ଆମରୋହାର ନ୍ୟାସନାଲ ହାଇୱେ ୯ରେ ଦୁର୍ଘଟଣା, ୪ ଡ଼ାକ୍ତର ମୃତ
ଉତ୍ତରପ୍ରଦେଶ : ଗତକାଲି ବିଳମ୍ବିତ ରାତିରେ ଉତ୍ତରପ୍ରଦେଶ ଆମରୋହାର ନ୍ୟାସନାଲ ହାଇୱେ ୯ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ଘଟିଛି । ଦ୍ରୁତ ଗତିରେ ଆସୁଥିବା କାରଟି DCM ରେ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସମସ୍ତ ମୃତକ ଡ଼ାକ୍ତର ଥିବା ସୂଚନା ମିଳିଛି । ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡିକୁ ପୋଷ୍ଟମର୍ଟମ ପାଇଁ ପଠାଇଛି ପୋଲିସ । ସୂଚନାନୁଯାୟୀ, ଏହି ଘଟଣାଟି ଆମରୋହା […]
Read More Text.