ଶାସନ ମୁଖ୍ୟ ଭାବରେ ୮୯୩୧ ଦିନ ପୂରଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୂଆ ରେକର୍ଡ । ଭାରତର ସବୁଠାରୁ ଦୀର୍ଘକାଳୀନ ଶାସନ ମୁଖ୍ୟ। ଶାସନ ମୁଖ୍ୟ ଭାବରେ ୮,୯୩୧ ଦିନ ପୂରଣ କରିଛନ୍ତି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ରାଜନୈତିକ ଇତିହାସରେ ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ଜଣେ ‘ଶାସନ ମୁଖ୍ୟ’ ଭାବରେ ସେ ସବୁଠାରୁ ଅଧିକ ଦିନ କାର୍ଯ୍ୟ କରିବାର ରେକର୍ଡ ନିଜ ନାମରେ କରିଛନ୍ତି। ମୋଦୀଙ୍କ ଶାସନ କାଳ ମୋଟ ୮ ହଜାର ୯୩୧ ଦିନ। […]
Read More Text.