ପଶ୍ଚିମବଙ୍ଗରେ ଏବେ ୫ ଟଙ୍କାରେ ମିଳିବ ଭାତ-ମାଛ, ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକତା : ଓଡ଼ିଶା ଭଳି କୋଲକତାରେ ମିଳିବ ୫ ଟଙ୍କିଆ ମିଲ୍ । ହେଲେ ଭାତ ଡାଲମା ନୁହେଁ ବରଂ ଭାତ-ମାଛ ମିଳିବ । ଏନେଇ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ରାଜ୍ୟର ଥିବା ୪୦୦ଟି ସ୍ୱତନ୍ତ୍ର କ୍ୟାଣ୍ଟିନରେ ୫ ଟଙ୍କାରେ ମାଛ-ଭାତ ଯୋଗାଇ ଦିଆଯିବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଘୋଷଣା କରିଛନ୍ତି । କଲ୍ୟାଣୀରେ ଆୟୋଜିତ ଏକ ପ୍ରଶାସନିକ ବୈଠକରେ ଲୋକଙ୍କୁ ସମ୍ବୋଧନ କରି ଅଧିକାରୀ କହିଛନ୍ତି ଯେ, ସବସିଡିଯୁକ୍ତ […]

Read More Text.

ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍, ହରମୁଜ୍ ପ୍ରଣାଳୀରେ ଉତ୍ତେଜନା

ନୂଆଦିଲ୍ଲୀ: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍। ହରମୁଜ୍ ପ୍ରଣାଳୀରେ ବଢ଼ିଲା ଉତ୍ତେଜନା । ହରମୁଜ୍ ପ୍ରଣାଳୀରେ ଆତ୍ମରକ୍ଷା ପାଇଁ ଇରାନୀ ଘାଟି ଉପରେ ଆମେରିକାର ଆକ୍ରମଣ। ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳମାର୍ଗ ‘ଷ୍ଟ୍ରେଟ ଅଫ ହର୍ମୁଜ’ ରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କୋର୍ପସ ବା IRGCର ବିପଦକୁ ଦେଖି ଆତ୍ମରକ୍ଷା ପାଇଁ ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ବା CENTCOM ଦକ୍ଷିଣ ଇରାନରେ ଏକ ସୀମିତ ସାମରିକ କାର୍ଯ୍ୟାନୁଷ୍ଠାନ […]

Read More Text.

ଧର୍ମେନ୍ଦ୍ରଙ୍କୁ ମିଳିଲା ମରଣୋତ୍ତର ପଦ୍ମ ବିଭୂଷଣ, ଗ୍ରହଣ କଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ୬୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଛି । ୨୦୨୬ ମସିହାରେ ସ୍ୱର୍ଗତ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କୁ ପ୍ରଥମେ ମରଣୋତ୍ତର ଭାବରେ ପଦ୍ମ ବିଭୂଷଣ ପ୍ରଦାନ କରାଯାଇଥିଲା । ତାଙ୍କ ପତ୍ନୀ, ଅଭିନେତ୍ରୀ ହେମା ମାଳିନୀ ଏହି ପୁରସ୍କାର ଗ୍ରହଣ କରିଥିଲେ । ସିନେମା ଜଗତରେ ତାଙ୍କର ଅତୁଳନୀୟ ଯୋଗଦାନ ଏବଂ ଅମୂଲ୍ୟ […]

Read More Text.

