ଓମାନ ତଟରେ ବୁଡିଲା ଡଙ୍ଗା, ୧୪ ଭାରତୀୟ ଉଦ୍ଧାର
ନୂଆଦିଲ୍ଲୀ:ମଧ୍ୟ ପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଓମାନ ଉପକୂଳରେ ବୁଡିଲା ‘ ଏମଏସ୍ଭି ବିରାଟ ୧’ ନାମକ ଏକ ଭାରତୀୟ ଡଙ୍ଗା। ଏଥିରେ ୧୪ ଜଣ ଭାରତୀୟ କ୍ରୁ-ସଦସ୍ୟ ଥିଲେ, ଯାହାଙ୍କୁ ବର୍ତ୍ତମାନ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଛି। ଡଙ୍ଗା ବୁଡିବା ପରେ ଆମେରିକା ନୌସେନା, ଭାରତୀୟ ନୌସେନା ଏବଂ ଏକ ବାଣିଜ୍ୟକ ଜାହାଜ ମିଳିତ ସହଯୋଗରେ ଉଦ୍ଧାର କରିଥିଲେ। ଖବର ପାଇ ଭାରତୀୟ ନୌସେନା ପକ୍ଷରୁ ଏକ ବାଣିଜ୍ୟ ଜାହାଜ ସାହାଯ୍ୟରେ ବଡ ସ୍ତରରେ ଉଦ୍ଧାର […]
Read More Text.