୨୧ରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ !
ଭୁବନେଶ୍ବର:ଆସନ୍ତା ୨୧ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ଗସ୍ତରେ ଆସିପାରନ୍ତି। ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ସେହି କାର୍ଯ୍ୟକ୍ରମରେ ସେ ଯୋଗଦେବା ସମ୍ଭାବନା ରହିଛି। ହେଲେ ଏନେଇ ଶାହାଙ୍କ କାର୍ଯ୍ୟାଳୟ ପକ୍ଷରୁ କିଛି ଚୂଡାନ୍ତ ସୂଚନା ଦିଆଯାଇ ନାହିଁ। ପୂର୍ବରୁ ରାଜ୍ୟ ସରକାରଙ୍କ କେତେକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଶାହା ଆସିବାକୁ ଥିଲେ ମଧ୍ୟ ବିଭିନ୍ନ କାରଣ ପାଇଁ ଶେଷ ମୁହୂର୍ତ୍ତରେ ସେସବୁ ବାତିଲ […]
Read More Text.