାଲଙ୍କ ହାତରୁ ଖସିଯାଇଛି ଦିଲ୍ଲୀ ଶାସନ । ଯାହା କେବେ କେଜ୍ରିଓ୍ବାଲ କଳ୍ପନା ବି କରିନଥିଲେ, ଦିଲ୍ଲୀବାସୀ ତାହା କରିକି ଦେଖାଇଛନ୍ତି । ଚତୁର୍ଥ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବା କେଜ୍ରିଓ୍ବାଲଙ୍କ ସ୍ବପ୍ନକୁ ଭାଙ୍ଗି ଦେଇଛନ୍ତି । ଆଉ ଦିଲ୍ଲୀ ଶାସନ ହାତରୁ ଯିବା ପରେ ପରେ ଏବେ ଆପକୁ ଘାରିଛି ପଞ୍ଜାବ ଚିନ୍ତା । ଦିଲ୍ଲୀ ଧରାଶାୟୀ ହେବା ପରେ ଏବେ ପଞ୍ଜାବରେ କିପରି ସମଦଶା ନହେଉ, ସେଥିପାଇଁ ପୂର୍ବରୁ ମେଳି ଡାକିଛନ୍ତି […]

Read More Text.

ପଞ୍ଜାବରେ ଭାଙ୍ଗିବ ଆପ୍ ସରକାର: କଂଗ୍ରେସ ନେତା

ରାଜଧାନୀ ନୂଆଦିଲ୍ଲୀରେ ଆମ ଆଦମୀ ପାର୍ଟି(ଆପ୍‌) ସରକାରର ପତନ ଘଟିଛି। ଏହା ପରେ ପଞ୍ଜାବ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ବିଜେପି ସହିତ କଂଗ୍ରେସ ବି ଭଗୱନ୍ତ ମନଙ୍କ ସରକାରକୁ ଟାର୍ଗେଟ କରିବାରେ ଲାଗି ପଡ଼ିଛି। କଂଗ୍ରେସର ବରିଷ୍ଠ ନେତା ପ୍ରତାପ ସିଂହ ବାଜୱା କହିଛନ୍ତି, ଆପ୍‌ର ୩୦ ବିଧାୟକ ତାଙ୍କ ସମ୍ପର୍କରେ ରହିଛନ୍ତି। ଅନ୍ୟ ଜଣେ ନେତା ସୁଖଜିନ୍ଦର ସିଂହ ରନ୍ଧୱା ଦାବି କରିଛନ୍ତି ଯେ, ପଞ୍ଜାବରେ ଆପ୍‌ ସରକାର ଭାଙ୍ଗିବାକୁ ଯାଉଛି। ରାଜ୍ୟରେ ମଧ୍ୟବର୍ତ୍ତୀକାଳିନ […]

Read More Text.

ଫ୍ରାନ୍ସ ଓ ଆମେରିକା ଗସ୍ତ ପୂର୍ବରୁ ଏପରି କହିଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ଏହାପରେ ଫ୍ରାନ୍ସରୁ ସେ ଆମେରିକା ଗସ୍ତରେ ଯିବେ। ଫ୍ରାନ୍ସ ଓ ଆମେରିକା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ପ୍ରସ୍ଥାନକାଳୀନ ମନ୍ତବ୍ୟ ରଖିଛନ୍ତି। ଗସ୍ତ ପୂର୍ବରୁ ସେ କହିଛନ୍ତି, ‘‘ଫ୍ରାନ୍ସର ରାଷ୍ଟ୍ରପତି ମାକ୍ରୋନଙ୍କ ନିମନ୍ତ୍ରଣ ଅନୁଯାୟୀ ମୁଁ ଫେବୃଆରୀ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଫ୍ରାନ୍ସ ଗସ୍ତରେ ଯାଉଛି। ପ୍ୟାରିସରେ ମୁଁ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ଯୋଗଦେବି, ଯାହା ବିଶ୍ୱନେତା ଏବଂ ବିଶ୍ବର ବୈଷୟିକ […]

Read More Text.

