୫୪୭କୁ ବୃଦ୍ଧି ପାଇଲା ନେପାଳ ମୃତ୍ୟୁ ସଂଖ୍ୟା, ୩୨୦ ଭାରତୀୟଙ୍କ ମିଳୁନି ପତ୍ତା
ନେପାଳ : ନେପାଳ ବନ୍ୟା ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏଯାଏଁ ୫୪୭ ଟପିଲାଣି । ଆହୁରି ବଢ଼ିବା ଆଶଂକା । ଅନେକ ଲୋକ ନିଖୋଜ ରହିଛନ୍ତି । ପ୍ରାୟ ୧୫ ଶହ ଲୋକ ନିଖୋଜ ଥିବା ଏପର୍ଯ୍ୟନ୍ତ ଆକଳନ କରାଯାଇଛି । ନେପାଳରେ ୯୦୦ରୁ ଅଧିକ ଲୋକଙ୍କ ପତ୍ତା ମିଳୁନି । ସେହିଭଳି ତିବ୍ବତର ଗିରୋଙ୍ଗ କାଉଣ୍ଟିରେ ୫୫୦ରୁ ଅଧିକ ନିଖୋଜ । ଜୀବନ ସନ୍ଧାନରେ ସମୟ ବିପକ୍ଷରେ ଦୌଡ଼ୁଛନ୍ତି ଉଦ୍ଧାରକାରୀ । ନେପାଳ-ତିବ୍ବତରେ ବିଶାଳ […]
Read More Text.