ବକ୍ରି ଇଦ୍ ପାଇଁ CUET-UG ପରୀକ୍ଷା ସ୍ଥଗିତ, ଖୁବଶୀଘ୍ର ନୂଆ ତାରିଖ ଘୋଷଣା

ନୂଆଦିଲ୍ଲୀ : ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି CUET-UG ପରୀକ୍ଷାକୁ ନେଇ ବଡ଼ ନିଷ୍ପତ୍ତି ନେଇଛି । ୨୮ ମଇକୁ ହେବାକୁ ଥିବା CUET-UG ପରୀକ୍ଷାକୁ ସ୍ଥଗିତ କରାଯାଇଛି । ବକ୍ରି ଇଦ୍ ପାଇଁ ଘୁଞ୍ଚିଲା CUET-UG ପରୀକ୍ଷା । ଖୁବ୍ ଶୀଘ୍ର ପ୍ରକାଶ ପାଇବ ନୂଆ ତାରିଖ । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଦ୍ୱାରା ପରିଚାଳିତ ହେବାକୁ ଥିବା କମନ୍ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ ଅଣ୍ଡରଗ୍ରାଜୁଏଟ୍ (CUET-UG) ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଆସନ୍ତା ମେ ୨୮ […]

Read More Text.

ଶାମୁକା ସଂଗ୍ରହ ବେଳେ ନଦୀରେ ଭାସି ୮ ମୃତ, ଅନେକ ନିଖୋଜ

କର୍ଣ୍ଣାଟକ : ଉତ୍ତର କନ୍ନଡ ଜିଲ୍ଲାର ଥଟ୍ଟେ ହକ୍କଲୁ ନଦୀରେ ଅଘଟଣ । ନଦୀର ପ୍ରଖର ସ୍ରୋତରେ ଭାସିଗଲେ ପରିବାରର ୮ ସଦସ୍ୟ । ଏମାନଙ୍କ ଭିତରେ ୭ ଜଣ ମହିଳା ଥିବା ଜଣାପଡିଛି । ସ୍ଥାନୀୟ ଲୋକ ଉଦ୍ଧାର ପାଇଁ ଚେଷ୍ଟା କରୁଛନ୍ତି । ତେବେ ଏମାନେ ନଦୀରେ ଶାମୁକା ଖୋଜି ଏକାଠି କରୁଥିବା ବେଳେ ଏଭଳି ଅଘଟଣ ଘଟିଛି । ଖବର ମୁତାବକ, ଶିରାଲୀ ଗାଁର ପ୍ରାୟ ୧୪ ଜଣ ଲୋକ ନଦୀରେ ଶାମୁକା ଏକାଠି […]

Read More Text.

କ୍ବେଟା ରେଲୱେ ଟ୍ରାକରେ ବିସ୍ଫୋରଣ, ୨୪ ମୃତ, ୫୦ ଆହତ

ପାକିସ୍ତାନ :ରବିବାର ପାକିସ୍ତାନର ଅଶାନ୍ତ ଦକ୍ଷିଣ-ପଶ୍ଚିମ ପ୍ରାନ୍ତ ବେଲୁଚିସ୍ତାନର କ୍ୱେଟାର ଚମନ ରେଳ ଫାଟକ ନିକଟରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୨୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏହି ଆକ୍ରମଣକୁ କର୍ତ୍ତୃପକ୍ଷ ଏକ ଲକ୍ଷ୍ୟଭେଦୀ ଆକ୍ରମଣ ବୋଲି ବର୍ଣ୍ଣନା କରିଛନ୍ତି। କାରଣ ବିସ୍ଫୋରଣ ସମୟରେ ସାମରିକ କର୍ମଚାରୀ ଏବଂ ସେମାନଙ୍କ ପରିବାରକୁ ନେଇ ପେଶାୱର ଅଭିମୁଖେ ଯାଉଥିଲା ଏକ ରେଳଗାଡ଼ି ଯାଉଥିଲା ଜାଫର ଏକ୍ସପ୍ରେସ୍। ଆଗାମୀ […]

Read More Text.