ବିରେନ ସିଂହଙ୍କ ଇସ୍ତଫା ପରେ ବିଜେପି ସହ ମେଣ୍ଟକୁ ଫେରିଲା ଏନପିପି

ମଣିପୁର ମୁଖ୍ୟମନ୍ତ୍ରୀ ପଦରୁ ଏନ. ବିରେନ ସିଂହ ଇସ୍ତଫା ଦେବା ପରେ ବିଜେପିକୁ ନିଜର ସମର୍ଥନର ହାତ ବଢ଼ାଇଛି ନ୍ୟାସନାଲ ପିପୁଲ୍ସ ପାର୍ଟି(ଏନପିପି)। ମଣିପୁରରେ ଶାନ୍ତି ଏବଂ ସାଧାରଣ ଅବସ୍ଥା ଫେରାଇବାରେ ବିରେନ ସିଂହ ସରକାର ବିଫଳ ହୋଇଥିବା ଦର୍ଶାଇ ୩ ମାସ ତଳେ ଏନପିପି ବିଜେପି ସହିତ କରିଥିବା ମେଣ୍ଟରୁ ଓହରିଯାଇଥିଲା। ଏବେ ସିଂହଙ୍କ ଇସ୍ତଫାକୁ ଦଳ ସ୍ବାଗତ କରିବା ସହିତ ପୁନର୍ବାର ସମର୍ଥନ ଜଣାଇଛି। ଦଳର କାର୍ଯ୍ୟକାରୀ ସଭାପତି ଶେଖ ନୁରୁଲ ହସନ କହିଛନ୍ତି, […]

Read More Text.

ପରୀକ୍ଷାର୍ଥୀଙ୍କୁ ମୋଦୀଙ୍କ ଟିପ୍ସ : ନିଜ ସହ କଥା ହୁଅ, ପରୀକ୍ଷା ଜୀବନରେ ସବୁ କିଛି, ତାହା ଭାବିବା ଭୁଲ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପିଏମ୍ ମୋଦୀ ପରୀକ୍ଷାର୍ଥୀ ମାନଙ୍କୁ କହିଛନ୍ତି  କେବେ କେବେ ନିଜ ସହ ମଧ୍ୟ କଥା ହେବା ଉଚିତ୍। ଯେଉଁଠି କେହି ନ ଥିବେ ସେଠି ଆପଣ ପହଞ୍ଚନ୍ତୁ , ନେତୃତ୍ଵ ନେଇପାରିବେ। ଉତ୍ତମ ସ୍ଵାସ୍ଥ୍ୟ ପାଇଁ ମଧ୍ୟ ପରୀକ୍ଷାର୍ଥୀ ମାନଙ୍କୁ ଟିପ୍ସ ଦେଇଛନ୍ତି ପିଏମ୍ ମୋଦୀ। ପିଲାଙ୍କୁ ଅଧିକ ଚାପ ନ ଦେବାକୁ ଅଭିଭାବକ ଓ ଶିକ୍ଷକ ମାନଙ୍କୁ ବାର୍ତ୍ତା ଦେଇଛନ୍ତି। ପିଲାର ଟାଲେଣ୍ଟ ଦେଖି […]

Read More Text.

ମହାକୁମ୍ଭରେ ବୁଡ ପକାଇଲେ, ବିଦେଶାଗତ ପକ୍ଷୀଙ୍କୁ ଦାନା ଦେଲେ ମହାମହିମ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରୟାଗରାଜ ମହାକୁମ୍ଭରେ ବୁଡ ପକାଇଲେ ମହାମହିମ ରାଷ୍ଟ୍ରପତି । ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବୁଡ ପକାଇବା ସହ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପ୍ରୟାଗରାଜରେ ପହଞ୍ଚିବା ପରେ ମହାମହିମ ନୌବିହାର କରିଥିଲେ। ନୌବିହାର କରିବା ସମୟରେ ସେ ଶହ ଶହ ସଂଖ୍ୟାରେ ବିଦେଶାଗତ ପକ୍ଷୀଙ୍କୁ ଦାନା ଦେଇଥିଲେ। ପ୍ରୟାଗରାଜରେ ସ୍ଵତନ୍ତ୍ର ପୂଜାର୍ଚ୍ଚନା ସହ ୮ ଘଣ୍ଟାର କାର୍ଯ୍ୟକ୍ରମ ରହିଛି। ଅକ୍ଷୟବଟ ଓ ହନୁମାନ ଙ୍କୁ ଦର୍ଶନ କରିବା […]

Read More Text.

