ଦିଲ୍ଲୀ ବିସ୍ଫୋରଣ: ଉମର ଓ ଇମାମଙ୍କ ଜାମିନ ଆବେଦନ ଖାରଜ
ନୂଆଦିଲ୍ଲୀ: ଦିଲ୍ଲୀ ଦଙ୍ଗା ମାମଲାରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ସୁପ୍ରିମକୋର୍ଟ ଉମର ଖାଲିଦ ଏବଂ ଶରଜିଲ ଇମାମଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଘଟଣାରେ ଜଡିତ ଅନ୍ୟ ୫ ଅଭିଯୁକ୍ତଙ୍କୁ ଜାମିନ ମିଳିଛି । ଜଷ୍ଟିସ ଅରବିନ୍ଦ କୁମାର ଏବଂ ଜଷ୍ଟିସ ଏନବି ଅଞ୍ଜାରିଆ ମାମଲାକୁ ଶୁଣାଣି କରୁଥିଲେ । ଉଭୟ ବିଚାରପତିଙ୍କୁ ନେଇ ଏକ ଖଣ୍ଡପୀଠ ଗଠିତ ହୋଇଥିଲା । ଖଣ୍ଡପୀଠ କହିଛନ୍ତି ଯେ, ଉମର ଖାଲିଦଙ୍କୁ ବେଲ୍ ମିଳିବ ନାହିଁ । ଏହାସହ […]
Read More Text.