ତେଲେଙ୍ଗାନାରେ ଅଂଶୁଘାତରେ ୧୬ମୃତ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ତେଲଙ୍ଗାନା : ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆକାଶରୁ ନିଆଁ ଖସିଛି । ଏଭଳି ସ୍ଥଳେ ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି । ତେଲଙ୍ଗାନାରେ ମଧ୍ୟ ପ୍ରବଳ ଗରମ ଅନୁଭୂତ ହେଉଛି । ଭୀଷଣ ଲୁ ଏବଂ ଲଗାତାର ତାପମାତ୍ର ବଢୁଥିବାରୁ ରାଜ୍ୟର ୭ ଜିଲ୍ଲାରେ ଏବେ ଯାଏଁ ୧୬ ଜଣଙ୍କ ମୃତ୍ୟୁ ହେଲାଣି । ରାଜ୍ୟ ରାଜସ୍ୱ ମନ୍ତ୍ରୀ ପି.ଶ୍ରୀନିବାସ ରେଡ୍ଡୀ ଶନିବାର ଏହି ସୂଚନା ଦେଇଛନ୍ତି । […]

Read More Text.

କୋଇଲା ଖଣିରେ ବିସ୍ଫୋରଣ, ୮୨ ମୃତ

ଚୀନ : ଚୀନର ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ । ଏହି ବିସ୍ଫୋରଣରେ ୮୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୮ ଜଣ ଶ୍ରମିକ ମାଟି ତଳେ ଫସି ରହିଥିବା ସୂଚନା ମିଳୁଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଏହି ଦୁର୍ଘଟଣା ଉତ୍ତର ଚୀନର ଶାଂସି ପ୍ରଦେଶରେ ଘଟିଛି । ସୂଚନା ପାଇବା ପରେ ତୁରନ୍ତ ଘଟଣାସ୍ଥଳରେ ଉଦ୍ଧାରକାରୀ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ଏବେ ବି […]

Read More Text.

ଦେଶବ୍ୟାପୀ ଷ୍ଟେଟ୍ ବ୍ୟାଙ୍କ କର୍ମଚାରୀଙ୍କ ୨ଦିନିଆ ଧର୍ମଘଟ ସ୍ଥଗିତ

ନୂଆଦିଲ୍ଲୀ: ଆସନ୍ତା ୨୫ ଓ ୨୬ ତାରିଖରେ ଦେଶବ୍ୟାପୀ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଶାଖାଗୁଡ଼ିକ ଖୋଲା ରହିବ । ସର୍ବଭାରତୀୟ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ କର୍ମଚାରୀ ସଂଘ (ଏଆଇଏସ୍ବିଆଇଏସ୍ଏଫ୍) ପକ୍ଷରୁ ଡାକରା ଦିଆଯାଇଥିବା ଦୁଇଦିନିଆ ଧର୍ମଘଟକୁ ସ୍ଥଗିତ ରଖାଯାଇଛି ବୋଲି ଭାରତୀୟ ଷ୍ଟେଟ୍ ପକ୍ଷରୁ କୁହାଯାଇଛି । ଗତକାଲି ବ୍ୟାଙ୍କର ପରିଚାଳନା କର୍ତ୍ତୃପକ୍ଷ ଏବଂ ସଂଘର ପ୍ରତିନିଧିମାନଙ୍କୁ ମଧ୍ୟରେ ବିସ୍ତୃତ ଆଲୋଚନା ପରେ ଏ ନିଷ୍ପତ୍ତି ନିଆଯାଇଛି । ତେଣୁ ବ୍ୟାଙ୍କର ସମସ୍ତ ଶାଖା ଉପରୋକ୍ତ ୨ ଦିନ […]

Read More Text.

୧୦ଟି ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ : ୧୦ଟି ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ କମିଶନ ଶୁକ୍ରବାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ନିର୍ବାଚନ କମିଶନ କହିଛନ୍ତି ଯେ ୧୦ଟି ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ୨୦୨୬ ଜୁନ୍ ୧୮ ତାରିଖରେ ଅନୁଷ୍ଠିତ ହେବ। ନିର୍ବାଚନ କମିଶନଙ୍କ ଘୋଷଣା ପରେ, ସମ୍ପୃକ୍ତ ରାଜ୍ୟରେ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକ ମଧ୍ୟରେ ଆନ୍ଧ୍ର ପ୍ରଦେଶ, ଗୁଜୁରାଟ, ମଧ୍ୟ ପ୍ରଦେଶ, […]

Read More Text.