ଓଡିଶା ପୁରୁଷ ରିଲେ ଦଳ ନୂଆ ଜାତୀୟ କ୍ରୀଡା ରେକର୍ଡ ସହ ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ବର: ଉତ୍ତରାଖଣ୍ଡରେ ୩୮ତମ ଜାତୀୟ କ୍ରୀଡାରେ ଗତ ରବିବାର ଦିନ ଓଡିଶା ପୁରୁଷ ରିଲେ ଦଳ ନୂଆ ଜାତୀୟ କ୍ରୀଡା ରେକର୍ଡ ସହ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଲାଲୁ ପ୍ରସାଦ ଭୋଇ, ଡିଏମ୍ ଜୟରାମ, ଅନିମେଶ କୁଜୁର ଓ ଅମିୟ ମଲ୍ଲିକଙ୍କୁ ନେଇ ଗଠିତ ୪*୧୦୦ମି. ରିଲେ ଦଳ ୩୯.୪୭ ସେକେଣ୍ଡରେ ରେସ୍ ଶେଷ କରି ନୂଆ ଜାତୀୟ ରେକର୍ଡ ସହ ସ୍ବର୍ଣ୍ଣ ଜିଣିଛନ୍ତି । ପୂର୍ବରୁ ଏହି ରେକର୍ଡ ସର୍ଭିସେସ୍ (୩୯.୯୪ ସେକେଣ୍ଡ, […]

Read More Text.

ଝିଆରୀ ବାହାଘରରେ ଯୋଗଦେଲେ ଯୋଗୀ

ଲକ୍ଷ୍ନୌ : ଗୋରଖନାଥ ମଠରେ ଯୋଗଦେବା ପରଠାରୁ ପରିବାର ସହ ସମ୍ପର୍କ ତୁଟାଇଥିବା ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅାଦିତ୍ୟନାଥ ଥରେ ଅଧେ ନିଜ ଘରକୁ ଯାଇଥିଲେ; କିନ୍ତୁ ଶୁକ୍ରବାର ସେ ଉତ୍ତରାଖଣ୍ଡର ପୌଡ଼ି ଜିଲା ଅନ୍ତର୍ଗତ ପଞ୍ଚୁର ଗ୍ରାମସ୍ଥିତ ନିଜ ଘରକୁ ଯାଇ ବଡ଼ ଭାଇଙ୍କ ଝିଅ ଅର୍ଚ୍ଚନା ବିଷ୍ଟଙ୍କ ବିବାହ ଉତ୍ସବରେ ଯୋଗ ଦେଇଥିବା ଜଣାପଡ଼ିଛି। ଅର୍ଚ୍ଚନା ଭାରତୀୟ ରେଳପଥରେ କାର୍ଯ୍ୟରତ ମନୋଜଙ୍କୁ ବିବାହ କରିଛନ୍ତି। ନିରାଡ଼ମ୍ବର ଭାବେ ଆୟୋଜିତ ଏହି ଉତ୍ସବରେ ଉତ୍ତରାଖଣ୍ଡ […]

Read More Text.

ବାରବାଟୀରେ ମ୍ୟାଚ୍‌ ସହ ସିରିଜ୍‌ ଜିତିଲା ଭାରତ

କଟକ : ଭାରତ ଇଂଲଣ୍ଡକୁ ଦ୍ବିତୀୟ ଦିନିକିଆରେ ୪ ଓ୍ବିକେଟରେ ହରାଇଛି । ଏହା ସହିତ ଟିମ୍ ୩ ମ୍ୟାଚର ସିରିଜରେ ୨-୦ରେ ଆଗୁଆ ରହିଛି ।  ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ  ଶୃଙ୍ଖଳାର ୨ୟ ମ୍ୟାଚ୍ ଖେଳାଯାଇଛି। ଏହି ମ୍ୟାଚ୍‌ରେ ଘରୋଇ ଦଳ ୪ ୱିକେଟ୍‌ରେ ବିଜୟୀ ହୋଇଛି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତ ବାରବାଟୀ ଦିନିକିଆ ଜିତିବା ସହିତ ଶୃଙ୍ଖଳାକୁ ଅକ୍ତିଆର […]

Read More Text.

ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ

ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ ରବିବାର ରାଜଭବନରେ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଶ୍ରୀ ସିଂହଙ୍କ ସହ ବିଜେପି ଓ ଏନପିଏଫର ୧୪ ଜଣ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ଏହି ପ୍ରତିନିଧି ଦଳରେ ରାଜ୍ୟ ବିଜେପି ସଭାପତି ଏ ଶାରଦା ଓ ବରିଷ୍ଠ ନେତା ସମ୍ବିତ ପାତ୍ର ମଧ୍ୟ ସାମିଲ ଥିଲେ। ରାଜ୍ୟପାଳଙ୍କୁ ଭେଟିବା ପରେ ଶ୍ରୀ ସିଂହ ମୁଖ୍ୟମନ୍ତ୍ରୀଙ୍କ ସଚିବାଳୟକୁ ଯାଇଥିଲେ। ରାଜ୍ୟପାଳଙ୍କୁ ଲେଖିଥିବା ଚିଠିରେ […]

Read More Text.